ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ!

ଭୁବନେଶ୍ୱର,୪।୭(ବ୍ୟୁରୋ): ଯୁକ୍ତ ଦୁଇ ପରୀକ୍ଷା ଫଳ ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ। ଏ ନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ସୋମବାର ଏହି ସୂଚନା ଦେଇଛନ୍ତି।
ଏପ୍ରିଲ ୨୮ ତାରିଖରେ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିଲା। ମୋଟ ୩ ଲକ୍ଷ ୨୧ ହଜାର ୫୦୮ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ବିଜ୍ଞାନରେ ୭୮ ହଜାର ୭୭ ଏବଂ ବାଣିଜ୍ୟରେ ୨୪ ହଜାର ୧୩୬ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେହିପରି ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁରେ ସର୍ବାଙ୍ଗ ଶରୀର ଦାନ କରିବେ ମହିଳା ଚାଷୀ ରାମବାଇ , ଚୁକ୍ତିପତ୍ରରେ କଲେ ସ୍ବାକ୍ଷର

ବରଗଡ଼, ୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ ବ୍ଲକ ଅନ୍ତର୍ଗତ ଜମୁର୍ଡା ଗ୍ରାମର ଚର୍ଚ୍ଚିତ ମହିଳା ଚାଷୀ ରାମବାଇ ଦାସ ଏବେ ପୁଣି ଚର୍ଚ୍ଚାରେ । ମୃତ୍ୟୁ ପରେ...

ରାଜ୍ୟରେ ବଢୁଛି ସ୍ବାମୀ ପରିତ୍ୟକ୍ତାଙ୍କ ସଂଖ୍ୟା, ସାଂଘାତିକ ବୟାନ ଦେଲେ ପ୍ରଭାତୀ

ଭୁବନେଶ୍ୱର,୨୯।୩: ରାଜ୍ୟରେ ବଢୁଛି ଅସହାୟ, ସ୍ବାମୀ ପରିତ୍ୟକ୍ତାଙ୍କ ସଂଖ୍ୟା । ଏନେଇ ଗୃହରେ ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଚଳିତ ବର୍ଷ ୧୧,୫୯୮...

ବଡ଼ ଖବର: ନଡ୍ଡା କରିବେ ସଭାପତି ଘୋଷଣା

ଭୁବନେଶ୍ୱର,୨୯।୩: ଓଡ଼ିଶା ଗସ୍ତରେ ଆସୁଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଏପ୍ରିଲ ୧୨ରେ ଓଡ଼ିଶା ଆସୁଛନ୍ତି ନଡ୍ଡା । ନଡ୍ଡାଙ୍କ ଗସ୍ତ ସମ୍ପର୍କରେ...

ସମ୍ବଲପୁରରେ ମଧ୍ୟାହ୍ନ ସୁଦ୍ଧା ୪୩ ପ୍ରତିଶତ ମତଦାନ

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଓକିଲ ସଂଘର ନିର୍ବାଚନ ପରିପ୍ରେକ୍ଷୀରେ ଜାରି ରହିଛି ମତଦାନ। ସମ୍ବଲପୁର ଓକିଲ ସଂଘ କାର୍ଯ୍ୟାଳୟ ପରିସରରେ ଶନିବାର ସକାଳ ସାଢ଼େ...

୪୧.୯୪ ଲକ୍ଷ ଟଙ୍କାର ଅନିୟମିତତା: ୨ ପୂର୍ବତନ ପାକ୍ସ ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବରଗଡ଼, ୨୯।୩(ପ୍ରେମାନନ୍ଦ ଖମାରୀ) – ଏକ ବଡ ଧାରଣର ଆର୍ଥିକ ଅନିୟମିତତା ମାମଲାରେ ଶନିବାର ଭିଜିଲାନ୍ସ ବରଗଡ଼ ଜିଲା କନସିଂହା ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ)ର...

ପୁରୀ ବାର୍‌ ଆସୋସିଏଶନ୍‌ରେ ଚାଲୁରହିଛି ମତଦାନ

ପୁରୀ,୨୯ା୩: ଶନିବାର ରାଜ୍ୟର ୧୫୬ ବାର୍‌ରେ ନିର୍ବାଚନ ଅନୁଷ୍ଠିତ ହେଉଛି। କାର୍ଯ୍ୟରତ ଆଇନଜୀବୀମାନେ ଏହି ନିର୍ବାଚନରେ ଭାଗ ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ପୁରୀ ବାର୍‌...

ଚାକିରି ଛାଡିଲେ ପାଣ୍ଡିଆନଙ୍କ ସ୍ତ୍ରୀ Sujata Karthikeyan, ଆଗକୁ କରିବେ କ’ଣ?

ଭୁବନେଶ୍ୱର,୨୯।୩: ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବଡ଼ ଖବର। IAS ଚାକିରିରୁ ଅବସର ନେଇଛନ୍ତି ସୁଜାତା କାର୍ତ୍ତିକେୟନ। ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ୨୦୦୦ବ୍ୟାଚର ଆଇଏଏସ ଅଧିକାରୀ। ତେବେ...

ଓକିଲ ସଂଘ ନିର୍ବାଚନ: ପୂର୍ବାହ୍ନ ୧୧ଟା ସୁଦ୍ଧା ୫୦% ମତଦାନ

ଖୋର୍ଦ୍ଧା,୨୯ା୩(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା କୋର୍ଟ ପରିସରରେ ଖୋର୍ଦ୍ଧା ଜିଲା ଓକିଲ ସଂଘର ମତାମତ ଚାଲିଛି। ୩୬୧ ମତଦାତା ରହିଥିବା ବେଳେ ପୂର୍ବାହ୍ନ ୧୧ଟା ସୁଦ୍ଧା ୫୦%...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image