Categories: ଜାତୀୟ

ପୂର୍ବାହ୍ନ ୧୧ଟା ସୁଦ୍ଧା ୧୭.୯ % ମତଦାନ

ଶିମଲା,୧୨।୧୧: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଚାଲିଛି ମତଦାନ। ଏହି ପ୍ରକ୍ରିୟା ସନ୍ଧ୍ୟା ୫ଟା ଯାଏ ଚାଲିବ। ତେବେ ପୂର୍ବାହ୍ନ ୧୧ ଟା ସୁଦ୍ଧା ୧୭.୯ ପ୍ରତିଶତ ମତଦାନ ହୋଇଛି। ଏହି ପରିପ୍ରେକ୍ଷୀରେ ଭାଜପା ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି.ନଡ୍ଡା ନିଜ ମତ ସାବ୍ୟସ୍ତ କରିଛନ୍ତି।

ଗୋଟିଏ ପର୍ଯ୍ୟାୟରେ ୬୮ ଆସନ ପାଇଁ ମତଦାନ ହେଉଛି। ଡିମେମ୍ବର ୮ରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବ।

Share