ଛାତ୍ରୀଙ୍କୁ ବଳାତ୍କାର କରି ଜେଲ ଗଲେ ୨ ଶିକ୍ଷକ

ଉମରକୋଟ,୧୧।୧୧(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟରେ ଛାତ୍ରୀଙ୍କୁ ବଳାତ୍କାର ମାମଲାରେ ଦୁଇ ଶିକ୍ଷକ ଗିରଫ ହୋଇଛନ୍ତି। ଗିରଫ ଶିକ୍ଷକ ହେଲେ ସ୍କୁଲର ପ୍ରଧାନ ଶିକ୍ଷକ ସୁଚନ୍ଦ୍ର ବିଶ୍ୱାସ ଓ ସହକାରୀ ଶିକ୍ଷକ କେଶବ ମାଝି ।
କୁନ୍ଦେଇ ପୁଲିସ ସେମାନଙ୍କୁ ଗିରଫ କରିବା ପରେ ନବରଙ୍ଗପୁର ଅତିରିକ୍ତ ଜଲା ପୋକ୍ସୋ କୋର୍ଟରେ ହାଜର କରିଥିଲା । ଜାମିନ ନାମଞ୍ଜୁର ହେବା ପରେ ଉଭୟ ଜେଲ ଯାଇଛନ୍ତି।
Share