Posted inଜାତୀୟ

ସୁରକ୍ଷାବାହିନୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିପାତ

ଶ୍ରୀନଗର,୧୦।୧୦: ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାର କୋକେରନାଗର ଟେଙ୍ଗପୋ ଗ୍ରାମରେ ସୋମବାର ସୁରକ୍ଷାବାହିନୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ ଜଣ ଆତଙ୍କବାଦୀଙ୍କର ମୃତ୍ୟୁ ଘଟିଛି। ଏନେଇ କଶ୍ମୀର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ସୁରକ୍ଷାବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା । ଏଥିରେ ଜଣେ ଆତଙ୍କୀ ନିପାତ କରିବାରେ ସଫଳ ହୋଇଛି ସୁରକ୍ଷାବାହିନୀ । ବର୍ତ୍ତମାନ ମଧ୍ୟ ସର୍ଚ୍ଚ ଅପରେସନ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିରେ ଗଦ୍‌ଗଦ୍‌ ଅଜିତ ପାଓ୍ବାର: ଭଣଜାଙ୍କୁ କହିଦେଲେ ଏମିତି କଥା

ପୁଣେ,୨୫।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିଜୟ ପରେ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ଆତ୍ମବିଶ୍ୱାସ ଚରମ ସୀମାରେ ରହିଛି। ସେ ଭଣଜା ରୋହିତ ପାୱାରଙ୍କ ବିଜୟକୁ...

ପାର୍ଲାମେଣ୍ଟକୁ ସାଇକେଲରେ ଆସିଲେ ଟିଡିପି ଏମ୍‌ପି

ନୂଆଦିଲ୍ଲୀ,୨୫।୧୧: ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ସୋମବାର ଆରମ୍ଭ ହୋଇଯାଇଛି। ଅଧିବେଶନରେ ଯୋଗଦେବାକୁ ଟିଡିପି ଏମ୍‌ପି ଆପାଲା ନାଇଡୁ ସାଇକେଲରେ ଆସି ପାର୍ଲାମେଣ୍ଟରେ ପହଞ୍ଚିଥିଲେ। ଏହି ଅବସରରେ...

୧୫୫ ଖଣ୍ଡ ଭୋଟ ମିଳିବା ପରେ ଟ୍ରୋଲ ହେଉଛନ୍ତି ଏହି ଅଭିନେତା: ଜବାବ ମିଳିଲା ଏମିତି…

ପୁଣେ,୨୫।୧୧: ନଭେମ୍ବର ୨୦ରେ ମହାରାଷ୍ଟ୍ରରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା ଏବଂ ନଭେମ୍ବର ୨୩ରେ ଭୋଟ ଗଣତି ପରେ ଫଳାଫଳ ଘୋଷଣା କରାଯାଇଥିଲା। ଏହି ନିର୍ବାଚନରେ ଅନେକ...

ଶୀତକାଳୀନ ଅଧିବେଶନ ଆରମ୍ଭରୁ ହୋ-ହଲ୍ଲା: ଗୃହକୁ ସ୍ଥଗିତ ରଖିଲେ ବାଚସ୍ପତି

ନୂଆଦିଲ୍ଲୀ,୨୫ା୧୧: ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ସୋମବାର ଆରମ୍ଭ ହୋଇଯାଇଛି। ବାଚସ୍ପତି ଓମ୍‌ ବିର୍ଲା ଅଧିବେଶନ ଆରମ୍ଭରେ ଲୋକ ସଭାରେ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଏହି...

ଶୀତ ଅଧିବେଶନ ପୂର୍ବରୁ ବିପକ୍ଷଙ୍କୁ ଟାର୍ଗେଟ୍‌ କଲେ ମୋଦି

ନୂଆଦିଲ୍ଲୀ,୨୫।୧୧: ଶୀତ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣମାଧ୍ୟମକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଶୀତ ଅଧିବେଶନ ଆଜିଠାରୁ ଆରମ୍ଭ ହେଉଛି ଏବଂ ପରିବେଶ...

ସ୍ବାମୀଙ୍କ ନାଁରେ ଏମିତି ଅଭିଯୋଗ ଆଣିଲେ ନବବିବାହିତା: ମୁଣ୍ଡରେ ହାତ ଦେଲା ପୋଲିସ

ନୂଆଦିଲ୍ଲୀ,୨୫।୧୧: ଉତ୍ତର ପ୍ରଦେଶର ଆଗ୍ରାରେ ଏକ ଅଜବ ଘଟଣା ଘଟିଛି। ଜଣେ ନବବିବାହିତ ସ୍ବାମୀଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ଲିପଷ୍ଟିକ ଏବଂ ପାଉଡର ଆଣିବାକୁ...

ମେଣ୍ଟ ସହଯୋଗୀଙ୍କ ମଧ୍ୟରେ ସମନ୍ବୟ ନ ଥିଲା: କଂଗ୍ରେସ

ମୁମ୍ବାଇ, ୨୫।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ପରାଜୟ ପରେ ମହା ବିକାଶ ଅଘାଡ଼ି ମେଣ୍ଟରେ ଆରୋପ ପ୍ରତ୍ୟାରୋପ ରାଜନୀତି ଆରମ୍ଭ ହୋଇଛି। ମହା ବିକାଶ ଅଘାଡ଼ି(ଏମ୍‌ଭିଏ)...

ପୋଲିସ ଗୁଳିରେ ୪ ମୃତ

ସମ୍ଭଲ(ୟୁପି),୨୫ା୧୧: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଏକ ମସ୍‌ଜିଦରେ ରବିବାର ସକାଳେ ସର୍ଭେ ଚାଲିଥିବାବେଳେ ପୋଲିସ ଓ ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri