ମାର୍ଚ୍ଚ ୧୫ରୁ ପ୍ରଥମରୁ ଅଷ୍ଟମ ବାର୍ଷିକ ପରୀକ୍ଷା

ଭୁବନେଶ୍ୱର, ୧୫।୧(ଅସମାପିକା ସାହୁ): ପ୍ରଥମରୁ ଅଷ୍ଟମ ଶ୍ରେଣୀ ବାର୍ଷିକ ପରୀକ୍ଷା ବା ସମ୍ମେଟିଭ ଆସେସ୍‌ମେଣ୍ଟ-୨ ମାର୍ଚ୍ଚ ୧୫ରୁ ୨୦ତାରିଖ ମଧ୍ୟରେ ହୋଇପାରେ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛି ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା)। ଏହି ସମୟରେ ପରୀକ୍ଷା କରିବା ପାଇଁ ଯୋଜନା ରହିଥିବା ସଂକ୍ରାନ୍ତରେ ଓସେପା ପକ୍ଷରୁ ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ଚିଠି କରାଯାଇଛି। ଉକ୍ତ ଚିଠିରେ ଉଲ୍ଲେଖ କରାଯାଇଛି ଯେ, ମାର୍ଚ୍ଚ ୨୧ରୁ ୨୭ତାରିଖ ମଧ୍ୟରେ ଖାତା ମୂଲ୍ୟାୟନ ହେବ। ୩୦ ତାରିଖରେ ଫଳ ପ୍ରକାଶ ପାଇବ। ସେହିଭଳି ପ୍ରଶ୍ନପତ୍ର କେବେ କେଉଁଠୁ ଯିବ ସେ ନେଇ ମଧ୍ୟ ତାରିଖ ଧାର୍ଯ୍ୟ କରାଯାଇଛି। ତେବେ ଏହାକୁ ପରିବର୍ତ୍ତନ ମଧ୍ୟ କରାଯାଇପାରେ। ପରୀକ୍ଷା ପାଇଁ ପ୍ରଶ୍ନପତ୍ର, ଉତ୍ତର ଖାତା, ମୌଖିକ ପ୍ରଶ୍ନପତ୍ର ଆଦି ଟିଇ ଆଣ୍ଡ୍‌ ଏସ୍‌ସିଇଆର୍‌ଟି ପ୍ରସ୍ତୁତ କରୁଛି। ଏସବୁକୁ ଦୃଷ୍ଟିରେ ରଖି ଜିଲା ପ୍ରକଳ୍ପ ଅଧିକାରୀ(ଡିପିଓ)ଙ୍କ ସ୍ତରରେ ପଦକ୍ଷେପ ନେବା ପାଇଁ କୁହାଯାଇଛି। ତେବେ ସମ୍ମେଟିଭ ଆସେସ୍‌ମେଣ୍ଟ-୨ ପାଇଁ ସମ୍ପୂର୍ଣ୍ଣ ଏସ୍‌ଓପି/ଗାଇଡ୍‌ଲାଇନ ପରବର୍ତ୍ତୀ ସମୟରେ ଦିଆଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri