ଫେବୃୟାରୀ ୧୬ରୁ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର,୧୫ା୧୨: ଆସନ୍ତା ଫେବୃୟାରୀ ୧୬ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ପରୀକ୍ଷା ଫେବୃୟାରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ।

କାଉନ୍‌ସିଲର ବିଜ୍ଞପ୍ତି ଅନୁଯାୟୀ, ଫେବୃୟାରୀ ୧୬ରୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବ। ୧୭ରୁ ବାଣିଜ୍ୟ ଏବଂ କଳା ପରୀକ୍ଷା ଆରମ୍ଭ ହେବ।

Share