Categories: Video

17 test COVID positive in Jajpur । ଯାଜପୁରରୁ ଗୋଟିଏ ଦିନରେ ୧୭ ଆକ୍ରାନ୍ତ

With 17 more people testing positive for COVID-19 in Odisha Thursday, total number of infections in the state jumped to 142, official data suggested. According to Information and Public Relations Department, all the 17 patients detected Thursday belong to Jajpur district. With this, COVID-19 positive cases in the district shot up to 36.

ରାଜ୍ୟରେ ପୁଣି ୧୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲାର ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୨ରେ ପହଞ୍ଚିଛି। ତେବେ ସକାଳେ ୩ଜଣ କରୋନା ପଜିଟିଭ୍‌ ବ୍ୟକ୍ତି ଚିହ୍ନଟ ହୋଇଥିଲେ। ଏଣୁ ଏବେ ଯାଜପୁର ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬ରେ ପହଞ୍ଚିଛି।