୧୪ ଜିଲାକୁ କାଳବୈଶାଖୀ ସତର୍କତା

ଭୁବନେଶ୍ବର,୧୮।୫(ବ୍ୟୁରୋ):ରାଜ୍ୟରେ ଆହୁରି ୫ ଦିନ ଯାଏ ଗରମ ଓ ଗୁଳୁଗୁଳି ଜାରି ରହିବ ।
ଏହାସହ କିଛି କିଛି ସ୍ଥାନରେ କାଳବୈଶାଖୀର ପ୍ରଭାବ ମଧ୍ୟ ଦେଖିବାକୁ ମିଳିବ । ଗୁରୁବାର ୧୪ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କାଳବୈଶାଖୀ ସତର୍କତା ଜାରି କରିଛି।
ସେହି ସବୁ ଜିଲା ଗୁଡ଼ିକ ହେଲା କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ ଓ ନୟାଗଡ । କାଳବୈଶାଖୀ ସମୟରେ ପବନର ବେଗ ୪୦ ରୁ ୫୦ କିଲୋମିଟର ରହିପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ଦାଣ୍ଡ ମଝିରେ ଯୁବକଙ୍କୁ ଗୁଳି, କାନ୍ଧରେ ବାଜି…

ନବରଙ୍ଗପୁର/ଝରିଗାଁ,୧୬ା୧୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ପଞ୍ଚାୟତ ଅଧୀନ ବାସୁଦେବଗୁଡ଼ା ଗାଁର ଡମନା ଭତରା(୩୦)ଙ୍କୁ ସେହିଗାଁର କପୁର ଭତରା ଦେଶୀ ବନ୍ଧୁକରେ ଗୁଳି...

ଜିଲା ମୁଖ୍ୟ ଚିକିତ୍ସାଳୟରେ ବଢୁଛି ଚୋରି, ରୋଗୀଙ୍କୁ ଲୁଟୁଛନ୍ତି…

କେନ୍ଦୁଝର,୧୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟ ପରିସରରୁ ରୋଗୀ ତଥା ରୋଗୀ ସମ୍ପର୍କୀୟଙ୍କ ବିଭିନ୍ନ ସାମଗ୍ରୀ ଚୋରି ହେଉଛି। ଫଳରେ ଏହାକୁ ନେଇ ଅସନ୍ତୋଷ...

୪ ବର୍ଷ ପରେ ଆସିଲା ରାୟ: ଦୋଷୀଙ୍କୁ ମିଳିଲା ୧୦ ବର୍ଷ ଜେଲ୍‌ଦଣ୍ଡ

ରାଉରକେଲା,୧୬।୧୧(ସଙ୍ଗୀତା ଜେନା): ୨୦୨୧ ଡିସେମ୍ବର ୨୧ତାରିଖରେ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ସେକ୍ଟର-୨୧ ସ’ ମିଲ୍‌ ଛକରେ ୨ଜଣ ଯୁବତୀଙ୍କୁ ଅଶାଳୀନ ଭାଷାରେ କମେଣ୍ଟମରାକୁ ବିରୋଧ କରିବାରୁ...

ସ୍କୁଲରୁ ସାଇକେଲ୍‌ରେ ଘରକୁ ଫେରୁଥିଲେ ଛାତ୍ର, ଧକ୍କାଦେଲା ପୋଲିସ ଗାଡ଼ି, ଆଉ ତା’ ପରେ…

କେନ୍ଦୁଝର,୧୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜେଲରୋଡ୍‌ ରାସ୍ତାରେ ଶନିବାର ଅପରାହ୍ନରେ ଏକ ପୋଲିସ ଗାଡ଼ି ଧକ୍କାରେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ତାଙ୍କ ନାମ...

ପୂର୍ତ୍ତମନ୍ତ୍ରୀଙ୍କ ବଡ଼ ସୂଚନା: ରାସ୍ତା ନିର୍ମାଣରେ ଆସିବ ନୂଆ ନୀତି, ବିନା ଅନୁମତିରେ ରାସ୍ତା ଖୋଳିଲେ…

ଭୁବନେଶ୍ୱର,୧୬ା୧୧: ରାସ୍ତା ନିର୍ମାଣରେ ନୂଆ ନୀତି ଆସିବ। ଏନେଇ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଗାମୀ ୫୦...

ରୋଷେଇବେଳେ ଗ୍ୟାସ୍‌ ଲିକ୍‌ ହୋଇ ଜଳିଗଲା ଘର: ମା-ବାପା-ପୁଅ ଗୁରୁତର

ଦିଗପହଣ୍ଡି,୧୬ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମରେ ଶନିବାର ସନ୍ଧ୍ୟାରେ ରୋଷେଇବେଳେ ଗ୍ୟାସ୍‌ ସିଲିଣ୍ଡର ଲିକ୍‌ ହୋଇ...

ମହଙ୍ଗା ପଡ଼ିଲା ଦୁର୍ବ୍ୟବହାର, ଅମିନଙ୍କୁ ନିଲମ୍ବନ କଲେ ଜିଲାପାଳ

ରେଢ଼ାଖୋଲ,୧୬ା୧୧(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ରେଢ଼ାଖୋଲ ଜୋନ୍‌-୨ର ଜିଲାପରିଷଦ ସଭ୍ୟ ଶରତ କୁମାର ପ୍ରଧାନଙ୍କୁ ତହସିଲଦାର ଦେବାଶିଷ ପାତ୍ର ଓ ଅମିନ କୁଳମଣି ନାଏକ ଦୁର୍ବ୍ୟବହାର...

ଚାକିରିରୁ ବିଦା ହେଲେ ୮ କର୍ମଚାରୀ, ୨୦ ନିଲମ୍ବିତ

ଭୁବନେଶ୍ୱର,୧୬।୧୧: ଅବକାରୀ ବିଭାଗ ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତ ଥିବା ବିଭାଗୀୟ ୮ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କୃତ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri