ବାଇକ ଦୁର୍ଘଟଣାରେ ୨ଶିଶୁ ଆହତ: ମହିଳା ସମେତ ୪ଗୁରୁତର

ସୋରଡା,୧।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡା ଗାଜଲବାଡି ରାସ୍ତା ଜାତୀୟ ରାଜପଥ-୫୯ ସମାପଲ୍ଲୀ ଗ୍ରାମ ନିକଟରେ ଗୁରୁବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ ମୁହାଁମୁହିଁ ଧକ୍କା ହେବାରୁ ୬ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୨ଶିଶୁ, ଜଣେ ମହିଳା ଓ ୩ଜଣ ଯୁବକ ରହିଛନ୍ତି। ଘଟଣାସ୍ଥଳରେ ସୋରଡା ପୋଲିସ ଏସ୍‌ଆଇ ଓ ଦମକଳ ବାହିନୀ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଥିଲେ। ଏହାପରେ ସାମାନ୍ୟ ଆହତଙ୍କୁ ସୋରଡା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଗୁରୁତର ଅବସ୍ଥାରେ ଅନ୍ୟମାନଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

India-China Relation: ଖୁସି ହେବ ଚାଇନା, ଭାରତ କଲା ଏମିତି କାମ ଯାହା ଚାଇନା କେବେ ଭାବି ନ ଥିବ

ନୂଆଦିଲ୍ଲୀ,୨।୪: ଭାରତର ବନ୍ଧୁତା ଯେତେ ସୁନ୍ଦର, ଏହାର ଶତ୍ରୁତା ମଧ୍ୟ ସେତିକି ବିପଦପୂର୍ଣ୍ଣ। ଗଲୱାନରେ ଚାଇନା ଏହାକୁ ବୁଝିପାରିଛି। ୨୦୨୦ ମସିହାରେ, ଭାରତ ଗଲୱାନ ଉପତ୍ୟକାରେ...

AIକୁ ନେଇ ବଡ଼ ଭବିଷ୍ୟବାଣୀ କରିଦେଲେ ବାବା ଭେଙ୍ଗା, ଘିବିଲି…

ବାବା ଭେଙ୍ଗା ଅନେକ ଜିନିଷ ଉପରେ ଭବିଷ୍ୟବାଣୀ କରିଛନ୍ତି। ସେ ୧୯୧୧ରେ ଜନ୍ମଗ୍ରହଣ କରିଥିଲେ ଏବଂ ୧୯୯୬ ମସିହାରେ ମୃତ୍ୟୁବରଣ କରିଥିଲେ। କିନ୍ତୁ ତାଙ୍କ ମୃତ୍ୟୁ...

ଯୁବକବି ସୁନୀଲଙ୍କୁ ‘ସ୍ରୋତସିନୀ ଯୁବ ସାହିତ୍ୟ ସମ୍ମାନ’

ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ସ୍ରୋତସିନୀ ସାହିତ୍ୟ ସଂସଦର ଦିତୀୟ ବାର୍ଷିକ ଉତ୍ସବ ସ୍ଥାନୀୟ ଶଙ୍କର ଭବନ (ବ୍ରହ୍ମପୁର)ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବାର୍ଷିକ ଉତ୍ସବରେ ନବରସ କାର୍ଯ୍ୟକ୍ରମ,...

INDIA ମେଣ୍ଟର ବୈଠକରେ କ’ଣ ହେଲା ଯୋଜନା, କେମିତି ସରକାରଙ୍କୁ ବ୍ୟାକଫୁଟକୁ ଆଣିବେ ବିରୋଧୀ, ଏମପି କହିଲେ…

ନୂଆଦିଲ୍ଲୀ,୨।୪: ସାରା ଦେଶରେ ଆଲୋଚନାର ବିଷୟ ଥିବା ୱାକଫ (ସଂଶୋଧନ) ବିଲ ବୁଧବାର (୨ ଏପ୍ରିଲ) ଲୋକ ସଭାରେ ଆଲୋଚନା ଏବଂ ପାସ ପାଇଁ ଉପସ୍ଥାପିତ...

ବଡ଼ ଘୋଷଣା କଲେ ଟ୍ରମ୍ପ, ଭାରତକୁ କରିଦେଲେ ଚ୍ୟାଲେଞ୍ଜ!

ଓ୍ବାଶିଂଟନ୍‌,୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଜି ଅର୍ଥାତ ୨ ଏପ୍ରିଲରେ ହ୍ବାଇଟ ହାଉସର ରୋଜ ଗାର୍ଡେନରେ ପାରସ୍ପରିକ ଶୁଳ୍କ ଘୋଷଣା କରିବାକୁ ଯାଉଛନ୍ତି। ତାଙ୍କର...

+୨ ପରୀକ୍ଷା ଖାତା ମୂଲ୍ୟାଙ୍କନ ଆରମ୍ଭ

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ): ରାଜ୍ୟରେ ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ ବୁଧବାରଠାରୁ ଆରମ୍ଭ ହୋଇଛି। ରାଜ୍ୟ ସରକାର ଚଳିତ ବର୍ଷ ମାଟ୍ରିକ, ଯୁକ୍ତ ୨ ଏବଂ...

ମାରାଗୁଡ଼ା ଲୋକ ମହୋତ୍ସବ ଉଦ୍‌ଘାଟିତ ସମ୍ବଲପୁରୀ ନାଚଗୀତରେ ଝୁମିଲେ ଦର୍ଶକ

ନୂଆପଡ଼ା,୨।୪(ମକାରୁ ବେମାଲ): ସ୍ଥାନୀୟ ଲୋକ ସଂସ୍କୃତି, ପରମ୍ପରା, ଐତିହ୍ୟକୁ ନେଇ ନୂଆପଡା ମିନି ଷ୍ଟାଡିୟମଠାରେ ମଙ୍ଗଳବାର ମାରାଗୁଡା ଲୋକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଜିଲାପାଳ ମଧୁସୂଦନ...

କାମରେ ଆସୁନି ଗୋଷ୍ଠୀ ଶୌଚାଳୟ: ଲକ୍ଷାଧିକ ଟଙ୍କା ଖର୍ଚ୍ଚକୁ ନେଇ ଉଠିଲା ପ୍ରଶ୍ନ

ଦାରିଙ୍ଗବାଡି,୨ /୪ (ଅରୁଣ ସାହୁ): ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ସରକାର କୋଟି କୋଟି ଟଙ୍କା ଅନୁଦାନ ଦେଉଛନ୍ତି। ଏଥିପାଇଁ ପଞ୍ଚାୟତ ସମିତି ଏବଂ ପଞ୍ଚାୟତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image