Posted inରାଜ୍ୟ

ଓଡ଼ିଶାରୁ ଗଡ଼ିଲା ୨ ବନ୍ଦେ ଭାରତ, ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୧୫।୯: ବ୍ରହ୍ମପୁର ଓ ରାଉରକେଲା ଷ୍ଟେସନରୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ। ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସ୍ର ଶୁଭାରମ୍ଭ। ଭର୍ଚ୍ଚୁଆଲରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୬ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କଲେ ମୋଦି।

ତେବେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବ୍ରହ୍ମପୁର-ଟାଟା ବନ୍ଦେ ଭାରତ ବ୍ରହ୍ମପୁରରୁ ବାହାରି ବାଲୁଗାଁ, ଖୋର୍ଦ୍ଧାରୋ ଭୁବନେଶ୍ବର, କଟକ, ଜଖପୁରା, ହରିଚନ୍ଦନପୁର, କେନ୍ଦୁଝରଗ ନୟାଗ ବାଂଶପାଣି, ଡାଙ୍ଗୋଆପୋଷି, ଚାଇବାସା ହୋଇ ଟାଟାନଗରରେ ପହଞ୍ଚିବ।

ରାଉରକେଲା-ହାୱ ବନ୍ଦେ ଭାରତ ଏକ୍ସପ୍ରେସ ରାଉରକେଲାରୁ ହାୱ ଭିତରେ କେବଳ ୩ଟି ଷ୍ଟେସନ ଚକ୍ରଧରପୁର, ଟାଟାନଗର ଅଟକିବ ବୋଲି ସୂଚନା ମିଳିଛି। ସୋମବାର ଶୁଭାରମ୍ଭ ହେବାକୁ ଥିବା ଦୁର୍ଗ- ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ ଓ ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗ କେସିଙ୍ଗା, ରାୟଗ ରହଣି କରି ବିଶାଖାପାଟଣାରେ ପହଞ୍ଚିବ। ପୂର୍ବରୁ ଓ ଦେଇ ୩ଟି ବନ୍ଦେ ଭାରତ ଏକ୍ସପ୍ରେସ ଚାଲୁଥିବା ବେଳେ, ୩ଟି ନୂଆ ସେମି-ହାଇସ୍ପିଡ ଟ୍ରେନର ଶୁଭାରମ୍ଭ ପରେ ଏହା ୬କୁ ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ଏହି ତାରିଖ ଯାଏ କରିପାରିବେ ଆବେଦନ

ଭୁବନେଶ୍ୱର,୧୯।୯: ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ନଭେମ୍ବର ମାସ ୮ ତାରିଖ ପର୍ଯ୍ୟନ୍ତ ପଞ୍ଜିକରଣ କରିପାରିବେ। ଚାଷୀମାନେ cmkissan.odisha.gov.in ମାଧ୍ୟମରେ ପଞ୍ଜିକରଣ କରିପାରିବେ। ଏହି...

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ...

ଗ୍ରାହକ ହୋଇ କିଣିବା ବାହାନାରେ ଆସି ଗହଣା ଦୋକାନରୁ….

ବ୍ରହ୍ମପୁର,୨୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗ୍ରାହକ ହୋଇଆସି ଜଣେ ବ୍ୟକ୍ତି ଦୋକାନରୁ ସୁନା ଗହଣା ଚୋରାଇ ନେଇଛନ୍ତି। ଦୋକାନ ମାଲିକ ସତ୍ୟନାରାୟଣ ସେନାପତି ଏହି ସମ୍ପର୍କରେ ବଡ଼ବଜାର...

ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଭୁବନେଶ୍ବର ଏମ୍ସ ଯାଇ ପ୍ରଭାତୀ...

ଜିଲାସ୍ତରୀୟ ବିକାଶ ମେଳା ଉଦଘାଟିତ

ଖୋର୍ଦ୍ଧା,୨୦।୯ : ୨୦୩୬ ସୁଦ୍ଧା ଗଠନ ହେବ ବିକଶିତ ଓଡ଼ିଶା। ମୋହନ ସରକାର ଲୋକଙ୍କ ସରକାର। ଜନତାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠ ଉନ୍ମୁକ୍ତ ରହିଛି। ୨୪ବର୍ଷ...

ବିବାଦରେ ଯାତ୍ରା ଷ୍ଟାର ଆକ୍ଟର କାହ୍ନା ସ୍ବାଇଁ

ଭୁବନେଶ୍ୱର,୨୦।୯: କୋଟିକୋଟି ଓଡ଼ିଆଙ୍କ ପ୍ରାଣ ମହାପ୍ରଭୁ ଶ୍ରୀଜଗନ୍ନାଥ। ସିଏ ସମଗ୍ର ବିଶ୍ୱକୁ ତାଙ୍କ ଛତ୍ରଛାୟା ତଳେ ଘୋଡାଇ ରଖିଛନ୍ତି। ହେଲେ ତାଙ୍କୁ ଅସମ୍ମାନିତ କରାଯାଇଛି। ଯାତ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri