Advertisement
Categories: ଜାତୀୟ

ଛତିଶଗଡ଼ ମାଓବାଦୀ ଆକ୍ରମଣ: ୨ ମୃତ

ସୁକମା,୨।୫: ଚତିଶଗଡ଼ର ସୁକମା ଜିଲାରେ ଥିବା କିସ୍ତରାମ ଅଞ୍ଚଳରେ ମାଓବାଦୀଙ୍କ ବର୍ବରତା ପୁଣି ଥରେ ଦେଖିବାକୁ ମିଳିଛି। ବୁଧବାର ରାତିରେ ଏଠାରେ ମାଓବାଦୀଙ୍କ ଆକ୍ରମଣରେ ୨ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଠାରେ ବାରମ୍ବାର ମାଓବାଦୀଙ୍କ ବର୍ବରତା ଯୋଗୁ ଗ୍ରାମବାସୀ ଭୟଭିତ ହୋଇ ରହିଛନ୍ତି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share