Posted inଜାତୀୟ

ଗୋଟିଏ ବେଞ୍ଚରେ ୨ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୪।୨: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ସହ ଶୁକ୍ରବାର ବେଞ୍ଚ ଶେୟାର କରିଛନ୍ତି ସିଙ୍ଗାପୁର ପ୍ରତିପକ୍ଷ ସୁନ୍ଦରେଶ ମେନନ୍‌। ୨୦୧୨ରୁ ସିଙ୍ଗାପୁରର ଚତୁର୍ଥ ପ୍ରଧାନ ବିଚାରପତି ଭାବେ କାର୍ଯ୍ୟରତ ଜଷ୍ଟିସ୍‌ ମେନନ୍‌ ଭାରତ ଗସ୍ତରେ ଅଛନ୍ତି। ଶନିବାର ପାଳିତ ହେବାକୁ ଥିବା ସୁପ୍ରିମକୋର୍ଟର ୭୩ତମ ପ୍ରତିଷ୍ଠା ଦିବସରେ ସେ ମୁଖ୍ୟ ଅତିଥି ରୂପେ ଯୋଗଦେବେ। ‘ପରିବର୍ତ୍ତିତ ବିଶ୍ୱରେ ନ୍ୟାୟପାଳିକାର ଭୂମିକା’ ଉପରେ ବକ୍ତୃତା ଦେବେ। ୧୯୫୦ ଜାନୁୟାରୀ ୨୮ରେ ଭାରତର ସୁପ୍ରିମକୋର୍ଟ କାର୍ଯ୍ୟକ୍ଷମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁକମାରେ ବଡ଼ ଏନକାଉଣ୍ଟର: ଟଳିପଡ଼ିଲେ ୧୦ ମାଓବାଦୀ

ରାୟପୁର,୨୨।୧୧: ଛତିଶଗଡର ସୁକମା ଜିଲାର ଭେଜି ପୋଲିସ ଷ୍ଟେଶନ ପରିସରରେ ସୁରକ୍ଷା ବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ୧୦ ଜଣ...

ଆରମ୍ଭ ହେବ ରିସର୍ଟ ପଲିଟିକ୍ସ! ଫଳାଫଳ ପୂର୍ବରୁ ବିଧାୟକଙ୍କୁ ସିପ୍ଟ କରିବାକୁ କଂଗ୍ରେସ କଲାଣି ଯୋଜନା

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଏବଂ ଏକଜିଟ ପୋଲ ଶେଷ ହେବା ପରେ କଂଗ୍ରେସ ପାର୍ଟି ସତର୍କତାର ସହିତ ଆଗକୁ ବଢୁଥିବା ଦେଖାଯାଉଛି। କଂଗ୍ରେସ ପାର୍ଟିର...

କଂଗ୍ରେସ ଅଧ୍ୟକ୍ଷ ଖାର୍ଗେଙ୍କୁ ଚିଠି ଲେଖିଲେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ନୂଆଦିଲ୍ଲୀ,୨୨।୧୧: ନିକଟରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଣିପୁର ହିଂସା ଉପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଲେଖିଥିବା ଚିଠିକୁ ନେଇ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ସକ୍ରିୟ ରାଜନୀତିକୁ ଫେରିବେ କି ସିଦ୍ଧୁ? ନିଜେ ଦେଲେ ଏହାର ଜବାବ

ଚଣ୍ଡିଗଡ଼,୨୨।୧୧: କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ପଞ୍ଜାବରେ ସକ୍ରିୟ ରାଜନୀତିକୁ ଫେରିବା କି ନା ଏମିତି ପ୍ରଶ୍ନର ସିଧାସଳଖ ଉତ୍ତରକୁ ଏଡ଼ାଇଥିବା ବେଳେ ଗୁରୁବାର...

ପେନ୍‌ସନଧାରୀ ତୁରନ୍ତ କରି ନିଅନ୍ତୁ ଏହି କାମ: ନଚେତ୍‌ ବନ୍ଦ ହୋଇଯିବ ପେନସନ

ନୂଆଦିଲ୍ଲୀ,୨୨।୧୧: କେନ୍ଦ୍ର ସରକାରୀ ପେନସନଧାରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ରହିଛି। ଯଦି ଏ ଏପର୍ଯ୍ୟନ୍ତ ବାର୍ଷିକ ଜୀବନ ପ୍ରମାଣପତ୍ର ଦାଖଲ କରିନାହାଁନ୍ତି, ତେବେ ଏହି...

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଚେତାବନୀ! IMDର ସତର୍କ ସୂଚନା ଜାରି

ନୂଆଦିଲ୍ଲୀ,୨୨।୧୧: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ବଙ୍ଗୋପସାଗର ପାଇଁ ଏକ ନୂତନ ଘୂର୍ଣ୍ଣିବଳୟ ସତର୍କ ସୂଚନା ଜାରି କରିଛି। କୁହାଯାଇଛି ଯେ, ନଭେମ୍ବର ୨୩ ରେ,...

ଆଦାନୀଙ୍କୁ ତୁରନ୍ତ ଗିରଫ କର: ରାହୁଲ

ନୂଆଦିଲ୍ଲୀ,୨୨।୧୧: ବିଳିୟନେୟାର ଶିଳ୍ପପତି ଗୌତମ ଆଦାନୀଙ୍କ ବିରୋଧରେ ଲାଞ୍ଚ ଓ ଜାଲିଆତି ମାମଲାରେ ଆମେରିକାରେ ଗିରଫ ପରଓ୍ବାନା ଜାରି ହେବା ପରେ ଲୋକ ସଭାର ବିରୋଧୀ...

୨୦୨୧: ଓଡ଼ିଶା ସରକାରଙ୍କୁ ଲାଞ୍ଚ ଦେଇଥିଲେ ଆଦାନୀ

ନ୍ୟୁୟର୍କ/ନୂଆଦିଲ୍ଲୀ,୨୨ା୧୧(ରଏଟର୍ସ/ପି.ଟି.): ୨୦୨୧ରେ ଆଦାନୀ ଗ୍ରୁପ୍‌ ସ୍ଥାନୀୟସ୍ତରରେ ସୋଲାର ସେଲ୍‌ ଏବଂ ମୋଡ୍ୟୁଲାର ପ୍ଲାଣ୍ଟଗୁଡ଼ିକୁ ବ୍ୟବହାରକରି ଉତ୍ପାଦିତ ୮,୦୦୦ ମେଗାଓ୍ବାଟ୍‌ (୮ ଜିଡବ୍ଳ୍ୟୁ) ବିଦ୍ୟୁତ୍‌ ଶକ୍ତି ଭାରତର...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri