ଭୁବନେଶ୍ୱରରେ ୬ ମାସରେ ୧୮ ଫ୍ଲାଟରୁ ଚୋରି

ଭୁବନେଶ୍ୱର,୧୭।୩: ଚୋରି , ଛିନ୍‌ତାଇ, ଲୁଟ୍‌ ଏହା ନିତିଦିଦିଆ ଘଟଣାରେ ପରିଣତ ହୋଇଛି। ଭୁବନେଶ୍ୱରରେ ଦିନ ଦ୍ୱିପହରରେ ଲୁଟ୍‌ ହେଉଛି। ୬ ମାସରେ ଭୁବନେଶ୍ବରର ୧୮ଟି ଫ୍ଲାଟରୁ ଚୋରି ହୋଇଛି। ଗୃହରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଲିଖିତ ଉତ୍ତର ରଖିଛନ୍ତି। ୧୮ଟି ଫ୍ଲାଟରୁ ୩୮ ଲକ୍ଷ ୪୪ ହଜାର ଟଙ୍କା ଚୋରି ହୋଇଛି। ଆବାସିକ ଘରୁ ୪୦୩ଟି ଚୋରି, ୧,୮୨,୭,୯୪୨ ଟଙ୍କା ଚୋରି ହୋଇଛି। ୭୯ ଲକ୍ଷ ୩୫ ହଜାର ଟଙ୍କା ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକବାସୀଙ୍କ ପାଇଁ ଖୁସି ଖବର: ଭୁବନେଶ୍ୱରରୁ ତ୍ରିସୁଲିଆ ପର୍ଯ୍ୟନ୍ତ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ବିସ୍ତାର କରାଯିବ

ଭୁବନେଶ୍ୱର,୧୮।୩: ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଏକ ଗୁରୁତ୍ୱପୂର୍ଣ୍ଣ ସମ୍ପ୍ରସାରଣ କରିବାକୁ ଯାଉଛି। ଓଡ଼ିଶା ସରକାର ଭୁବନେଶ୍ୱରରୁ ତ୍ରିସୁଲିଆ ପର୍ଯ୍ୟନ୍ତ ପ୍ରସ୍ତାବିତ ଟ୍ରେନ୍...

ବନ ବିଭାଗର ବଡ଼ ପଦକ୍ଷେପ: ଜଙ୍ଗଲ ନିଆଁ ରୋକିବ…

ଭୁବନେଶ୍ୱର,୧୮।୩: ଚିନ୍ତା ବଢାଉଛି ଜଙ୍ଗଲ ନିଆଁ। ଏହାକୁ ରୋକିବା ପାଇଁ ବନ ବିଭାଗ ପକ୍ଷରୁ ପ୍ରୟାସ କରାଯାଉଛି। ହେଲେ ବଭିନ୍ନ ସ୍ଥାନରେ ଜଙ୍ଗଲ ନିଆଁ ଭୟଙ୍କର...

ଖୋଲିବ ହତ୍ୟା ଘଟଣାର ଗୁମର! ନବ ଦାସଙ୍କ ଘରେ ପହଞ୍ଚିଲା କ୍ରାଇମବ୍ରାଞ୍ଚ ଟିମ

ଭୁବନେଶ୍ୱର, ୧୮।୩: ନବ ଦାସ ହତ୍ୟା ମାମଲାରେ ମଙ୍ଗଳବାର ୨ ଜଣିଆ କ୍ରାଇମବ୍ରାଞ୍ଚ ଟିମ ଝାରସୁଗୁଡ଼ାସ୍ଥିତ ଘରେ ପହଞ୍ଚିଛନ୍ତି। ବୟାନ ରେକର୍ଡ ପାଇଁ କ୍ରାଇମବ୍ରାଞ୍ଚ ଟିମ...

ସରକାରଙ୍କ କୃଷିନୀତିରେ ଚାଷୀ ହେବେ ସର୍ବସ୍ବାନ୍ତ

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): କୃଷକମାନଙ୍କୁ ଉତ୍ପାଦିତ ଫସଲର ଉଚିତ ମୂଲ୍ୟ ମିଳୁ ନାହିଁ । ଏହି କାରଣରୁ କୃଷକମାନେ ଋଣଗ୍ରସ୍ତ ହେଉଛନ୍ତି। ବ୍ୟାଙ୍କ ଏବଂ ସାହୁକାରଙ୍କଠାରୁ ଋଣ...

ପଞ୍ଚଭୂତରେ ବିଲୀନ ହେଲେ ଦେବେନ୍ଦ୍ର: ପୁଅ ଦେଲେ ମୁଖାଗ୍ନି

ପୁରୀ,୧୮।୩: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ମଙ୍ଗଳବାର ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ...

ଦେବେନ୍ଦ୍ରଙ୍କ ଶେଷକୃତ୍ୟରେ ସାମିଲ ହେଲେ ବାବା ରାମଦେବ

ପୁରୀ,୧୮।୩: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର ଭୁବନେଶ୍ବରରୁ ଆସି ପୁରୀରେ ପହଞ୍ଚିଛି। ଆଉ କିଛି...

ଦୁର୍ଘଟଣାରେ ବାପ ପୁଅଙ୍କ ଜୀବନଗଲା

ବାଙ୍ଗିରିପୋଷି, ୧୮ା୩(ସଞ୍ଜୟ କୁମାର ଅଗ୍ରୱାଲା): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଦେଇଯାଇଥିବା ୪୯ନଂ. ଜାତୀୟ ରାଜପଥର ଦ୍ୱାରଶୁଣୀ ଘାଟିରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଅଜଣା...

୨ଦିନିଆ ବ୍ୟାଙ୍କ୍‌ ଧର୍ମଘଟ ଡାକରା: ଏହି ୪ଦିନ ବ୍ୟାଙ୍କ ସେବାରୁ ବଞ୍ଚିତ ହେବେ ଲୋକେ

ଭୁବନେଶ୍ୱର,୧୮ା୩: ୯ଦଫା ଦାବି ନେଇ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ୍ସ (ୟୁଏଫ୍‌ବିୟୁ) ପକ୍ଷରୁ ୨ଦିନିଆ ବ୍ୟାଙ୍କ୍‌ ଧର୍ମଘଟ ଡାକରା ଦିଆଯାଇଛି। ଆସନ୍ତା ୨୩ ତାରିଖ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image