ଅଙ୍ଗ ଦାନ କରି ଦୁଇ ଜୀବନ ବଞ୍ଚାଇଲେ କେନ୍ଦ୍ରାପଡ଼ାର ୧୮ ବର୍ଷୀୟ ଯୁବକ

ଭୁବନେଶ୍ୱର,୧ା୩: ମସ୍ତିଷ୍କ ଟ୍ୟୁମରରେ ପୀଡିତ ଜଣେ ୧୮ ବର୍ଷୀୟ ଯୁବକ ଦୁଇ ଜଣଙ୍କୁ ନିଜର ଅଙ୍ଗ ଦାନ କରି ସେମାନଙ୍କୁ ନୂଆ ଜୀବନ ଦେଇଛନ୍ତି। କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ରମେଶ ଦାସଙ୍କ ପୁଅ ଓମ ଶିବୁ କଟକସ୍ଥିତ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲ (ଏସବିବିଏମଏଚ) ରେ ଚିକିତ୍ସିତ ହେଉଥିଲେ। ଜାନୁଆରୀ ୧୫ରେ ସେ ମସ୍ତିଷ୍କ ଟ୍ୟୁମରରେ ପୀଡିତ ଥିବା ଜଣାପଡିଥିଲା।

ପରିବାର ସଦସ୍ୟଙ୍କ କହିବା ଅନୁଯାୟୀ ଗୁରୁବାର ଡାକ୍ତର ଶିବୁଙ୍କୁ ମୃତ ଘୋଷଣା କରିଥିଲେ। ଏହା ପରେ ଶୋକସନ୍ତପ୍ତ ପରିବାର ସଦସ୍ୟ ଶିବୁଙ୍କ କିଡନୀ ଦାନ କରିବାକୁ ନିଷ୍ପତ୍ତି ନେଇଥିଲେ। ଡାକ୍ତରୀ କର୍ତ୍ତୃପକ୍ଷଙ୍କୁ ସେମାନେ ନିଜର ଇଚ୍ଛା ପ୍ରକାଶ କରିବାବେଳେ କିଡନୀ ସଂରକ୍ଷଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିଲା।

ସୂତ୍ରରୁ ପ୍ରକାଶ ଯେ ଉଦ୍ଧାର ହୋଇଥିବା ଦୁଇଟି କିଡନୀ ମଧ୍ୟରୁ ଗୋଟିଏ ଏସସିବିଏମଏଚରେ ଜଣେ ରୋଗୀକୁ ସ୍ଥାନାନ୍ତରିତ ହେବ ଏବଂ ଦ୍ୱିତୀୟଟି ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାକୁ ଯାଇଛି।

ପରିବାର ସଦସ୍ୟ ଯେଉଁମାନେ ନିଜର ପୁଅକୁ ହରାଇଛନ୍ତି ସେମାନେ କହିଛନ୍ତି ଯେ ଏହା ସେମାନଙ୍କୁ ଅତ୍ୟଧିକ ସନ୍ତୋଷ ପ୍ରଦାନ କରେ ଯେ ସେମାନଙ୍କ ପୁଅ ଅନ୍ୟ ଦୁଇ ଜଣଙ୍କ ମଧ୍ୟରେ ରହିବେ।

“ମୋ ପୁଅ ବହୁତ ଭଲ ପାଠ ପଢୁଥିଲା। ସେ ଜଣେ ଆଇଆଇଟିରେ ପଢିବାକୁ ଇଚ୍ଛା କରୁଥିଲା। ମୁଁ ମୋ ପୁଅର ଅଙ୍ଗ ଦାନ କରିଛି ଯାହା ଦ୍ୱାରା ଦୁଇ ଜଣ ଜୀବିତ ରହିପାରିବେ ବୋଲି ବାପା ରମେଶ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ ନନ୍ଦନକାନନ ଏକ୍ସପ୍ରେସ ଉପରକୁ ଗୁଳିମାଡ଼

ଭଦ୍ରକ,୫।୧୧: ଭଦ୍ରକ-ବାଉଦପୁର ସେକ୍ସନ ଟ୍ରେନ୍‌ ଲାଇନ୍‌ ମଝିରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ନନ୍ଦନକାନନ ଏକ୍ସପ୍ରେସ ଟ୍ରେନ୍‌ ଉପରକୁ କେତେକ ଦୁର୍ବୃତ୍ତ ଟ୍ରେନ ଉପରକୁ ୨...

କାର-ସ୍କୁଟି ମୁହାଁମୁହିଁ ଧକ୍କା: ଚାଲିଗଲା ଜଣଙ୍କ ଜୀବନ

ଭୋଗରାଇ,୫।୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଜଳେଶର-ଚନ୍ଦନେଶର ୫୭ ନମ୍ବର ରାଜ୍ୟ ରାଜପଥ କମର୍ଦ୍ଦା ଥାନା ଛଣପୋଖରୀଠାରେ ଆଜି ସ୍କୁଟି, କାର ମୁହାଁମୁହିଁ ଧକ୍କା ହେଇଛି। ଘଟଣାସ୍ଥଳରେ...

ଉଦୟପୁର ବେଳାଭୂମିରେ ଲାଗିଲା ଏଭଳି ଯନ୍ତ୍ର, ଦେଖିଲେ…

ଭୋଗରାଇ,୫ ।୧୧ ( ପ୍ରଦୀପ ଦାସ ): ଓଡ଼ିଶା ସୀମାନ୍ତ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଉଦୟପୁର ସମୁଦ୍ରକୂଳରେ ସୋମବାର ଜାହାଜର ଦିଗ ନିର୍ଣ୍ଣୟ ଯନ୍ତ୍ର(...

ନୂତନ ଡେଲି ମାର୍କେଟର ଶିଳାନ୍ୟାସ: ଉପକୃତ ହେବେ ୫ ଶହରୁ ଅଧିକ ବ୍ୟବସାୟୀ

ଭବାନୀପାଟଣା,୪ା୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକା ପକ୍ଷରୁ ସୋମବାର ସ୍ଥାନୀୟ ୨୦ ନଂ ୱାର୍ଡରେ ନୂତନ ଡେଲି (ଦୈନିକ) ମାର୍କେଟର ଶିଳାନ୍ୟାସ କରାଯାଇଛି। ଏଥିପାଇଁ...

ଓଡ଼ିଶା ବନ ଓ ପରିବେଶ ବିଭାଗ ଅବସରପ୍ରାପ୍ତ କର୍ମଚାରୀ ସଂଘର ବୈଠକ ୩ ସ୍ବର୍ଣ୍ଣ ପଦକ ହାସଲକାରୀ ସମ୍ମାନିତ

ଭବାନୀପାଟଣା,୫।୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଅମଲା ଭବନଠାରେ ରବିବାର ଓଡିଶା ବନ ଓ ପରିବେଶ ବିଭାଗ ଅବସରପ୍ରାପ୍ତ କର୍ମଚାରୀ ସଂଘ ବୈଠକ ଅନୁଷ୍ଠିତ ହୋଇଯାଇଛି।...

ବହୁତ ହୋଇଗଲା ଏଥର ଛାଡ଼ିବାନି: କାହିଁକି ଏମିତି କହିଲେ ପୁରୀ ଗଜପତି ମହାରାଜା

ପୁରୀ,୫।୧୧:ଆସନ୍ତା ୯ରେ ଆମେରିକାର ହ୍ୟୁଷ୍ଟନରେ ରଥଯାତ୍ରା ଆୟୋଜନ ହେଉଛି। ଏହାକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ଅଦିନିଆ ରଥଯାତ୍ରାକୁ ନେଇ ଗଜପତି ମହାରାଜା ଦିବ୍ୟସିଂହ ଦେବ...

କୂଅରେ ପଡ଼ିଥିଲା ହାତୀ: ମାଈ ହାତୀକୁ ଘଉଡାଇ ଉଦ୍ଧାର କଲା ବନ ବିଭଗ

ଦେବଗଡ,୫।୧୧(ଶଶାଙ୍କ ଶେଖର ଝାଙ୍କର): କୂଅରେ ପଡ଼ିଥିବା ହାତୀ ଶାବକକୁ ସୁରକ୍ଷିତ ଉଦ୍ଧାର କରିବାରେ ସଫଳ ହେଲା ବନ ବିଭଗ। ଦେବଗଡ଼ ବନଖଣ୍ଡ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ...

ମାତିଛନ୍ତି ସାଇବର ଲୁଟେରା: ପରୀକ୍ଷାରେ ପାସ କରାଇବା ପାଇଁ ଅଭିଭାବକଙ୍କୁ ଆସୁଛି ମିଥ୍ୟା କଲ୍‌

ରାଇକିଆ,୫।୧୧(ପ୍ରଦୀପ ବେହେରା):ସାଇବର ଲୁଟେରାଙ୍କ ସକ୍ରିୟତା ଦିନକୁ ଦିନ ବୃଦ୍ଧି ପାଉଛି। ଲୋକଙ୍କଠାରୁ ବିଭିନ୍ନ ଉପାୟରେ ଅର୍ଥ ଲୁଟ ପାଇଁ ଉଦ୍ୟମ କରୁଛନ୍ତି। ସୋମବାର ରାଇକିଆ ଜୀବନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri