ଚାନ୍ଦବାଲିରେ ମଇଁଶିକୁ ଝାମ୍ପିନେଲା ୧୫ଫୁଟ ଲମ୍ବର କୁମ୍ଭୀର

ଚାନ୍ଦବାଲି, ୨୮ା୧୦(ଅଶୋକ କୁମାର ପଣ୍ଡା): ଭଦ୍ରକ ଜିଲା ଆରଡ଼ି ସାଳନ୍ଦୀ ନଦୀ ପଠାରୁ ମଇଁଶିକୁ ଝାମ୍ପିନେଲା କୁମ୍ଭୀର। ଆରଡି ନିକଟସ୍ଥ ଶୀତଳପୁର ଗାଁ ଦେଇ ପ୍ରବାହିତ ହେଉଥିବା ସାଳନ୍ଦୀ ନଦୀ ପଠାରେ ମଇଁଷୀ ଟି ପାଣି ପିଉଥିବା ବେଳେ ଝାମ୍ପିନେଲା ହିଂସ୍ର କୁମ୍ଭୀର। କୁମ୍ଭୀରଟି ପାଖାପାଖି ୧୫ଫୁଟ ଲମ୍ବର ହୋଇଥିବା ଅନୁମାନ କରାଯାଉଛି।

କୁମ୍ଭୀର ନଦୀକୂଳ ଦେଇ ଘୂରି ବୁଲୁଥିବାରୁ ଗାଁରେ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିକି ନଦୀକୂଳିଆ ଲୋକ ଭୟରେ ନଦୀକୂଳକୁ ଜଗି ରହିଛନ୍ତି। ପ୍ରତିଦିନ ନଦୀବନ୍ଧ ଦେଇ ଶତାଧିକ କୋମଳମତି ପିଲାମାନେ ଗାଁ ପ୍ରାଥମିକ ସ୍କୁଲକୁ ଯାଉଥିବା ବେଳେ ଗାଁର ବସବାସ କରୁଥିବା ଲୋକ ଦୈନ୍ଦିନ ନିତ୍ୟ ବ୍ୟବହାର ଜିନିଷ ପାଇଁ ଯାତାୟତ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାୟୀ ନିଯୁକ୍ତି ଦାବିରେ ଧାରଣା ଦେଲେ ପାରାମେଡିକାଲ ଷ୍ଟାଫ୍

ନୂଆଦିଲ୍ଲୀ,୨୮ା୧୦: ପୁଣି ଲୋୟର ପିଏମଜିରେ ଗର୍ଜିଛନ୍ତି ଚୁକ୍ତିଭିତ୍ତିକ ପାରାମେଡିକାଲ ଷ୍ଟାଫ୍। ସ୍ଥାୟୀ ନିଯୁକ୍ତି ସହିତ ବିଭିନ୍ନ ଦାବି ପୁରଣ ପାଇଁ ସୋମବାର ଧାରଣା ଦେଇଛନ୍ତି ଶହଶହ...

ଭିଡ଼ ଭିତରେ ନୂଆ ବିଡ଼ିଓ, ସ୍ବାଗତ କଲେ ଶହ ଶହ ଲୋକ

ଦାରିଙ୍ଗବାଡି,୨୮।୧୦(ଅରୁଣ ସାହୁ): ଦାରିଙ୍ଗବାଡିରେ ନୂଆ ବିଡ଼ିଓ ପ୍ରୀତିରଞ୍ଜନ ରଥ କାର୍ଯ୍ୟରେ ଯୋଗଦେବା ପରେ ତାଙ୍କୁ ଭେଟିବାକୁ ଲୋକଙ୍କ ବ୍ଲକ କାର୍ଯ୍ୟାଳୟରେ ଭିଡ଼ ଦେଖିବାକୁ ମିଳିଛି। କଂଗ୍ରେସର...

ଅଲୋଡ଼ା ହେଲା ଶିଶୁକନ୍ୟା: ପୋଖରୀ କୂଳରେ ବ୍ୟାଗ୍‌ ଭିତରେ ପୂରାଇ ଛାଡ଼ି ଚାଲିଗଲେ…

ପାଟଣା,୨୮ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରୀ ଶିଶୁ ବିଦ୍ୟାମନ୍ଦିର ପଛ ପଟରେ ଥିବା ଏକ ପୋଖରୀ କୂଳରେ ବ୍ୟାଗ୍‌ ଭିତରୁ ସୋମବାର ସକାଳୁ...

ଆଇନ ମନ୍ତ୍ରୀ ଦେଲେ ବଡ଼ ସୂଚନା: ସରକାର ଆଣିବେ ଏକ ନୂଆ ଯୋଜନା, ଏଥିରେ ରହିଛି…

ଭୁବନେଶ୍ୱର,୨୮ା୧୦: ମଠ ମନ୍ଦିର ସୁରକ୍ଷା ପାଇଁ ଏଣିକି ସରକାର ଏକ ନୂଆ ଯୋଜନା ଆଣିବାକୁ ଯାଉଛନ୍ତି। ଏହି ଯୋଜନାର ନାଁ ‘ଦେବାଳୟ ଯୋଜନା’। ନୂଆ ଯୋଜନା...

ମଦ ବିରୋଧରେ ଅଣ୍ଟାଭିଡ଼ିଲେ ୬ ଗାଁର ମହିଳା

ଅମରପାଲି,୨୮ା୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଅଞ୍ଚଳରେ ଅବାଧରେ ଦେଶୀ ବିଦେଶୀ ମଦ ବିକ୍ରି ଚାଲିଛି। ବାରମ୍ବାର ଅଭିଯୋଗ କଲେ ମଧ୍ୟ ଅବକାରୀ...

ଆସନ୍ତାକାଲି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ, ନୂଆ କାର୍ଡରେ ସୁବିଧା ପାଇବେ…

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮ା୧୦: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ...

ଶପଥ ନେଲେ ଦାରିଙ୍ଗବାଡି ଥାନା ପୋଲିସ: ଦୁର୍ନୀତି କରିବାନି କି ହେବାକୁ ଦେବାନି

ଦାରିଙ୍ଗବାଡି, ୨୮।୧୦(ଅରୁଣ ସାହୁ ): ରାଜ୍ୟରେ ଚାଲିଛି ଦୁର୍ନୀତି ନିବାରଣ ସଚେତନ କାର୍ଯ୍ୟକ୍ରମ। ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ଏ ନେଇ ସଚେତନ କରାଯାଉଛି। ଏହି କ୍ରମରେ...

ପ୍ରତି ରାତିରେ ଭିଣୋଇ ସାଜୁଥିଲେ ସଇତାନ: ଶାଳୀଙ୍କୁ ନିଶା ଦେଇ କରୁଥିଲେ ବଳାତ୍କାର ପରେ…

ଭୁବନେଶ୍ୱର,୨୮।୧୦: ପ୍ରତି ରାତିରେ ଭିଣୋଇ ସାଜୁଥିଲା ନର ରାକ୍ଷାସ। ରାତିରେ ଜାଗ୍ରତ ହେଉଥିଲା ତାଙ୍କର ସଇତାନ ପ୍ରକୃତି। ଶାଳୀଙ୍କ ବିସ୍ବାସରେ ଦେଇ ଚାଲିଥିଲା ବିଷ ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri