ଗାଧୋଇବା ବେଳେ ଅଘଟଣ: ଭାସିଯାଇ ୨ ନିଖୋଜ

ଝାରସୁଗୁଡ଼ା,୧।୧୧: ଝାରସୁଗୁଡ଼ା ଜିଲା ଇବ୍‌ ନଦୀର ବୁଢ଼ୀପଦର ଘାଟରେ ଶୁକ୍ରବାର ଗାଧୋଇବା ବେଳେ ଏକ ଅଘଟଣ ଘଟିଛି। ପାଣିରେ ଭାସିଯାଇ ୨ଜଣ ନିଖୋଜ ହୋଇଯାଇଥିବା ଜଣାପଡିଛି। ନିଖୋଜ ୨ଜଣ ରାଜସ୍ଥାନର ବୋଲି ସୂଚନା ମିଳିଛି। ସେମାନେ ସହରରେ ବୁଲି ବୁଲି ବେପାର କରୁଥିଲେ।

ମିଳିଥିବା ସୂଚନା ମୁତାବକ, ଇବ୍‌ ନଦୀର ବୁଢ଼ୀପଦର ଘାଟରେ ରାଜସ୍ଥାନ ଅଞ୍ଚଳର ୭ରୁ ୮ଜଣ ଗାଧୋଉଥିଲେ। ସେତିକିବେଳେ ସେମାନଙ୍କ ମଧ୍ୟରୁ ୨ଜଣ ପାଣି ବୁଡି ଭାସି ଯାଇଥିଲେ। ଖବର ପାଇ ସ୍ଥାନୀୟ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି କରୁଥିବା ସୂଚନା ମଳିଛି। ହେଲେ ସେମାନଙ୍କ ପତ୍ତା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଜିଗଡ଼ ବ୍ଲକ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୦୯ତମ ଜନ୍ମ ଜୟନ୍ତୀ ସମାରୋହ ଅନୁଷ୍ଠିତ

ଲାଞ୍ଜିଗଡ,୫।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ମୁଖ୍ୟାଳୟ ବିଶ୍ୱନାଥପୁର ଠାରେ ବ୍ଲକ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ ତମ...

ମିଳିନି ବୀମା କ୍ଷତିପୂରଣ, ବୈଠକରେ ତାତିଲେ ଚାଷୀ

ବରଗଡ଼,୫ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇ ପଡ଼ିଛି। ଏଠାରେ ଅନେକ କ୍ଷତିଗ୍ରସ୍ତ ଚାଷୀଙ୍କୁ ବୀମା କ୍ଷତିପୂରଣ କିମ୍ବା ଇନପୁଟ୍‌ ସହାୟତା...

ପୁତୁରାଙ୍କ ପରେ କାକା ଘରେ ପଶିଲା CBI: ରାଜନୈତିକ ଲିଙ୍କ ନେଇ ଚର୍ଚ୍ଚା

ବରଗଡ଼/ସରଣ୍ଡା, ୫।୩(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରାରେ ବୁଧବାର ସିବିଆଇ ଚଢାଉ ଚର୍ଚ୍ଚାର ବିଷୟ ହୋଇଛି। ସିବିଆଇର ୨ଟିମ୍ ପୂର୍ବାହ୍ନରେ ପରମାଣପୁର ଗ୍ରାମରେ ରହୁଥିବା...

ନୂଆ ଆପରାଧିକ ଆଇନ: ଅଧିକାରକୁ ସୁରକ୍ଷା ରଖିବା ସହ ଆଇନ ବ୍ୟବସ୍ଥା ବଜାୟ ରଖେ

ଝରିଗାଁ,୫ା୩(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ଥାନା ପରିସରଠାରେ ଥାନା ଅଧିକାରୀ ପ୍ରଦୀପ କୁମାର ଶବରଙ୍କ ସଭାପତିତ୍ୱରେ ନୂତନ ଆପରାଧିକ ଆଇନ ଉପରେ ସଚେତନତା...

‘ଓଡ଼ିଶା ପ୍ରଦେଶ ଗଠନରେ ବିଜୁବାବୁଙ୍କ ଭୂମିକା’

ଦିଗପହଣ୍ଡି,୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବୁଧବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ବିଜୁ ଜନତା ଦଳ ଦିଗପହଣ୍ଡି...

ବିଦ୍ୟାଳୟର ବାର୍ଷିକୋତ୍ସବ: ‘ଶୃଙ୍ଖଳା ହିଁ ସଫଳତାର ଚାବିକାଠି’

ଦିଗପହଣ୍ଡି,୫ା୩(ଅଶେଷ ନାଥ ମିଶ୍ର)” ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୂଷୁଣ୍ଡା ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ବୁଧବାର ପ୍ରଧାନଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ଜିରୋ ଦୁର୍ଘଟଣା ଉପରେ ଗୁରୁତ୍ୱାରୋପ

ଭଞ୍ଜନଗର,୫ା୩(ବାବୁଲା ପ୍ରଧାନ): ରାଜ୍ୟ ବିଦ୍ୟୁତ ଶ୍ରମିକ କର୍ମଚାରୀ ସଂଘ ଭଞ୍ଜନଗର ଶାଖା କାର୍ଯ୍ୟାଳୟଠାରେ ବୁଧବାର ୫୪ତମ ଜାତୀୟ ସୁରକ୍ଷା ମାସ ଓ ଲାଇନ୍‌ମ୍ୟାନ ଦିବସ ଟାଟା...

ପଞ୍ଚାୟତ ସ୍ତରୀୟ ସୁଭଦ୍ରା ସଚେତନତା ଶୋଭାଯାତ୍ରା 

ଦିଗପହଣ୍ଡି,୫ା୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ବ୍ଳକ ଅଧିନସ୍ଥ ୨୫ ଟି ପଞ୍ଚାୟତରେ ସୁଭଦ୍ରା ଯୋଜନାର ସଫଳତା ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image