୨ଜଣଙ୍କୁ ଦଳି ମାରିଦେଲା ଦନ୍ତା

ଦେବଗଡ଼,୨୭।୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ବନାଞ୍ଚଳ ଲଇମୁରା ଫରେଷ୍ଟ ସେକ୍ସନ ଟିପିରିସିଙ୍ଗା ଗ୍ରାମରେ ଏକ ଅଘଟଣ। ଏକ ଦନ୍ତା ହାତୀ ଘର ଭାଙ୍ଗି ୨ଜଣଙ୍କୁ ଦଳି ଦେଇଛି। ମୃତକ ଦ୍ୱୟ ହେଲେ ସୁରୁବାଲି କିଷାନ ଏବଂ ଖଇରି କିଷାନ।

ମିଳିଥିବା ସୂଚନା ମୁତାବକ, ଶୁକ୍ରବାର ବିଳମ୍ବିତ ରାତିରେ ଏକ ଦନ୍ତା ହାତୀ ଲଇମୁରା ଅଞ୍ଚଳକୁ ପଶି ଆସିଥିଲା। ଏପରିକି ହାତୀ ଉପଦ୍ରବ କରିବା ସହ ଏକ ଘର କାନ୍ଥ ଭାଙ୍ଗି ଦେଇଥିଲା। ଫଳରେ ଘରୁ ବାହାରି ସୁରୁବାଲି ଏବଂ ଖଇରି ଜୀବନ ବିକଳରେ ଦୌଡ଼ିବା ବେଳେ ସେମାନଙ୍କୁ ଦନ୍ତା ହାତୀ ଦଳି ଦେଇଥିଲା। ଫଳରେ ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ବନକର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଷ୍ଟିସ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ

ନୂଆଦିଲ୍ଲୀ,୨୧ା୩: ବିଚାରପତି ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବରେ ଶୁକ୍ରବାର ନିଯୁକ୍ତ କରାଯାଇଛି। ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି...

ବେଆଇନ ହୁକା ବାର୍ ଉପରେ ଚଢାଉ; ତମାଖୁ, ଧୂମପାନ ସାମଗ୍ରୀ ଜବତ

ବ୍ରହ୍ମପୁର,୨୧ା୩: ସହରରେ ଚାଲିଥିବା ବେଆଇନ ହୁକା ବାର୍ ଉପରେ ଏକାଧିକ ଚଢାଉ କରି ହୁକା ପାତ୍ର, ତମାଖୁ ଉତ୍ପାଦ ଏବଂ ଅନ୍ୟାନ୍ୟ ଧୂମପାନ ସାମଗ୍ରୀ ଜବତ...

ମଦ ବ୍ୟବସାୟୀଙ୍କ ଘରେ ଜାରି ରହିଛି ଚଢ଼ାଉ: ମିଳୁଛି ପୁଳାପୁଳା ଟଙ୍କା

ଅନୁଗୋଳ,୨୧ା୩: ଅନୁଗୋଳର ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ଘରେ ଆୟକର ବିଭାଗର ବଡ଼ ଧରଣର ରେଡ୍‌ ଜାରି ରହିଛି। ଶୁକ୍ରବାର ଦ୍ବିତୀୟ ଦିନରେ ଚଢ଼ାଉ ବେଳେ...

ଓଡ଼ିଶାରେ ୬ ଲକ୍ଷରୁ ଅଧିକ ଲୋକ ଭତ୍ତା ପାଇବାକୁ ଅପେକ୍ଷା କରିଛନ୍ତି: ମନ୍ତ୍ରୀ

ଭୁବନେଶ୍ୱର,୨୧ା୩: ବିଭିନ୍ନ ସାମାଜିକ କଲ୍ୟାଣ ଯୋଜନା ଅଧୀନରେ ଓଡ଼ିଶାରେ ୬ ଲକ୍ଷରୁ ଅଧିକ ଲୋକ ଭତ୍ତା ଲାଭ ପାଇବାକୁ ଅପେକ୍ଷା କରିଛନ୍ତି। ସାମାଜିକ ସୁରକ୍ଷା ଏବଂ...

କଟକରେ ଚାଞ୍ଚଲ୍ୟ: ପୋଲିସ ପୋଷାକ ପିନ୍ଧି ମହାନଦୀକୁ ଡେଇଁ ପଡ଼ିଲେ…

କଟକ,୨୧।୩: କଟକ ମୁଣ୍ଡଳୀ ମହାନଦୀ ବ୍ରିଜ ଉପରେ ଶୁକ୍ରବାର ଜଣେ ଯୁବକଙ୍କ ହାଇଡ୍ରାମା ଦେଖିବାକୁ ମିଳିଛି। ବ୍ୟାରେଜ ଗେଟ ଉପରେ ଚଢି ଯୁବକ ଜଣକ କିଛି...

ପାଇପ୍‌ ବିଛାଇ ଠିକାଦାର ଫେରାର, ଜଳକଷ୍ଟ ଭୋଗୁଛନ୍ତି ସାମନ୍ତରାପୁରବାସୀ

ଛତ୍ରପୁର,୨୧ା୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧିନସ୍ଥ ଭିକାରୀପଲୀ ପଞ୍ଚାୟତର ସାମନ୍ତରାପୁରରେ ପାନୀୟ ଜଳ ମୁଖ୍ୟ ସମସ୍ୟା। ବିଶେଷକରି ଗ୍ରୀଷ୍ମ ରୁତୁରେ ଏହି ସମସ୍ୟା...

ନବ ଦାସ ହତ୍ୟା ମାମଲା: ଝାରସୁଗୁଡ଼ା ବିମାନବନ୍ଦରରେ କ୍ରାଇମବ୍ରାଞ୍ଚର ଖୋଳତାଡ଼ ଆରମ୍ଭ

ଝାରସୁଗୁଡ଼ା,୨୧।୩: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ଟିମ୍‌ ଶୁକ୍ରବାର ଚତୁର୍ଥ ଦିନରେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚି ଖୋଳତାଡ଼ ଆରମ୍ଭ...

ପୁସ୍ତକରେ ପ୍ରତିଫଳିତ ହେଲା ବିଭୁ ଚେତନା

ପାଟଣା,୨୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ମୁଖ୍ୟାଳୟରେ ଗୁରୁବାର ରାତିରେ ବର୍ଷୀୟାନ କବୟିତ୍ରୀ ନକ୍ଷେତ୍ରମାଳା ମିଶ୍ରଙ୍କ ‘ସମର୍ପଣ’ କବିତା ପୁସ୍ତକ ଉନ୍ମୋଚିତ ହୋଇଛି। ଏଥିରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image