୧ ବିଲିୟନ୍‌ ଡଲାର ଠକେଇ ମାମଲାରେ ୨ ଭାରତୀୟ ବଂଶୋଦ୍ଭବ ଦୋଷୀ

ନ୍ୟୁୟର୍କ, ୧୩।୪: ଆମେରିକା ଶିକାଗୋସ୍ଥିତ ଏକ ଷ୍ଟାର୍ଟଅପ୍‌ କମ୍ପାନୀର ୨ ଭାରତୀୟ ବଂଶୋଦ୍ଭବ ଏକ୍‌ଜିକ୍ୟୁଟିଭ୍‌ ୧ ବିଲିୟନ୍‌ ଡଲାର ଠକେଇ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଠକେଇ ସ୍କିମ୍‌ରେ କମ୍ପାନୀର ଗ୍ରାହକ, ନିବେଶକଙ୍କଠାରୁ ଏହି ଅର୍ଥ ନିଆଯାଇଥିବା ଆମେରିକାର ଫେଡେରାଲ୍‌ ଜ୍ୟୁରି ପକ୍ଷରୁ ମାମଲାର ଶୁଣାଣିବେଳେ କୁହାଯାଇଛି। ୧୦ ସପ୍ତାହର ଟ୍ରାଏଲ୍‌ ପରେ ହେଲ୍‌ଥ ଟେକ୍ନୋଲୋଜି କମ୍ପାନୀର ସହ-ପ୍ରତିଷ୍ଠାତା ଏବଂ ପୂର୍ବତନ ସିଇଓ ଋଷି ଶାହ ୨୨ରୁ ୧୯ କାଉଣ୍ଟରେ ଦୋଷୀ ହୋଇଥିବାବେଳେ କମ୍ପାନୀର ପୂର୍ବତନ ଅଧ୍ୟକ୍ଷା ଶ୍ରଦ୍ଧା ଅଗ୍ରଓ୍ବାଲ ୧୭ରୁ ୧୫ଟି କାଉଣ୍ଟରେ ଏବଂ ପୂର୍ବତନ ଚିଫ୍‌ ଅପରେଟର ଅଫିସର ବ୍ରାଡ୍‌ ପର୍ଡି ଦୋଷୀ ସାବ୍ୟସ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଫେବୃଆରୀ ୧୨ ସୁଦ୍ଧା ହାଜର ହୁଅନ୍ତୁ, ନହେଲେ…’ ଶେଖ ହାସିନାଙ୍କ ଚିନ୍ତା ବଢାଇଲେ ୟୁନୁସ୍‌, କଲେ ଏମିତି…

ଢାକା,୬।୧: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ସମସ୍ୟା କମିବାର ନାଁ ଧରୁନାହିଁ। ଦେଶର ଅନ୍ତର୍ଜାତୀୟ ଅପରାଧିକ ଟ୍ରିବ୍ୟୁନାଲ ହାସିନା ଏବଂ ତାଙ୍କ ପୂର୍ବତନ ପ୍ରତିରକ୍ଷା...

ମାଡି ଆସୁଛି ଭୟଙ୍କର ବରଫ ଝଡ଼: ଆମେରିକାରେ ହାଇଆଲର୍ଟ

ଓ୍ବାଶିଂଟନ୍‌,୬।୧: ପ୍ରବଳ ଥଣ୍ଡା ସାଙ୍ଗକୁ ବରଫ ଝଡ଼ ଆମେରିକାବାସୀଙ୍କୁ କଲବଲ କରୁଛି। ଚାରିଆଡେ ଜୁଆଡେ ଦେଖିବ ବରଫ ହିଁ ବରଫ। ଘର, ରାସ୍ତାଘାଟ ଉପରେ ବରଫର...

ଦକ୍ଷିଣ କୋରିଆ ପହଞ୍ଚିଲେ ଆମେରିକା ବୈଦେଶିକ ମନ୍ତ୍ରୀ, ଏପଟେ ମିଶାଇଲ ପରୀକ୍ଷା କଲେ ଏକଛତ୍ରବାଦୀ ଶାସକ

ସିଓଲ,୬।୧: ସୋମବାର ଉତ୍ତର କୋରିଆ ଏକ ମଧ୍ୟବର୍ତ୍ତୀ ରେଞ୍ଜ ବାଲିଷ୍ଟିକ କ୍ଷେପଣାସ୍ତ୍ରକୁ ସମୁଦ୍ରରେ ଫିଙ୍ଗି ଦେଇଥିଲା। ଦକ୍ଷିଣ କୋରିଆରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ଆମେରିକାର...

ଟ୍ରମ୍ପ୍‌ଙ୍କ ଶପଥ ସମାରୋହରେ ଅର୍ଦ୍ଧନମିତ ରହିବ ଆମେରିକା ପତାକା: ଜାଣନ୍ତୁ ଏହାର କାରଣ

ଓ୍ବାଶିଂଟନ, ୫।୧: ଆସନ୍ତା ୨୦ ତାରିଖରେ ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ୍‌ ଶପଥ ନେବାକୁ ଯାଉଛନ୍ତି। କିନ୍ତୁ ଏହି ସମୟରେ ପୂରା ଦେଶରେ...

HMPV ନୁହେଁ ଚାଇନାରେ ମାଡିଗଲାଣି ଆଉ ଏକ ଭାଇରସ, ଫୁସଫୁସରେ ହେଉଛି…ଭାରତରେ ହାଇ ଆଲର୍ଟ!

ନୂଆଦିଲ୍ଲୀ,୬।୧: ଚାଇନାରେ ହ୍ୟୁମାନ ମେଟାପ୍ନୁମୋଭାଇରସ ମାମଲା ରିପୋର୍ଟ ହୋଇଛି। ଏହି ଭାଇରସ ଶ୍ୱାସକ୍ରିୟା ଦ୍ୱାରା ସଂକ୍ରମିତ ହୋଇ ବ୍ୟାପିବାରେ ଲାଗିଛି। ଏଯାଏ ୨ଟି ଶିଶୁ ଆକ୍ରାନ୍ତ...

ଭାରତ ସହ ତୁତୁମେମେ ଭିତରେ ବାଂଲାଦେଶ ନେଲା ବଡ ନିଷ୍ପତ୍ତି! ଏହି କାର୍ଯ୍ୟକ୍ରମକୁ କଲା ରଦ୍ଦ

ଢାକା,୬।୧: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ରବିବାର (ଜାନୁୟାରୀ ୫) ଭାରତରେ ଯୋଜନା କରାଯାଇଥିବା ନ୍ୟାୟିକ ତାଲିମ କାର୍ଯ୍ୟକ୍ରମ ବାତିଲ କରିବାକୁ ଘୋଷଣା କରିଛି। ଏହି କାର୍ଯ୍ୟକ୍ରମ...

୬୬ ବର୍ଷ ପୂର୍ବରୁ ପୃଥିବୀରେ ଅଛି HMPV Virus, ଅଣଦେଖା କରିବାରୁ ନେଉଛି ପ୍ରତିଶୋଧ! ଜାଣନ୍ତୁ ଏହା କେତେ ଭୟଙ୍କର

ବେଜିଂ/ନୂଆଦିଲ୍ଲୀ,୬।୧: ବିଶ୍ୱରେ ଅନେକ ପ୍ରକାରର ଭାଇରସ ଅଛନ୍ତି, ସେଥିମଧ୍ୟରୁ କେତେକ ବିପଜ୍ଜନକ ହୋଇଥିବାବେଳେ କେତେକ କମ କ୍ଷତିକାରକ। ଏହି ଜୀବାଣୁ ଉପରେ ଅଧ୍ୟୟନ କରିବା ପରେ...

ସାରା ବିଶ୍ୱରେ ଖେଳିଗଲା ଆତଙ୍କ: ଆଉ ୨ ଦେଶକୁ ବ୍ୟାପିଲା ଚାଇନାର ଏଚ୍‌ଏମ୍‌ପିଭି ଭାଇରସ୍‌

ବେଜିଂ,୬।୧: କୋଭିଡ-୧୯ ମହାମାରୀର ପ୍ରାୟ ୫ ବର୍ଷ ପରେ ଚାଇନାଏକ ନୂତନ ସ୍ବାସ୍ଥ୍ୟ ସଙ୍କଟ ଦେଇ ଗତି କରୁଛି। ଏଥର ଚାଇନାରେ ହ୍ୟୁମାନ ମେଟାପ୍ନୁମୋଭାଇରସ (ଏଚ୍‌ଏମ୍‌ପିଭି)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri