କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୧୯୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୨ା୯(ବ୍ୟୁରୋ): ରାଜ୍ୟରୁ ସୋମବାର ୧୯୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୦,୪୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧୫ ଜଣ ଚିହ୍ନଟ ହୋଇଥିବା ବେଳେ ୭୯ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୨୨ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୩ ଏବଂ କଳାହାଣ୍ଡିରୁ ୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧, ବାଲେଶ୍ୱର ୧, ବଲାଙ୍ଗୀର ୧୧, ଦେବଗଡ଼ ୩, ଢେଙ୍କାନାଳ ୧, ଗଞ୍ଜାମ ୧, ଯାଜପୁର ୬, ଝାରସୁଗୁଡ଼ା ୩, କଳାହାଣ୍ଡି ୧୬, କନ୍ଧମାଳ ୩ କେନ୍ଦ୍ରାପଡ଼ା ୧, କେନ୍ଦୁଝର ୧, କୋରାପୁଟ ୩, ମୟୂରଭଞ୍ଜ୨, ନବରଙ୍ଗପୁର ୧୧, ନୟାଗଡ଼ ୬, ନୂଆପଡ଼ା ୧୧, ପୁରୀ ୪, ରାୟଗଡ଼ା ୨, ସମ୍ବଲପୁର ୯, ସୋନପୁରରୁ ୪ ଏବଂ ସୁନ୍ଦରଗଡ଼ରୁ ୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୯।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୦,୪୩୪ରେ ପହଞ୍ଚିଥିବା ବେଳେ ୧୩,୧୯,୩୭୯ ଜଣ ସୁସ୍ଥ ହୋଇଛନ୍ତି। ୧୮୧୭ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧଉଳି, ଚିଲିକା ବୁଲନ୍ତୁ; ଡାଲମା, ରସଗୋଲାର ମଜା ନିଅନ୍ତୁ: ପ୍ରବାସୀ ଭାରତୀୟଙ୍କୁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୮।୧: ଜଗନ୍ନାଥ ଭୂମିରେ ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଆରମ୍ଭ ହୋଇଥିବା ଅଷ୍ଟାଦଶ ପ୍ରବାସୀ...

ମୋଦିଙ୍କ ନେତୃତ୍ୱରେ ଆମେ ବିକଶିତ ଭାରତ ଅଭିମୁଖେ ଯାଉଛୁ: ଜୟଶଙ୍କର

ଭୁବନେଶ୍ବର,୮।୧: ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ବୁଧବାରଠାରୁ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ମନ୍ତ୍ରୀ ଏସ୍‌...

ପ୍ରବାସୀ ଭାରତୀୟ ସମ୍ମିଳନୀ: ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବୈଦେଶିକ ମନ୍ତ୍ରୀ

ଭୁବନେଶ୍ବର,୮।୧: ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ବୁଧବାରଠାରୁ ଆରମ୍ଭ ହୋଇଛି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ମନ୍ତ୍ରୀ ଏସ୍‌...

ରାଜଧାନୀରେ ଚାଞ୍ଚଲ୍ୟ:ରସୁଲଗଡ଼ ଛକରେ ଯୁବକଙ୍କ ମୁଣ୍ଡ କାଟି ଦେଲେ ଦୁର୍ବୃତ୍ତ

ଭୁବନେଶ୍ବର,୮।୧:ରାଜଧାନୀ ଭୁବନେଶ୍ବରରେ ଯୁବକଙ୍କୁ ବୀଭତ୍ସ ହତ୍ୟା। ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ୍‌ ରୋଡ୍‌ରେ ବୁଧବାର ସକାଳୁ ସକାଳୁ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଛନ୍ତି। ଦୁର୍ବୃତ୍ତ...

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବଙ୍କ ଝିଅ, ଜ୍ୱାଇଁ କହି ଠକେଇ ଘଟଣା:ହଂସିତା, ଅନିଲଙ୍କ ଘରେ ଆୟକର ଚଢ଼ାଉ

ଭୁବନେଶ୍ୱର,୮ା୧(ସୂର୍ଯ୍ୟକାନ୍ତ ବେହେରା):ନିଜକୁ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ରଙ୍କ ଝିଅ ଓ ଜ୍ୱାଇଁ ପରିଚୟ ଦେଇ ବଡ଼ବଡ଼ିଆଙ୍କୁ ଠକୁଥିବା ହାଇପ୍ରୋଫାଇଲ୍‌ ଠକ ଯୋଡ଼ି ହଂସିତା ଅଭିଲିପ୍‌ସା...

ବିଶ୍ୱ ଦେଖିବ ଓଡ଼ିଶା ଐତିହ୍ୟ:ଆଜିଠୁ ପ୍ରବାସୀ ଭାରତୀୟ ଦିବସ

ଭୁବନେଶ୍ୱର,୮ା୧(ଅନିଲ ଦାସ):ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ। ଏହି ଦିବସର ବିଷୟ ବସ୍ତୁ ରହିଛି ‘ବିକଶିତ...

ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ

ବରଗଡ଼,୭।୧: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜା ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ ଦେଇଛନ୍ତି। ମଥୁରା ନଗରବାସୀଙ୍କୁ...

 କାହିଁକି  ଆଶାକର୍ମୀ ଡାଳିମ୍ବ  ହୋଇପାରିଲେ ନବରଙ୍ଗପୁରର ନାଇଟଆଞ୍ଜେଲ, ଜାଣନ୍ତୁ ତାଙ୍କର ଏହି ଯାତ୍ରା ସମ୍ପର୍କରେ 

ନବରଙ୍ଗପୁର,୭।୧(ସଦାଶିବ ପ୍ରହରାଜ): ଭଲ ଚିକିତ୍ସା ନ ପାଇ ଅକାଳରେ ଗର୍ଭାବତୀଙ୍କ ଜୀବନ ଚାଲି ଯାଉଥିଲା। ଗ୍ରାମରେ  ବିଭିନ୍ନ ଦୁରାରୋଗରେ ପୀଡିତ ହୋଇ ରୋଗୀମାନେ ମୃତ୍ୟୁ ମୁଖରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri