Posted inଜାତୀୟ

କାର୍‌ରେ ନାବାଳିକାଙ୍କୁ ଗଣବଳାତ୍କାର

କୋକ୍‌ରାଝର,୧୮।୫: ଆସାମ କୋକ୍‌ରାଝର ଜିଲାରେ ଚଳନ୍ତା କାର୍‌ରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ ଗିରଫ କରିଛି।

ମିଳିଥିବା ସୂଚନା ମୁତାବକ, ମଙ୍ଗଳବାର ସନ୍ଧ୍ୟାରେ ନାବାଳିକାଙ୍କୁ ଏକ କାରରେ ଟେକି ନେଇ ଅଭିଯୁକ୍ତମାନେ ବଳାତ୍କାର କରିଥିବା ଜଣେ ପୋଲିସ ଅଧିକାରୀ କହିଛନ୍ତି। ଅଭିଯୁକ୍ତମାନଙ୍କୁ କୋର୍ଟରେ ହାଜର କରିବା ପରେ ପୋଲିସ ୩ ଦିନିଆ ରିମାଣ୍ଡରେ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ତରଳୁଛି ହିମାଳୟ: ଚିନ୍ତା ପ୍ରକଟ କଲା ଏନ୍‌ଜିଟି

ନୂଆଦିଲ୍ଲୀ,୨୭ା୧୧(ପି.ଟି.):ହିମାଳୟର ହିମହ୍ରଦଗୁଡ଼ିକ ଦ୍ରୁତଗତିରେ ତରଳିବାରେ ଲାଗିଛି। ଏଥିଯୋଗୁ ପ୍ରାକୃତିକ ବିପର୍ଯ୍ୟୟ ଆଶଙ୍କା ବଢ଼ିଛି। ଜାତୀୟ ସବୁଜ ଟ୍ରିବ୍ୟୁନାଲ (ଏନ୍‌ଜିଟି) ମଙ୍ଗଳବାର ଏହା ଉପରେ ଚିନ୍ତା ପ୍ରକଟ...

ଅମାନତ ହରାଇଛନ୍ତି ୮୫% ପ୍ରାର୍ଥୀ

ନାଗପୁର,୨୭ା୧୧:ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମୋଟ ୪,୧୩୬ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ସେମାନଙ୍କ ମଧ୍ୟରୁ ୩,୫୧୫ ଜଣ ଇସିଙ୍କ ନିର୍ଦ୍ଧାରିତ ସର୍ବନିମ୍ନ ଭୋଟ ଶେୟାର ହାସଲ କରିବାରେ...

ସୂଚନା କମିଶନ ପଦବୀ ୪ ସପ୍ତାହରେ ପୂରଣକର: କେନ୍ଦ୍ର, ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭ା୧୧(ପି.ଟି.):କେନ୍ଦ୍ରୀୟ ସୂଚନା କମିଶନ (ସିଆଇସି) ଏବଂ ରାଜ୍ୟ ସୂଚନା କମିଶନ (ଏସ୍‌ଆଇସି)ରେ ଖାଲିପଡ଼ିଥିବା ପଦବୀଗୁଡ଼ିକୁ ପୂରଣ କରିବା ପାଇଁ ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ଓ ରାଜ୍ୟ...

‘ହିନ୍ଦୁଙ୍କ ସୁରକ୍ଷା ସୁନିଶ୍ଚିତ କର’, ବାଂଲାଦେଶକୁ ଭାରତ ସରକାରଙ୍କ ଦାବି

ନୂଆଦିଲ୍ଲୀ, ୨୬।୧୧: ବାଂଲାଦେଶରେ ହିନ୍ଦୁ ସନ୍ଥ ଚିନ୍ମୟ କୃଷ୍ଣ ଦାସଙ୍କ ଗିରଫଦାରିକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଏକ ବୟାନ ଜାରି କରାଯାଇଛି। ଚିନ୍ମୟ...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ କଲେ ରାହୁଲ ଗାନ୍ଧୀ-BJP ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୨୬।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଭାଜପା ପକ୍ଷରୁ ଏକ ଭିଡିଓ ଶେୟାର କରି ଏନେଇ ଅଭିଯୋଗ କରାଯାଇଛି।...

ସରକାରଙ୍କ ବଡ଼ ଘୋଷଣା, ୬୦ବର୍ଷ ବୟସ୍କଙ୍କୁ ପ୍ରତିମାସରେ ମିଳିବ ବାର୍ଦ୍ଧକ୍ୟ ଭତ୍ତା

ନୂଆଦିଲ୍ଲୀ,୨୬।୧୧: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ବିଶେଷକରି ବରିଷ୍ଠ ଜନସାଧାରଣଙ୍କ ପାଇଁ ସରକାର କରିଛନ୍ତି ବଡ଼ ଘୋଷଣା। ବାର୍ଦ୍ଧକ୍ୟ ଭତ୍ତା ନେଇ ରାଜ୍ୟ ସରକାର...

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ କରିବାକୁ ଆସିଥିଲି’

ନୂଆଦିଲ୍ଲୀ,୨୬।୧୧: ପୁଣି ଥରେ ଝାଡ଼ଖଣ୍ଡରେ ସରକାର ଗଠନ କରିବାକୁ ଯାଉଛନ୍ତି ହେମନ୍ତ ସୋରେନ। ନଭେମ୍ବର ୨୮ରେ ସେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ। ଏହା ପୂର୍ବରୁ...

ବାଲଟ ପେପରରେ ନିର୍ବାଚନ ଦାବିକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୧୧: ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍ (ଇଭିଏମ୍) ବଦଳରେ ନିର୍ବାଚନରେ ​​ବାଲାଟ ପେପର ବ୍ୟବହାର ଦାବିକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ବିଚାରପତି ବିକ୍ରମ ନାଥ ଏବଂ ପି.ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri