ଭୁଲ୍‌ରେ ମଧ୍ୟ ଏହିସବୁ ରୋଗୀ ଖାଆନ୍ତୁ ନାହିଁ ତରଭୁଜ

ଖରାଦିନେ ତରଭୁଜ ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରିଥା’ନ୍ତି। ଏଥିରେ ଭରପୂର ମାତ୍ରାରେ ଭିଟାମିନ୍‌, ମିନେରାଲ୍‌ସ ଏବଂ ଆଣ୍ଟିଅକ୍ସିଡାଣ୍ଟ ରହିଥାଏ। ଗବେଷକଙ୍କ କହିବାନୁଯାୟୀ ଜଣେ ବ୍ୟକ୍ତି ଗୋଟିଏ ଦିନରେ ୩୦୦ ଗ୍ରାମ ତରଭୁଜ ଖାଇବା ଉଚିତ। ଏହା ସ୍ବାସ୍ଥ୍ୟ ଉପଯୋଗୀ ମଧ୍ୟ ହୋଇଥାଏ। ତେବେ ଏପରି କିଛି ବ୍ୟକ୍ତି ଅଛନ୍ତି, ତରଭୁଜ ଯେଉଁମାନଙ୍କ ସ୍ବାସ୍ଥ୍ୟ ପାଇଁ ହାନିକାରକ ହୋଇଥାଏ। ଜାଣନ୍ତୁ ସେ ସମ୍ପର୍କରେ…

ମଧୁମେହ ରୋଗୀ: ଏଥିରେ ପ୍ରଚୁର ପରିମାଣରେ ନାଚୁରାଲ ସୁଗାର ରହିଥିବାରୁ ମଧୁମେହ ରୋଗୀଙ୍କ ପାଇଁ ହାନିକାରକ ହୋଇଥାଏ।

ବୃକକ୍‌ ରୋଗୀ: ବୃକକ୍‌ ସମ୍ବନ୍ଧୀୟ ସମସ୍ୟା ଥିବା ବ୍ୟକ୍ତିଙ୍କୁ ତରଭୁଜ ଖାଇବା ବାରଣ କରାଯାଏ। କାରଣ ତରଭୁଜରୁ ମିଳୁଥିବା ମିନେରାଲ୍‌ସ ବୃକକ୍‌ ରୋଗୀଙ୍କ ପାଇଁ କ୍ଷତିକାରକ।

ଶ୍ୱାସରୋଗୀ: ଏହି ରୋଗୀଙ୍କୁ ଥଣ୍ଡା ଜିନିଷଠାରୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଥାଏ। ତେଣୁ ତରଭୁଜରେ ପ୍ରଚୁର ମାତ୍ରାରେ ଜଳୀୟାଂଶ ରହିଥିବାରୁ ଶ୍ୱାସରୋଗୀ ଏହାକୁ ଆଦୌ ଖାଇବା ଉଚିତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଓଜନ କମାଇବାର ଘରୋଇ ଉପାୟ…

ଫିଟ୍‌ ଆଣ୍ଡ ଫାଇନ୍‌ ରହିବାକୁ ହେଲେ ଶରୀରର ଓଜନକୁ ନିୟନ୍ତ୍ରଣରେ ରଖିବା ନିହାତି ଜରୁରୀ। ସେଥିପାଇଁ କିଏ କେତେ ଉପାୟ ଆପଣାଇଥାନ୍ତି। କିଛି ଲୋକ ଓଜନ...

ଘରେ ଝାଡ଼ୁକୁ ରଖୁଛନ୍ତି କି ଏମିତି ତେବେ ନିହାତି ଜାଣନ୍ତୁ…

ଝାଡ଼ୁ ଦ୍ବାରା ଘରକୁ କେବଳ ସଫା କରାଯାଏନି, ଐଶ୍ୱର୍ଯ୍ୟ ବୃଦ୍ଧିରେ ମଧ୍ୟ ଏହା ବେଶ୍‌ ସହାୟକ ହୋଇଥାଏ। ଜ୍ୟୋତିଷଶାସ୍ତ୍ର ଅନୁଯାୟୀ, ଘରେ ଝାଡ଼ୁକୁ କିପରି ବ୍ୟବହାର...

୨୦୨୫ରେ ଏହି ୩ ରାଶି ବ୍ୟକ୍ତିଙ୍କର ଚମକିବ ଭାଗ୍ୟ

ନୂତନ ବର୍ଷ ୨୦୨୫ ଆରମ୍ଭ ହେବାକୁ ଯାଉଛି। ଏହି ବର୍ଷ କିଛି ରାଶିର ବ୍ୟକ୍ତିଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ହେବାକୁ ଯାଉଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ,...

ଶୀତଦିନେ ସୁସ୍ଥ ରହିବାକୁ ଚାହୁଁଥିଲେ ଖାଆନ୍ତୁ ଏସବୁ…

ସାଧାରଣତଃ ଶୀତଦିନେ ପାଳଙ୍ଗ ଶାଗ, ମେଥିଶାଗ, ସୋରିଷ ଶାଗ ଓ ମୂଳା ଶାଗ ଅଧିକ ପରିମାଣରେ ମିଳିଥାଏ। ଏଥିରେ ଭିଟାମିନ୍‌-ଏ, ଭିଟାମିନ୍‌ ‘ସି’, ଭିଟାମିନ୍‌ ‘ଇ’,...

ଡାଇବେଟିସ୍‌ ସମସ୍ୟା ଥିଲେ…

ଯଦି ଆପଣ ଡାଇବେଟିସ୍‌ରେ ଆକ୍ରାନ୍ତ ତେବେ ପ୍ରଥମ କଥା ହେଲା ନିୟମିତ ସମୟ ଅନ୍ତରାଳରେ ରକ୍ତରେ ସୁଗାର ପରିମାଣ କେତେ ରହୁଛି ତାହା ମାପି ନିଅନ୍ତୁ।...

ଦୂର ସାଗରର ଝଡ଼

ଜଳର ବଳ: ବାୟୁରେ ଅସଂଖ୍ୟ ଜଳୀୟବାଷ୍ପ କଣିକା ଅଦୃଶ୍ୟ ରୂପେ ଥାଏ। ଶୀତଳବାୟୁର ଜଳୀୟବାଷ୍ପ ଧାରଣ କ୍ଷମତା ସୀମିତ ଥିଲାବେଳେ ଖରାଦିନର ଗରମ ବାୟୁ ଯଥେଷ୍ଟ...

ଭାରତୀୟ ଅନ୍ତରୀକ୍ଷ କେନ୍ଦ୍ର

ପୃଥିବୀ କକ୍ଷରେ ରହି ଏହାକୁ ପରିକ୍ରମଣ କରୁଥିବା ଏକ କୃତ୍ରିମ ସଂରଚନା ହେଉଛି ଅନ୍ତରୀକ୍ଷ କେନ୍ଦ୍ର। ଏଥିରେ ଅନେକ ଦିନ ପର୍ଯ୍ୟନ୍ତ ରହି ମହାକାଶଚାରୀମାନେ ଗବେଷଣା...

ସେଲିବ୍ରିଟିମାନେ ପିଉଥିବା ବ୍ଲାକ ଓ୍ବାଟରର ଉପକାରିତା କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୬।୧୧: ଆମେ ସମସ୍ତେ କଳା ଜଳ ବା ବ୍ଲାକ ଓ୍ବାଟରର ନାମ ଅର୍ଥାତ୍‌ କ୍ଷାରୀୟ ଜଳର ନାମ ଶୁଣିଛୁ । ଆପଣ ପ୍ରାୟ ପ୍ରତ୍ୟେକ ସେଲିବ୍ରିଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri