+୨ ପରୀକ୍ଷା ତାରିଖ ଘୋଷଣା: ୨ ପର୍ଯ୍ୟାୟରେ ହେବ ପରୀକ୍ଷା

ଭୁବନେଶ୍ୱର,୫।୧୦: ଯୁକ୍ତ ଦୁଇ ପରୀକ୍ଷା ତାରିଖ ଶନିବାର ଘୋଷଣା ହୋଇଛି। ଦୁଇଟି ପର୍ଯ୍ୟାୟରେ ପରୀକ୍ଷା ହେବ ବୋଲି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡା ସୂଚନା ଦେଇଛନ୍ତି।
ଆସନ୍ତା ଡିସେମ୍ବର ୨୬ ରୁ ୩୦ ଯାଏ ଇଣ୍ଟରନାଲ ପରୀକ୍ଷା ଅନୁଷ୍ଠିତ ହେବ। ଏହାପରେ ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨ ରୁ ୧୨ ଭିତରେ ହେବ। ଅନ୍ୟପଟେ ଫେବ୍ରୁଆରୀ ୧୫ ରୁ ମାର୍ଚ୍ଚ ୨୦ ଭିତରେ ମେନ ପରୀକ୍ଷା ହେବ। ପରୀକ୍ଷା ସରିବାର ୪୫ ଦିନ ଭିତରେ ଫଳାଫଳ ବାହାରିବ ବୋଲି ଜଣାପଡିଛି। ତେବେ କଲେଜରେ ୭୫% ଉପସ୍ଥାନ ନ ଥିଲେ, ଆଡମିଟ କାର୍ଡ ମିଳିବନି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଶାରଳାଙ୍କ ମନ୍ଦିରରେ ବଦଳିଲା ଘିଅ

ଜଗତସିଂହପୁର,୫ା୧୦: ଜଗତସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିରରେ ବ୍ୟବହୃତ ଘିଅ ବଦଳାଯାଇଛି। ଭଣ୍ଡାରରେ ଗଚ୍ଛିତ ଥିବା ୨୫ ଟିଣ ଫେରସ୍ତ ପରେ ମନ୍ଦିର...

ଏହି ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୫।୧୦: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ୨ ଦିନ ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ମୁଖ୍ୟମନ୍ତ୍ରୀ ଗୋଟିଏ ନିଷ୍ପତ୍ତି ପାଇଁ କେଉଁ ଚାରିଜଣଙ୍କୁ ପଚାରୁଛନ୍ତି? ତେର୍ଚ୍ଛାବାଣ ମାରିଲେ ପ୍ରସନ୍ନ, କହିଲେ…

ସମ୍ବଲପୁର,୫।୧୦: ପଶ୍ଚିମ ଓଡ଼ିଶାରେ ଜନସମ୍ପର୍କ ପଦଯାତ୍ରା ଚାଲିଥିବା ବେଳେ ଭାଜପାକୁ ଟାର୍ଗେଟ କରିଛନ୍ତି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ। ଦଳକୁ ମଜଭୁତ କରିବାକୁ ଜନସମ୍ପର୍କ ପଦଯାତ୍ରା କରୁଥିବା...

ପିଏମ୍‌ ଓ ସିଏମ କିଷାନକୁ କୃଷି ସଚିବଙ୍କ ବଡ଼ ବୟାନ : ଶୀଘ୍ରଶୀଘ୍ର କରନ୍ତୁ…

ଭୁବନେଶ୍ୱର, ୫।୧୦: ପିଏମ୍‌ ଓ ସିଏମ କିଷାନକୁ ନେଇ ଖୁସି ଖବର। ବଡ ବୟାନ ଦେଲେ କୃଷି ସଚିବ ଅରବିନ୍ଦ ପାଢୀ। ସଚିବ ପାଢ଼ୀ କହିଛନ୍ତି,ଯୋଜନାରୁ...

ନବୀନଙ୍କୁ ଧର୍ମେନ୍ଦ୍ରଙ୍କ କଡ଼ା ଟାର୍ଗେଟ୍‌, କହିଲେ ଲୋକେ ଯେଉଁ ଭୂମିକା ଦେଇଛନ୍ତି…

ଭୁବନେଶ୍ୱର,୫ା୧୦: ଶନିବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। କିଛିଦିନ ତଳେ ଭାଜପା...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ରାଜ୍ୟରେ…

ଭୁବନେଶ୍ୱର,୫ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଶହୀଦ ବାଜି ରାଉତଙ୍କ ଜୟନ୍ତୀକୁ ଏଣିକି ସରକାରୀସ୍ତରରେ ପାଳନ...

ଘାଟ ଜଗିଛି କୁମ୍ଭୀର: କୁଆଖାଇରେ କୁମ୍ଭୀର ଦେଖି ଲୋକେ ଛାନିଆ

ଭୁବନେଶ୍ୱର,୫।୧୦: ଘାଟ ଜଗିଛି କୁମ୍ଭୀର। କୁଆଖାଇରେ ବୁଲୁଛି କୁମ୍ଭୀର। ଶନିବାର ସକାଳୁ କିଛି ଲୋକେ ଗାଧୋଇବାକୁ ଯାଇଥିବା ବେଳେ ନଦୀ ପଠାରେ କୁମ୍ଭୀର ଶୋଇଥିବା ଦେଖିବାକୁ...

ପୁନଃଗଠନ ହେବ OSDMA, ବଢ଼ିବ କର୍ମଚାରୀଙ୍କ ସଂଖ୍ୟା

ଭୁବନେଶ୍ୱର,୫ା୧୦: ରାଜ୍ୟରେ ପୁନଃଗଠନ ହେବ ଓସଡମା। ଏନେଇ ବିଜ୍ଞପ୍ତି ଜାରି କରିଛି ବିଭାଗ। ଓସଡମାରେ ୧୦୨ କର୍ମଚାରୀଙ୍କ ମଧ୍ୟରୁ ୧୦ ପୋଷ୍ଟ ରଦ୍ଦ ହୋଇଥିବାବେଳେ ୩୭...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri