ଟ୍ରକ୍‌ ଦୁର୍ଘଟଣାରେ ୨ ବୀମା କମ୍ପାନୀ କର୍ମଚାରୀଙ୍କ ଜୀବନ ଗଲା

ଅତାବିରା,୧୩ା୧୧(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଦେବାହାଲ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୋଇଲା ବୋଝେଇ ଟ୍ରକ୍‌ ଚାପାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ସମ୍ବଲପୁର ସଦର ଥାନା ଅଞ୍ଚଳର ସୁମନ୍ତ ଦେବନାଥ(୩୦) ଓ କମଲେଶ ସାହୁ(୨୪) । ପୋଲିସ ଟ୍ରକ୍‌ ଡ୍ରାଇଭରଙ୍କୁ ଗିରଫ କରିଥିବା ବେଳେ ଜିଲା ମୁଖ୍ୟ ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ କରାଇଛି। ମୃତକମାନେ ଏକ ବୀମା କମ୍ପାନୀର କର୍ମଚାରୀ ଏବଂ ସେମାନେ ବରଗଡ଼କୁ ଆସି ସମ୍ବଲପୁର ଫେରୁଥିବା ବାଟରେ ସଡ଼କ ଦୁର୍ଘଟଣା ଘଟିଥିଲା। ଏପରିକି ବାଇକ୍‌କୁ ଧକ୍କା ଦେଇ ଘଟଣାସ୍ଥଳରେ ଟ୍ରକ୍‌ ମଧ୍ୟ ଓଲଟି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଦୀପାଳିଙ୍କ ନାଁରେ ଏତଲା? 

କାହିଁକି ଦୀପାଳିଙ୍କ ନାରେ ଏତଲା? ଭୁବନେଶ୍ୱର,୨୨।୯: ଝାରସୁଗୁଡ଼ାର ପୂର୍ବତନ ବିଧାୟକ ଦୀପାଳି ଦାସ ଓ ରେଙ୍ଗାଲି ବିଧାୟକ ସୁଦର୍ଶନ ହରିପାଲଙ୍କ ନାଁରେ ଏତଲା  ହୋଇଛି। ସମ୍ବଲପୁରସ୍ଥିତ...

ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣା: କର୍ମୀଙ୍କ ସହ କଥା ହୋଇ ଉପମୁଖ୍ୟମନ୍ତ୍ରୀ କହିଲେ…

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼...

କଂଗ୍ରେସ ବିଜେଡି ମେଣ୍ଟ: ବିଜେଡିର ଚକ୍ରାନ୍ତ ଲୋକମାନେ ଜାଣନ୍ତି ଦେବାଶିଷ…

ଜାଣିଛନ୍ତଭୁବନେଶ୍ୱର,୨୨।୯: ଦରକାର ପଡିଲେ କଂଗ୍ରେସ ସହ ହାତ ମିଳେଇବୁ। ଆଉ ରାଜ୍ୟରେ ସରକାର ଗଢିବୁ। ଖୋଲା ମଞ୍ଚରେ ଏଭଳି ଚାଞ୍ଚଲ୍ୟକର ମନ୍ତବ୍ୟ ରଖିଛନ୍ତି ବିଜେଡି ଏମ୍‌ପି...

ଓଡ଼ିଶାରେ ହେବ ବିଜେଡି-କଂଗ୍ରେସ ମେଣ୍ଟ! ଭିତିରି ପ୍ଲାନ କହିଦେଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର,୨୨।୯: ଦରକାର ପଡିଲେ କଂଗ୍ରେସ ସହ ହାତ ମିଳେଇବୁ। ଆଉ ରାଜ୍ୟରେ ସରକାର ଗଢିବୁ। ଖୋଲା ମଞ୍ଚରେ ଏଭଳି ଚାଞ୍ଚଲ୍ୟକର ମନ୍ତବ୍ୟ ରଖିଛନ୍ତି ବିଜେଡି ଏମପି...

ନଦୀ ପାର୍‌ ହେଉଥିବାବେଳେ ପ୍ରଖର ସ୍ରୋତରେ ଭାସି ଯାଇଥିଲେ ବୃଦ୍ଧ, ଆଜି ମିଳିଲା ମୃତଦେହ

ତୁମୁଡ଼ିବନ୍ଧ,୨୨ା୯(ଦୀପକ କୁମାର ପରସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ମୁଣ୍ଡିଗଡ଼ ପଞ୍ଚାୟତର କାଣ୍ଡାମ ଗ୍ରାମରେ ଘଟିଛି ଏକ ଦୁଃଖଦ ଘଟଣା। ନଦୀରେ ଭାସିଯାଇ ଜଣେ...

ମଙ୍ଗଳବାର ଭୁବନେଶ୍ୱର ବନ୍ଦ, ହେବ ବଡ଼ ଆନ୍ଦୋଳନ…

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରି ଜେଲ୍‌ ଗଲେ ଦମ୍ପତି

ବ୍ରହ୍ମପୁର,୨୨ା୯(ସୁବାସ ଚନ୍ଦ୍ର ପାଢ଼ୀ): ଏକ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାର ବିଚାର କରି ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଡ. ଅରୁଣ କୁମାର ସାହୁ...

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri