ଆଜି ରାଜ୍ୟରୁ ୧୪ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୬ା୫(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୧୧୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮ ଜଣ ଚିହ୍ନଟ ହୋଇଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୨ ଜଣ ଶିଶୁ ବି ଅଛନ୍ତି।

ଆଜି ଗଜପତିରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀର, କନ୍ଧମାଳ, ଖୋର୍ଦ୍ଧାରୁ ୨ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବରଗଡ଼, ଦେବଗଡ଼, ଯାଜପୁର, ନୂଆପଡ଼ା ଏବଂ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୧୧୭ରେ ପହଞ୍ଚିଥିବା ବେଳେ ୧୨,୭୮,୮୩୯ ଜଣ ସୁସ୍ଥ ହୋଇଛନ୍ତି। ୯୯ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା କ୍ଷୟକ୍ଷତି ନେଇ ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ: କ’ଣ ଆସିବ ନିଷ୍ପତ୍ତି

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷାରେ ଚାଷ କ୍ଷୟକ୍ଷତି ଆକଳନ ବୈଠକ ଆରମ୍ଭ ହୋଇଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଆରମ୍ଭ ହୋଇଛି। ରାଜସ୍ବ, କୃଷି...

ଥରିଲା ମୋହନା, ହଠାତ୍‌ ଜୋର୍‌ରେ ଶବ୍ଦ ହେବାରୁ…

ଗଜପତି,୨୮ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ମୋହନାରେ ଶନିବାର ଅପରାହ୍ନରେ କିଛି କ୍ଷଣ ପାଇଁ ଭୂକମ୍ପ ଅନୁଭୂତ ହୋଇଛି। ବର୍ଷା ପରେ ଭୂକମ୍ପ ଅନୁଭୂତ ହୋଇଥିବାରୁ ଲୋକମାନେ...

ରାଜ୍ୟରେ ବଢିବ କି ମଦ ଦର: ଜାଣନ୍ତୁ କ’ଣ କହିଲେ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର,୨୮।୧୨: ରାଜ୍ୟରେ ବଢିବ କି ମଦ ଦର? ମଦ ଦର ବୃଦ୍ଧି ନେଇ ଅବକାରୀ ମନ୍ତ୍ରୀଙ୍କ ପ୍ରତିକ୍ରିୟା ପରେ ଦର ବଢ଼ିବାକୁ ନେଇ ପ୍ରଶ୍ନ ଉଠିଛି।...

ଆଜି ଏସବୁ ଜିଲାକୁ ବର୍ଷା, ଆସନ୍ତାକାଲି ବି ବର୍ଷିବ

ଭୁବନେଶ୍ୱର,୨୮ା୧୨: ଶନିବାର ଓ ଆସନ୍ତାକାଲି ୨ ଦିନ ଧରି ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷା ହେବ। ପଶ୍ଚିମା ଝଡ଼ ପ୍ରଭାବରେ ହାଲୁକାରୁ ମଧ୍ୟମ ଧରଣର...

ଧାନର ଉଚିତ ମୂଲ୍ୟ, କଟ୍‌ନି ଛଟ୍‌ନି ବନ୍ଦ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ, ଦାବି ପୂରଣ ନ ହେଲେ ଆହୁରି…

କେସିଙ୍ଗା,୨୮ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଚାଷୀଙ୍କ ଅମଳ ଧାନର ଉଚିତ୍‌ ମୂଲ୍ୟ ପ୍ରଦାନ ଓ କଟ୍‌ନି ଛଟ୍‌ନ ବନ୍ଦ ବାବଦକୁ ନେଇ କେସିଙ୍ଗା...

ରାସ୍ତାକଡ଼ରେ ପଡ଼ିଛି ବହୁ ମୂଲ୍ୟବାନ ଔଷଧ , ସ୍ବାସ୍ଥ୍ୟ ବିଭାଗର ତଦନ୍ତ ଜାରି

ଦିଗପହଣ୍ଡି,୨୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ପଞ୍ଚାୟତ ବିଜୟ ଆଦିକନ୍ଦପୁର – ତେଲିଆପଲ୍ଲୀ ଗ୍ରାମ ନିକଟ ରାସ୍ତାକଡରେ ପଡ଼ିଥିବା ବହୁସଂଖ୍ୟକ ମୂଲ୍ୟବାନ...

ରାଶନ କାର୍ଡ ହାତେଇଛନ୍ତି ୪୦ ଲକ୍ଷ ଭୂତ ହିତାଧିକାରୀ:ପ୍ରତି ଜିଲାରେ ଲକ୍ଷେରୁ ଦେଢ଼ ଲକ୍ଷ…

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର):ରାଜ୍ୟରେ ବହୁ ସଂଖ୍ୟାରେ ଭୂତ ହିତାଧିକାରୀ ରାଶନ କାର୍ଡ ହାତେଇଥିବା ବିଷୟ ଅନେକ ସମୟରେ ଆଲୋଚନା ହୋଇଆସୁଛି। ତେବେ ସରକାର ଖୁବ୍‌ଶୀଘ୍ର ଭୂତ ହିତାଧିକାରୀଙ୍କୁ...

ପୁଣି ବର୍ଷା ସମ୍ଭାବନା: ୪ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା):ପଶ୍ଚିମା ଝଡ଼ ପ୍ରଭାବରେ ୨୮ରୁ ୩୦ ତାରିଖ ମଧ୍ୟରେ ଉତ୍ତର ତଥା ଉତ୍ତର-ପଶ୍ଚିମ ଓଡ଼ିଶାର କିଛି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri