ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ୨ ଗିରଫ

ଭୁବନେଶ୍ୱର,୧୨ା୨: ଭୁବନେଶ୍ୱରରେ କାର୍ଯ୍ୟରତ ଖବରଦାତା ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ଶନିବାର ରାତିରେ କେତେଜଣ ଦୁର୍ବୃତ୍ତ ଖଣ୍ଡାରେ ଆକ୍ରମଣ କରିଥିଲେ। ଏଥିରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରିଛି ମଞ୍ଚେଶ୍ୱର ଥାନା ପୋଲିସ। ଅଭିଯୁକ୍ତଙ୍କଠାରୁ ବାଇକ୍‌ ଏବଂ ମାରଣାସ୍ତ୍ର ଜବତ କରିଛି ପୋଲିସ। ଧୀରକୁଟି ବସ୍ତି ନିକଟରେ ଜ୍ୟୋତିଙ୍କୁ ୪ ଦୁର୍ବୃତ୍ତ ଆକ୍ରମଣ କରିଥିଲେ। ଏମାନଙ୍କ ମଧ୍ୟରୁ ଦୁଇଜଣଙ୍କୁ ଗିରଫ କରାଯାଇଛି ବୋଲି ପୋଲିସ କହିଛି।

ଅନ୍ୟପକ୍ଷରେ ଏହି ଘଟଣା ପରେ ରାତିରେ କାର୍ଯ୍ୟସ୍ଥଳୀରୁ ଫେରିବା ନେଇ ଖବରଦାତାମାନେ ଆତଙ୍କିତ ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନିନ୍ଦା, ଟାହିଟାପରା କରିବା ଲୋକେ ତ ସମାଜରେ ଅନେକ ମିଳନ୍ତି, କିନ୍ତୁ ଲୋକନିନ୍ଦାକୁ ନିଜର ସାମର୍ଥ୍ୟ କରି ଗଢ଼ି ତୋଳନ୍ତି କ୍ୱଚିତ୍‌। ଏମିତି ଜଣେ ବ୍ୟକ୍ତିତ୍ୱ...

ମଣିଷ ଦର

ମଗ୍ରିକ ଭାବେ ବିଚାରକଲେ ଦର ହେଉଛି ଏକ ମୂଲ୍ୟ ନିରୂପଣର ମାଧ୍ୟମ। ତେବେ ବସ୍ତୁ, ସାମଗ୍ରୀ ଆଦି ଯଥାର୍ଥରେ ମୂଲ୍ୟ ନିରୂପଣ ଯୋଗ୍ୟ ବା କରିବା...

JD Vance: ସପରିବାର ଜୟପୁର ଯିବେ ଆମେରିକା ଉପରାଷ୍ଟ୍ରପତି, ଚନ୍ଦା-ପୁଷ୍ପା କରିବେ ସ୍ବାଗତ

ନୂଆଦିଲ୍ଲୀ,୨୧।୪: ଆମେରିକାର ଉପରାଷ୍ଟ୍ରପତି ଜେମ୍ସ ଡେଭିଡ ଭାନ୍ସ ସୋମବାର(ଏପ୍ରିଲ ୨୧) ରାଜସ୍ଥାନର ରାଜଧାନୀ ଜୟପୁରରେ ପହଞ୍ଚିଛନ୍ତି। ଶୁଳ୍କ ବିବାଦ ମଧ୍ୟରେ ଭାରତ ଆସୁଥିବା ଆମେରିକାର ଉପରାଷ୍ଟ୍ରପତିଙ୍କୁ...

ଚକଡ଼ା ପ୍ରଭାବ: କ୍ଷେତରେ ସ୍ଥିତି ଅନୁଧ୍ୟାନ କଲା କୃଷି ବିଭାଗ

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ରବି ଧାନଚାଷ ଆରମ୍ଭରୁ ପାଗ ଅନୁକୂଳ ଥିଲା। ଫଳରେ ଏଥର ବରଗଡ଼ ଜିଲାରେ ରବି ଧାନ ଫସଲ ଭଲ ହୋଇଛି। କିନ୍ତୁ ଧାନ...

Karni Sena: କରଣୀ ସେନାର ରାଷ୍ଟ୍ରୀୟ ଉପାଧ୍ୟକ୍ଷଙ୍କୁ ହତ୍ୟା, କାରରୁ ଓହ୍ଲାଇବା ସମୟରେ ଫୁଟିଲା ଗୁଳି

ରାଞ୍ଚି,୨୧।୪: ଝାଡ଼ଖଣ୍ଡ ଜାମସେଦପୁରରେ ଅପରାଧ ବେଳକୁ ବେଳ ବୃଦ୍ଧି ପାଉଛି। ଏହାର ସଦ୍ୟତମ ଉଦାହରଣ ରବିବାର (ଏପ୍ରିଲ ୨୦)ରେ ଦେଖିବାକୁ ମିଳିଥିଲା, ଯେତେବେଳେ ଶ୍ରୀ ରାଜପୁତ...

୭ ବର୍ଷରେ ଏପ୍ରିଲ ତାପମାତ୍ରା ୪ ଡିଗ୍ରୀ ବଢ଼ିଛି

ବୁଏନ୍ସ ଏୟାର୍ସ, ୨୧।୪: ୨୦୨୫ ଏପ୍ରିଲରେ ଭାରତ ଓ ପାକିସ୍ତାନରେ ଗ୍ରୀଷ୍ମପ୍ରବାହ ସୀମା ଟପିଛି। ଏକ ନୂଆ ଅନ୍ତର୍ଜାତୀୟ ବୈଜ୍ଞାନିକ ବିଶ୍ଳେଷଣ ଅନୁଯାୟୀ, ବିଂଶ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧ...

ନିଖୋଜ ଆଶୀର୍ବାଦଙ୍କ ମୃତଦେହ ମିଳିଲା: ମାରି ଫିଙ୍ଗିଥିଲେ ଦାଦା!

ଡେଲାଙ୍ଗ,୨୧ା୪: ପୁରୀ ଜିଲା ଡେଲାଙ୍ଗର ନିଖୋଜ ନାବାଳକ ଆଶୀର୍ବାଦ ସାହୁଙ୍କ ମୃତଦେହ ସୋମବାର ମିଳିଛି। ୭ ଦିନ ପରେ ଘର ପାଖ ପାଇଖାନା ଟାଙ୍କିରୁ ମୃତଦେହ...

ହସ୍ପିଟାଲରେ ବରିଷ୍ଠ ନାଗରିକଙ୍କୁ ଘୋଷାରିନେଲେ

ଛତରପୁର, ୨୧।୪: ମଧ୍ୟପ୍ରଦେଶର ଛତରପୁର ଜିଲା ଚିକିତ୍ସାଳୟରେ ଜଣେ ୭୦ ବର୍ଷୀୟ ବରିଷ୍ଠ ନାଗରିକ ଉଦ୍ଧବ ସିଂଙ୍କୁ ୨ ଜଣ ବ୍ୟକ୍ତି ଘୋଷାରି ନେଉଥିବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image