୧୩୫ ବୋତଲ କଫ ସିରପ୍‌ ଜବତ

ବରଗଡ଼,୩୧।୭(ପ୍ରେମନନ୍ଦ ଖମାରୀ):ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଭୁକ୍ତା ଗ୍ରାମରେ ସୋମବାର ଅବକାରୀ ବିଭାଗ ଚଢ଼ାଉ କରିଥିଲା। ଚଢ଼ାଉରେ ୧୩୫ ବୋତଲ କଫ ସିରପ୍‌ ଜବତ ହୋଇଛି। ଏଥିରେ ସମ୍ପୃକ୍ତ ବିନୋଦ ଡୁଙ୍ଗୁରୀଙ୍କୁ ଗିରଫ କରାଯାଇଛି। ତାଙ୍କ ବିରୋଧରେ ଏକ ମାମଲା ରୁଜୁ କରି ବିନୋଦଙ୍କୁ ବରଗଡ଼ କୋର୍ଟକୁ ଚାଲାଣ କରାଯାଇଛି। ଚଢ଼ାଉରେ ଭଟଲି ଏବଂ ଅତାବିରା ଅବକାରୀ ବିଭାଗର କର୍ମଚାରୀମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଭାସୁଛି ଅଜଣା ଯୁବକଙ୍କ ମୃତଦେହ: ପୋଲିସ ତଦନ୍ତ ଜାରି

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ – ଭେଡେନ କେନାଲରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଭାସୁଛି। ଆଜି ସନ୍ଧ୍ୟା ପ୍ରାୟ ୭ଟାରେ ବରଗଡ଼ ସହରର ସୁବାସ ନଗର ଓ...

ଦେଶୀମଦ ଜବତ: ଜେଲ୍‌ ଗଲେ ପୂର୍ବତନ ସମିତି ସଭ୍ୟ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ଦେବେନ୍ଦ୍ର ମଲ୍ଲିକଙ୍କୁ ଚିକିଟି ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର...

ସ୍କୁଟି ଧକ୍କାରେ ଚାଲିଗଲା ସାଇକେଲ ଚାଳକଙ୍କ ଜୀବନ

ବଡ଼ଗାଁ,୨୧ା୪(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ନିକଟ ଲାଲମାଟିଆ ଗାଁ ରାସ୍ତାରେ ସ୍କୁଟି ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି।...

୧୮ ବର୍ଷ ବୟସ ପୂର୍ବରୁ Instagram ବ୍ୟବହାର କରିବା ହେଲା କଷ୍ଟକର, Meta ନେଲା ଏହି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୪: ଆଜିକାଲି ସବୁ ବୟସର ଲୋକମାନେ ସୋସିଆଲ ମିଡିଆ ବ୍ୟବହାର କରୁଛନ୍ତି। କିନ୍ତୁ ଇନଷ୍ଟାଗ୍ରାମରେ ପିଲା ଏବଂ କିଶୋର ଉପଭୋକ୍ତାଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି...

ଓଡ଼ିଶାରେ ବୃଦ୍ଧି ପାଉଛି ତାପମାତ୍ରା: ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତା ମାମଲା ରିପୋର୍ଟ

ଭୁବନେଶ୍ୱର,୨୧।୪: ଓଡ଼ିଶାରେ ପ୍ରଚଣ୍ଡ ତାତି ବଢ଼ିଚାଲିଥିବା ବେଳେ ରାଜ୍ୟ ସରକାର ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତାର ମାମଲା ରିପୋର୍ଟ କରିଛନ୍ତି। ଯେଉଁଥିରେ ଅନେକ ବ୍ୟକ୍ତିଙ୍କୁ ହସ୍ପିଟାଲରେ...

ଜାତୀୟ ହ୍ୟାଣ୍ଡବଲ ଚାମ୍ପିୟନଶିପରେ ସ୍ଥାନ ପକ୍କା କଲେ ଧ୍ରୁବ

ନୂଆପଡ଼ା,୨୧ା୪(ମକାରୁ ବେମାଲ): ଉତ୍ତରପ୍ରଦେଶର ଆକବରପୁରଠାରେ ଏପ୍ରିଲ ୨୦ରୁ ୨୪ ପର୍ଯ୍ୟନ୍ତ ଜାତୀୟ ଜୁନିୟର ବାଳକ ହ୍ୟାଣ୍ଡବଲ ଚାମ୍ପିୟନଶିପ ଆୟୋଜିତ ହେଉଛି। ଏଥିସକାଶେ ରାଜ୍ୟର ୧୮ଜଣିଆ ଦଳ...

କାମ କରୁନି ଥଣ୍ଡା ପାନୀୟ ଜଳ ପ୍ରକଳ୍ପ: ଥଣ୍ଡା ବଦଳରେ ବାହାରୁଛି ଗରମ ପାଣି

ଥୁଆମୂଳ ରାମପୁର,୨୧।୪(ଦୁର୍ଗା କୀର୍ତ୍ତି): ଗାଁଠୁ ସହର ସବୁଠି ତାତି। ତାତିରୁ ତ୍ରାହି ପାଇଁ ଦରକାର ଥଣ୍ଡା ପାଣି। ମୁନ୍ଦାଏ ତୁଣ୍ଡରେ ପଡିଗଲେ ମିଳିଥାଏ ଆତ୍ମସନ୍ତୋଷ। ହେଲେ...

ଯୁବକଙ୍କ ଉନ୍ମତ୍ତକାଣ୍ଡ: ମଝି ରାସ୍ତାରେ ବୁଲାଇଲେ ଫାର୍ସା ,ପୋଲିସ ବାଡ଼ି ଛଡ଼ାଇ ଦୌଡ଼ିଲାଳ ବେଳେ…

ପାରାଦୀପ, ୨୧।୪: ବିଚ ରାସ୍ତାରେ ଫାର୍ସା ଧରି ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ। ଏଭଳି ଘଟଣା ଘଟିଛି କଟକ-ପାରାଦୀପ ରାସ୍ତା କୁଜଙ୍ଗ ବଳରାମପୁରରେ । ଫାର୍ସା ବୁଲାଇବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image