୨ ଦିନିଆ ପୁଞ୍ଜି ବିନିଯୋଗ କର୍ମଶାଳା ସନ୍ଧ୍ୟାରେ ଆୟୋଜିତ ହୋଇଛି ସାଂସ୍କୃତିକ କାର୍ଯ୍ୟକ୍ରମ, ପାରମ୍ପରିକ ନୃତ୍ୟରେ ଝୁମିଲେ ପୁଞ୍ଜି ନିବେଶକାରୀ

ଦାରିଙ୍ଗବାଡି, ୨୭।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଇକୋ ରିଟ୍ରିଟ ପରିସରରେ ଗୁରୁବାର ପୂର୍ବାହ୍ନ ୧୧ଟାରେ ୨ ଦିନିଆ ପୁଞ୍ଜି ବିନିଯୋଗ କର୍ମଶାଳା ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହି ଅବସରରେ ପ୍ରଥମ ପର୍ଯ୍ୟାୟରେ ଅତିଥିମାନେ ଉପସ୍ଥିତ ପୁଞ୍ଜି ନିବେଶକାରୀଙ୍କୁ ଉତ୍ସାହିତ କରିବା ସହ କନ୍ଧମାଳ ଜିଲାରେ ପୁଞ୍ଜି ନିବେଶ କରିବା ଦ୍ୱାରା ସେମାନଙ୍କ ଫାଇଦା ସହ ଜିଲାରେ ଭରପୁର ସୁଯୋଗ ରହିଛି ବୋଲି କହିଛନ୍ତି।

ଏଥିସହ ପର୍ଯ୍ୟଟନକ୍ଷେତ୍ରର ବିକାଶ ସହ ଆୟୁର୍ବେଦିକ ଟୁରିଜିମ, ଏଗ୍ରୋ ଟୁରିଜିମ, ଫରେଷ୍ଟ ଟୁରିଜିମ, ଖାଦ୍ୟ ପ୍ରସ୍ତୁତିକରଣ, କୃଷି, ଶିକ୍ଷା, ପଶୁ ଓ ମତ୍ସ୍ୟ ଚାଷର ସୁଯୋଗ ସହ ହସ୍ପିଟାଲିଟି ଆଦି ପାଇଁ ପୁଞ୍ଜି ନିବେଶକାରୀଙ୍କୁ ପରାମର୍ଶ ଦିଆଯାଇଛି। ଏପରିକି ସେମାନଙ୍କୁ ଆବଶ୍ୟକ ଜମି ଯୋଗାଇଦେବାକୁ ପ୍ରଶାସନ ସମସ୍ତ ପୁଞ୍ଜି ନିବେଶକାରୀଙ୍କୁ ଜମି ପରିଦର୍ଶନ କରାଇଛନ୍ତି।

ସେହିପରି ପ୍ରଥମ ଦିନର ଦ୍ୱିତୀୟ ପର୍ଯ୍ୟାୟରେ ସନ୍ଧ୍ୟାରେ ସ୍ଥାନୀୟ କଳାକାରଙ୍କ ଦ୍ୱାରା ପାରମ୍ପରିକ କୁଇ ନୃତ୍ୟ ସମେତ ଭଜନ, ସଙ୍ଗୀତ ଆଦି ପରିବେଷଣ ହୋଇଛି। ସମ୍ବଲପୁରୀ, ଡେକା ବାଦ୍ୟରେ ନୃତ୍ୟ ଆଦିରେ ଉପସ୍ଥିତ ନିମନ୍ତ୍ରିତ ଅତିଥି ତଥା ପୁଞ୍ଜି ନିବେଶକାରୀମାନେ ଖୁସିବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରେ ଆକ୍ରମଣ, ଗାଁରେ ପୂରାଇ ଦେଲେନି ସ୍ଥାନୀୟ ବିଧାୟକ!

ଧର୍ମଶାଳା,୧୩।୪: ଯାଜପୁର ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡି ଉପରକୁ ଦୁର୍ବୁତ୍ତ ଆକ୍ରମଣ କରିଛନ୍ତି। ଆରୁହା ଗାଁରେ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରେ ଏହି...

ହାତଗୋଡ଼ ବାନ୍ଧି ପୋଷ୍ଟମାଷ୍ଟରଙ୍କୁ ଘରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ନଗଦ ୫ ଲକ୍ଷ ଟଙ୍କା

ସୋର,୧୩ା୪(ଜନ୍ମେଜୟ ମିଶ୍ର): ସୋର ଥାନା ଅନ୍ତର୍ଗତ ଟେଣ୍ଟେଇ ଗ୍ରାମର ପୋଷ୍ଟମାଷ୍ଟର ବଟକୃଷ୍ଣ ମଲିକଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା, ୫ ଲକ୍ଷ ଟଙ୍କା ଲୁଟ୍‌...

ପୁଣି ‘ଧୋକା’ ଦେଲା ଶ୍ରୀଲଙ୍କା, ଭାରତକୁ ଲାଗିବ ଅରବ ଟଙ୍କାର ଚୁନା, ଏହି ଦେଶ ସହ କଲା ସିକ୍ରେଟ ଡିଲ୍‌!

କଲମ୍ବୋ,୧୩।୪: ଆମର ଦକ୍ଷିଣ ପଡ଼ୋଶୀ ଶ୍ରୀଲଙ୍କା ଏକ ଛୋଟ ଦେଶ। କିନ୍ତୁ, ସମୁଦ୍ର ମଧ୍ୟଭାଗରେ ଅବସ୍ଥିତ ହୋଇଥିବାରୁ, ଏହାର ମୂଲ୍ୟ ସର୍ବଦା ଅଧିକ ରହିଥାଏ। ଏହା...

‘କଂଗ୍ରେସ ଆମ୍ବେଦକରଙ୍କର କରୁଛି ଅପମାନ’, ମୁଖ୍ୟମନ୍ତ୍ରୀ ଯୋଗୀ କହିଲେ, ଓ୍ବକଫ ନାଁରେ ହିଂସା କରୁଛନ୍ତି କେତେକ ଲୋକେ

ଲକ୍ଷ୍ନୌ,୧୩।୪: ବାବା ସାହେବ ଡକ୍ଟର ଭୀମରାଓ ଆମ୍ବେଦକର ସମ୍ମାନ ଅଭିଯାନ ଅଧୀନରେ ରବିବାର ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଏକ କର୍ମଶାଳା ଆୟୋଜନ କରାଯାଇଥିଲା। ଏଥିରେ...

Namaste Yojana: ନମସ୍ତେ ଯୋଜନାରେ ଏହି କର୍ମଚାରୀଙ୍କୁ ମିଳିବ ମାଗଣା ଚିକିତ୍ସା, ଆରମ୍ଭ ହେଲା ରେଜିଷ୍ଟ୍ରେଶନ

ଫରିଦାବାଦ,୧୩।୪: ସଫେଇ କର୍ମଚାରୀମାନଙ୍କୁ ସ୍ବେରେଜ ମ୍ୟାନହାଲ କିମ୍ବା ସେପ୍ଟିକ ଟ୍ୟାଙ୍କ ସଫା କରିବା ସମୟରେ ଦୁର୍ଘଟଣାଜନିତ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ ନାହିଁ। ସେମାନେ ନମସ୍ତେ...

ଗୋଦାମରେ ଲାଗିଲା ନିଆଁ: ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୧୩ା୪(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁରର ବଡ଼ବଜାର ଥାନା ବାଛୁବାରୀ ସାହିରେ ରବିବାର ଭୋର୍‌ରୁ ଏକ ପନିପରିବା ଟ୍ରେ’ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ଖବର...

‘ତୁମର ନୂଆ ଏସିପି…’ ପ୍ରଦ୍ୟୁମ୍ନଙ୍କ ପରେ CIDରେ ହୋଇଗଲା ନୂଆ ବସ୍‌ଙ୍କ ଏଣ୍ଟ୍ରି, ଦେଖନ୍ତୁ…

ମୁମ୍ବାଇ: ଲୋକପ୍ରିୟ ଟିଭି ରିଆଲିଟି ଶୋ’ ‘CID ୨’ରେ ଏକ ଟୁଇଷ୍ଟ ଆସିଛି, ଯେଉଁଥିଲାଗିଏହି ଶୋ’ ଆଜିକାଲି ବହୁତ ଚର୍ଚ୍ଚାରେ ଅଛି। ସଦ୍ୟତମ ଏପିସୋଡରେ ଏସିପି...

ପ୍ରେମିକାଙ୍କ ସହ ଚାଇନାରେ କ’ଣ କରୁଛନ୍ତି ଆମିର ଖାନ୍‌? Video ଭାଇରାଲ ପରେ…

ମୁମ୍ବାଇ: ବଲିଉଡର ପରଫେକ୍ସନିଷ୍ଟ ଆମିର ଖାନ ତାଙ୍କ ୬୦ତମ ଜନ୍ମଦିନ ଅବସରରେ ନିଜର ପ୍ରେମିକାଙ୍କୁ ନେଇ ବଡ଼ ଘୋଷଣା କରିଥିଲେ। ଗୌରୀ ନାମକ ଜଣେ ମହିଳାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image