ଧାମନଗର ଏନଏସିରୁ ହଟିଲା ୧୬୩ କଟକଣା

ଭଦ୍ରକ,୯।୧୦: ଧାମନଗର ଏନଏସିରୁ ହଟିଲା ୧୬୩ କଟକଣା। ଧୋବଲ ସହ ଆଖପାଖ ଅଞ୍ଚଳରୁ ମଧ୍ୟ ୧୬୩ ଧାରା ହଟିଛି। ଆଜି ଠାରୁ କଟକଣା ହଟିବା ନେଇ ଉପଜିଲାପାଳ ସୂଚନା ଦେଇଛନ୍ତି। ଗତ ମାସ ୨୭ ତାରିଖରୁ ଜାରି ରହିଥିଲା ୧୬୩ ଧାରା। ସୂଚନାଯୋଗ୍ୟ, ଭଦ୍ରକ ଜିଲା ଧାମନଗର ଗୋଷ୍ଠୀ ସଂଘର୍ଷ ଘଟଣାରେ ୧୬୩ ଲାଗୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ

ଭୁବନେଶ୍ୱର,୧୦।୧୦: ଆଜିଠୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ। ସକାଳ ୬ଟାରୁ ଦିନ ଗୋଟାଏ ଯାଏ ପ୍ରବେଶ ଅନୁମତି ରହିଛି। ଯଶିପୁର କାଳିଆଣି ଗେଟ ଦେଇ...

ବିଜେଡିରୁ ଇସ୍ତଫା ଦେଲେ ପ୍ରକାଶ ବେହେରା

ଭୁବନେଶ୍ୱର,୧୦ା୧୦: ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି ପ୍ରକାଶ ବେହେରା। ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରକାଶ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି। ଗତ ନିର୍ବାଚନ...

ବିଜେଡିର ସଭ୍ୟ ସଂଗ୍ରହ କାର୍ଯ୍ୟକ୍ରମରେ ଯୋଗ ଦେଲେନି ଅମର, ପ୍ରତିକ୍ରିୟାରେ କହୁକହୁ କହିଦେଲେ…

ଯାଜପୁର,୧୦ା୧୦: ଯାଜପୁର ବିଜେଡି ସଭ୍ୟ ସଂଗ୍ରହ କାର୍ଯ୍ୟକ୍ରମରେ ଅମର ଶତପଥୀ ଯୋଗ ନ ଦେବାକୁ ନେଇ ରାଜ୍ୟ ରାଜନୀତି ଚର୍ଚ୍ଚା ଜୋର୍‌ ଧରିଛି। ଅମର କାହିଁକି...

ବୁର୍ଲା କନଷ୍ଟେବଳଙ୍କ ଆକ୍ରମଣକାରୀଙ୍କୁ ପୋଲିସର ଏନ୍‌କାଉଣ୍ଟର, ଜଙ୍ଗଲରେ ଲୁଚିଥିବାବେଳେ…

ସମ୍ବଲପୁର,୧୦ା୧୦(ପ୍ରମୋଦ ବହିଦାର): ପୋଲିସ କନଷ୍ଟେବଳଙ୍କୁ ଆକ୍ରମଣ କରି ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତ କମଲୁ ପ୍ରଧାନ ପୋଲିସ ଏନ୍‌କାଉଣ୍ଟରେ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଗୁରୁବାର...

ଟାଟା ଷ୍ଟିଲ ଯୋଡାରେ ରତନ ଟାଟାଙ୍କୁ ଶ୍ରଦ୍ଧାଞ୍ଜଳି

କେନ୍ଦୁଝର,୧୦।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଭାରତର ଅନ୍ୟତମ ସମ୍ମାନଜନକ ଶିଳ୍ପପତି ରତନ ଟାଟାଙ୍କୁ ସମ୍ମାନ ଜଣାଇ ଗୁରୁବାର ଟାଟା ଷ୍ଟିଲ ଯୋଡା ପକ୍ଷରୁ ଏକ...

ବାଲିମାଫିଆଙ୍କ କବ୍‌ଜାରେ ଋଷିକୂଲ୍ୟା, ଦିନ ଦ୍ୱିପ୍ରହରରେ ଜେସିବି ଲଗାଇ…

ପୁରୁଷୋତ୍ତମପୁର,୧୦ା୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପୁଣି ବାଲିମାଫିଆମାନେ ସକ୍ରିୟ ହୋଇଉଠିଛନ୍ତି। ବିନା ଦ୍ୱିଧାରେ ଋଷିକୂଲ୍ୟା ନଦୀର ବିଭିନ୍ନ ସ୍ଥାନରୁ ବାଲି ଚୋରାଇ ନେବାରେ...

ମାଗଣା ମେଡିସିନ ଦେବାକୁ ଲାଞ୍ଚ ନେଉଥିଲେ ଏସ୍‌ସିବି ଡାଟା ଏଣ୍ଟ୍ରି ଅପରେଟର, ଧରିଲା ଭିଜିଲାନ୍ସ

କଟକ,୧୦ା୧୦(କାର୍ତ୍ତିକ ସାହୁ): କଟକ ଏସ୍‌ସିବି ମେଡିକାଲର ଡାଟାଏଣ୍ଟ୍ରି ଅପରେଟର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ୨...

ଦଶହରା ପାଇଁ ଦାରିଙ୍ଗବାଡ଼ି-ସିମନବାଡ଼ି ଉତ୍ସବମୁଖର, ଆରମ୍ଭ ହେଲା ମା’ଙ୍କ ଅଷ୍ଟମୀ ପୂଜା

ଦାରିଙ୍ଗବାଡ଼ି,୧୦ା୧୦(ଅରୁଣ ସାହୁ): ଆସିଲା ପାର୍ବଣ ଋତୁ। ଏବେ ଚାରିଆଡ଼େ ଶାରଦୀୟ ପୂଜା ପାଇଁ ଉତ୍ସବମୁଖର ହୋଇପଡ଼ିଥିବା ବେଳେ ଏଥିରୁ ବାଦ୍‌ ପଡ଼ିନାହିଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri