କୋରାପୁଟରେ ପ୍ରବଳ ବର୍ଷା: ୩ ଦିନରେ ଭାଙ୍ଗିଲାଣି ୧୩୪ ଘର

କୋରାପୁଟ,୧୦ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ ବର୍ତ୍ତମାନ ପ୍ରବଳ ବର୍ଷା ଜାରି ରହିଥିବାବେଳେ ଗତ ୩ ଦିନରେ ଜିଲାରେ ମୋଟ୍‌ ୧୩୪ଟି ଘର ଭାଙ୍ଗି ଯାଇଥିବା ବୁଧବାର ଜିଲା ଜରୁରୀ ଅଧିକାରୀ ଜ୍ଞାନଜ୍ୟୋତି ତ୍ରିପାଠୀ ସୂଚନା ଦେଇଛନ୍ତି। ଏଥିମଧ୍ୟରୁ ସୋମବାର ଜିଲାରେ ୧୮ଟି ଘର ଭାଙ୍ଗିଥିବାବେଳେ ମଙ୍ଗଳବାର ୪ଟି ଏବଂ ବୁଧବାର ୧୧୨ ଘର ଭାଙ୍ଗିଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ଜଣାଯାଇଛି। ବୁଧବାର ଜିଲାର ଜୟପୁର ତହସିଲ ଅଞ୍ଚଳରୁ ୫୮ଟି ଘର ଭାଙ୍ଗିଥିବାବେଳେ ଜିଲାର ଅନ୍ୟ ତହସିଲ ଅଞ୍ଚଳରୁ ୫୪ଟି ଘର ଭାଙ୍ଗି ଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଏଣ୍ଟ ଖାତା ଖୋଲିଲା ମୁମ୍ବାଇ

ମୁମ୍ବାଇ,୩୧।୩: ପଦାର୍ପଣକାରୀ ଅଶ୍ୱନୀ କୁମାରଙ୍କ ଘାତକ ବୋଲିଂ ଓ ରିଆନ ରିକଲଟନଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ୮ ଉଇକେଟରେ କୋଲକାତା ନାଇଟ୍‌ ରାଇଡର୍ସ...

ହାଇୱା ପଛରେ ପିଟିଲା ବାଇକ୍‌: ଜଣେ ମୃତ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଲାଞ୍ଜିଗଡ,୩୧ା୩( ରମେଶ ଚନ୍ଦ୍ର ନାୟକ):ଲାଞ୍ଜିଗଡରୁ ମୁନିଗୁଡାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ବେଦାନ୍ତ କାରଖାନା ନିକଟରେ ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ହାଇୱା ପଛରେ...

ପ୍ରେମ, ପ୍ରତାରଣା, ଧୋକା: ଆଦିବାସୀ ଯୁବତୀ ୮ ମାସର ଗର୍ଭବତୀ, ଯୁବକ…

ପାଟଣା,୩୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପ୍ରେମ, ପ୍ରତରଣା ପରେ ଧୋକା ଘଟଣା ସାମ୍‌ନାକୁ ଆସିଛି। ଜଣେ ୧୯ ବର୍ଷୀୟା ଆଦିବାସୀ ଯୁବତୀଙ୍କୁ...

ଭିସୁଟ ଛାତ୍ରୀ ଚିନ୍ମୟୀ ଆତ୍ମହତ୍ୟା ମାମଲା: ପୁରୁଷ ବନ୍ଧୁ ଗିରଫ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ଭିସୁଟ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ଆତ୍ମହତ୍ୟା ମାମଲାରେ ସୋମବାର ବୁର୍ଲା ପୋଲିସ ତାଙ୍କ ପୁରୁଷ ବନ୍ଧୁ ପ୍ରୀତିମାନ ଦେ(୨୭)ଙ୍କୁୁ ଗିରଫ କରଛି।...

JEE MAIN EXAMର ୨ ଦିନ ପୂର୍ବରୁ ଟ୍ରେନ୍‌ ଆଗକୁ ଡେଇଁ ଜୀବନ ହାରିଲେ ଛାତ୍ର

ନୂଆଦିଲ୍ଲୀ, ୩୧।୩:ଆସନ୍ତା ଏପ୍ରିଲ ୨ରେ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ହେବାକୁ ଥିବା ବେଳେ ଏହାର ୨ ଦିନ ପୂର୍ବରୁ କୋଟାରେ ଜଣେ ଆଶାୟୀ(୧୮)...

ହଳଧର ସାହିତ୍ୟ ଅସ୍ମିତାର ଆବାହକ: ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଲୋକକବିଙ୍କୁ ଶୁଭେଚ୍ଛା

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ପଦ୍ମଶ୍ରୀ ଲୋକକବି ହଳଧର ନାଗଙ୍କ ୭୫ ତମ ଜନ୍ମଦିନ ଅବସରରେ ବରଗଡ଼ରେ ସୋମବାର ତ୍ରିଦିବସୀୟ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମର ଉଦଘାଟନୀ ସମାରୋହ ଅନୁଷ୍ଠିତ...

ଚା’ ଦୋକାନରୁ ଗଞ୍ଜେଇ ଜବତ, ଜଣେ ଗିରଫ

ଗଞ୍ଜାମ, ୩୧ା୩ (ବିଦ୍ୟାଧର ସାହୁ):ଗଞ୍ଜାମ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଏକ ଚା’ ଦୋକାନରେ ପୋଲିସ ଚଢ଼ାଉ କରି ଗଞ୍ଜେଇ ଜବତ କରିବା...

ଜାତୀୟ ସ୍ତରୀୟ ବିକଶିତ ଭାରତ ଯୁବ ପାର୍ଲିଆମେଣ୍ଟ:ମା’ ମାଣିକେଶରୀ ବିଶ୍ୱବିଦ୍ୟାଳୟର ସୁହାନୀ ମନୋନୀତ

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): ଭାରତ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବିକଶିତ ଭାରତ ଯୁବ ପାର୍ଲିଆମେଣ୍ଟ ଅବସରରେ ଗତ ୨ ଦିନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image