୨ ଜଣଙ୍କୁ ଚାପିଦେଲା ଅଜଣାଗାଡ଼ି

ବାଣପୁର,୨୬ା୭(ଦିଲ୍ଲୀପ କୁମାର ସ୍ବାଇଁ): ଖୋର୍ଦ୍ଧା ଜିଲା ବାଣପୁର ଥାନା ୧୬ ନମ୍ବର ଜାତୀୟ ରାଜପଥ ଶୁକ୍ରବାର ବିଷ୍ଣୁଡିହ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ଘଟଣାସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ବାଣପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ଦୁଇଜଣ ହେଲେ ବିହାର ଅଞ୍ଚଳର ଆଶୁତୋଷ କୁମାର ଓ ଅଭିଷେକ କୁମାର। ଉଭୟେ କାମ କରିବା ନିମନ୍ତେ ବିହାରରୁ ଓଡ଼ିଶାର ପାରଳାଖେମୁଣ୍ଡି ଆସିଥିବା ବେଳେ ଆଜି ସକାଳୁ ବିହାର ଅଭିମୁଖେ ଏକ ସ୍କର୍ପିଓ ଗାଡ଼ିରେ ବାହାରିଥିଲେ। ରାସ୍ତାରେ ପରିସ୍ରା କରିବା ନିମନ୍ତେ ଗାଡ଼ି ରଖି ଥିବା ବେଳେ ହଠାତ୍‌ ଏକ ଅଜଣାଗାଡ଼ି ସ୍କର୍ପିଓକୁ ଧକ୍କା ଦେବାରୁ ଘଟଣାସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟଜଣେ ଗୁରୁତର ହୋଇଛନ୍ତି। ଏନେଇ ପୋଲିସକୁ ଖବର ଦେବାରୁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri