ଆମ୍ବ ଟାକୁଆ ଖାଇ ୬ ଗୁରୁତରଙ୍କ ମଧ୍ୟରୁ ୨ ହେବେ କଟକ ରେଫର: ସରପଞ୍ଚ କହିଲେ…

ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ): ମାଣ୍ଡିପଙ୍କା ଗ୍ରାମର ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଏବେ ମଧ୍ୟ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ତେବେ ସେମାନଙ୍କ ମଧ୍ୟରେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେ ହେଲେ ମଧ୍ୟରୁ ଜିତା ମାଝୀ ଏବଂ ଟୁନି ମାଝୀ। ତାଙ୍କୁ ସେଠାକାର ଡାକ୍ତର ଅଧିକା ଚିକିତ୍ସା ପାଇଁ କଟକ ଯିବାକୁ ପରାମର୍ଶ ଦେଇଛନ୍ତି। ସେମାନଙ୍କୁ କଟକ ନିଆଯିବ ବୋଲି ଗଦାପୁର ସରପଞ୍ଚ କୁମାରୀ ମଲିକ ସୂଚନା ଦେଇଛନ୍ତି।
ପ୍ରକାଶ ଥାଉକି, ସରପଞ୍ଚ ଗତ ୨ ଦିନ ହେଲା ବ୍ରହ୍ମପୁର ବଡ଼ ମେଡିକାଲରେ ରୋଗୀଙ୍କ ସହ ଉପସ୍ଥିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ

ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା...

ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର...

ଟ୍ରଲିବ୍ୟାଗ୍‌ରୁ ମିଳିଲା ଓଠ ସିଲ୍‌ ଥିବା ଯୁବତୀଙ୍କ ମୃତଦେହ

କୋଲକାତା,୨୨।୪: କୋଲକାତା ଉପକଣ୍ଠ ବାଗୁଇହାଟିର ଏକ ରାସ୍ତା ପାର୍ଶ୍ୱରେ ପଡ଼ିରହିଥିବା ଟ୍ରଲିବ୍ୟାଗ୍‌ରୁ ଜଣେ ଯୁବତୀଙ୍କ ଓଠ ସିଲ୍‌ ହୋଇଥିବା ମୃତଦେହ ମିଳିଛି। ସୋମବାର ରାତିରେ କେହି...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ (+୩) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା...

ବଜ୍ରପାତ: ଦୁଇ ଶିଶୁଙ୍କ ସମେତ ୫ ଆହତ

ରାମଗିରି,୨୨ା୪(ବୃନ୍ଦାବନ ଗୌଡ଼): ଆର.ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ଅନ୍ତର୍ଗତ ତୁବୁରୁସିଂ ଗ୍ରାମରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ଏଥିରେ ୨ ଶିଶୁଙ୍କ ସମେତ ୫...

ଅଂଶୁଘାତରେ ନିର୍ବାହୀ ଅଧିକାରୀ ଗୁରୁତର

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ପିଇଓ କାଳିଆ ମଲ୍ଲିକ ମଙ୍ଗଳବାର ଅଂଶୁଘାତରେ ଗୁରୁତର...

ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି...

୮ ବର୍ଷ ପରେ ପୁଅକୁ ଖୋଜି ପାଇଲେ ମା’

ମୋହନା,୨୨ା୪ମନ୍ମଥ ମିଶ୍ର): ମା’ର ମମତା ଅନନ୍ୟ। ସେ ଯେଉଁଠି ଯେଉଁ ଅବସ୍ଥାରେ ଥିଲେ ମଧ୍ୟ ନିଜ ସନ୍ତାନକୁ ଝୁରି ହୋଇଥାଏ। ଗଜପତି ଜିଲା ପାରଳାଖେମୁଣ୍ଡି ମୋହନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image