ରାଜ୍ୟରେ ସୁସ୍ଥ ହେଲେ ୧୪୨୨ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ ରହିଛନ୍ତି…

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ୨୭ ଜିଲାରୁ ୧୪୨୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୩୭,୯୦୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି। ଏଥିମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୨୫୫ଜଣ ସୁସ୍ଥ ହୋଇଛନ୍ତି।

Share