କ୍ୟାବିନେଟ୍‌ ବୈଠକରେ ୧୬ ପ୍ରସ୍ତାବ ଅନୁମୋଦନ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକ ଇତିମଧ୍ୟରେ ଶେଷ ହୋଇଛି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମନ୍ତ୍ରୀମାନେ ଯୋଗ ଦେଇଥିଲେ। ଉକ୍ତ ବୈଠକରେ ୧୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଅର୍ଥ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସାଧାରଣ ପ୍ରଶାସନ, ଗୃହ ଓ ଅବକାରୀ ବିଭାଗ, ପଞ୍ଚାୟତିରାଜ, ଶ୍ରମ ବିଭାଗର ପ୍ରସ୍ତାବକୁ ଅନୁମୋଦନ ମିଳିଛି।

Share