ଝଡବର୍ଷା, ବଜ୍ରପାତ ନେଇ ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟରେ ଝଡବର୍ଷା ଓ ବଜ୍ରପାତ ନେଇ ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହି ଜିଲାଗୁଡିକ ହେଉଛି କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, ଜଗତ୍‌ସିଂହପୁର, ପୁରୀ, ନୟାଗଡ ଏବଂ କନ୍ଧମାଳ ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share