ରାଜ୍ୟରେ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର,୨୪।୮(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନି। ଗତ ୨୪ ଘଣ୍ଟାରେ ୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ହେଲେ ଭୁବନେଶ୍ୱରରୁ ୯୦ ବର୍ଷିୟ ମହିଳା ଏବଂ ନବରଙ୍ଗପୁରର ୪୫ ବର୍ଷିୟ ବ୍ୟକ୍ତି।

Share