ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ୨ ଯୁବକଙ୍କ ଜୀବନ ଗଲା

ପୁରୀ,୧।୧୦(ଅଜିତ କୂମାର ମହାନ୍ତି): ପୁରୀର ନରେନ୍ଦ୍ର ପୁଷ୍କରିଣୀଠାରେ ମଙ୍ଗଳବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟିଛି। ଜେଜେ ମା’ଙ୍କ ଶ୍ରାଦ୍ଧ ଦେବାପାଇଁ ପୁରୀ ଆସିଥିବା ଦୁଇଜଣ ବ୍ୟକ୍ତି ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି।

ସୂଚନାଯୋଗ୍ୟ, ବର୍ତ୍ତମାନ ପିତୃପକ୍ଷ ଚାଲିଥିବାରୁ ରାଜ୍ୟ ତଥା ରାଜ୍ୟ ବାହାରୁ ଲୋକମାନେ ଆସି ପୁରୀରେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦେଉଛନ୍ତି। ଏହି ପରିପରେକ୍ଷୀରେ ପିତୃପକ୍ଷଙ୍କୁ ଶ୍ରାଦ୍ଧ ଦେବା ନିମନ୍ତେ ଆନ୍ଧ୍ରପ୍ରଦେଶ ଇଚ୍ଛାପୁରମର ନଳୀନିକାନ୍ତ ତ୍ରିପାଠୀ ଓ ଗଞ୍ଜାମ କୁକୁଡ଼ାଖଣ୍ଡିର ରାଜକିରଣ ଶତପଥୀ ନରେନ୍ଦ୍ର ପୁଷ୍କରିଣୀର ଦଶତୁଠଠାରେ ଗାଧାଉଥିବାବେଳେ ପୋଖରୀରେ ବୁଡି ଯାଇଥିଲେ।

ଏ ନେଇ ଅଗ୍ନିଶମ ବିଭାଗକୁ ସୂଚନା ପ୍ରଦାନ କରାଯାଇଥିଲା। ଅଗ୍ନିଶମ ବିଭାଗ ଦାରା ଖୋଜାଖୋଜି କରିବା ପରେ ଦୁଇଜଣଙ୍କୁ ପୋଖରୀ ମଧ୍ୟରୁ ଉଦ୍ଧାର କରାଯାଇ ମେଡିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ପରୀକ୍ଷା କରି ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ହତ୍ୟାକାରୀ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୧୦(ସୁବାସ ଚନ୍ଦ୍ର ପାଢୀ): ବ୍ରହ୍ମପୁର ଜିଲା ଜଜ-୧ ଡ. ଇନ୍ଦୁ ଶର୍ମା ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି । ଉପଯୁକ୍ତ...

ରାଜ୍ୟରେ କେବେଠୁ ଲାଗୁହେବ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟବୀମା? ମନ୍ତ୍ରୀ କହିଲେ…

ଭୁବନେଶ୍ୱର୧।୧୦: ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନଆରୋଗ୍ୟ ସ୍ବାସ୍ଥ୍ୟବୀମା ଖୁବଶୀଘ୍ର ଲାଗୁ ହେବା ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ମଙ୍ଗଳବାର ସୂଚନାଦେଇଛନ୍ତି। ୧ କୋଟି...

ମହାପ୍ରଭୁଙ୍କ ରୋଷେଇରେ ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗ: ଶ୍ରୀମନ୍ଦିର ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ

ପୁରୀ,୧।୧୦: ଶ୍ରୀମନ୍ଦିରରେ ରୋଷେଇରେ ଲୁହା କଡ଼େଇ ବ୍ୟବହାରକୁ ନେଇ ମଙ୍ଗଳବାର ପ୍ରଶାସନ ବନ କାର୍ଯ୍ୟାନୁଷ୍ଠାନ ନେଇଛି। ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ...

ପ୍ରଧାନଶିକ୍ଷୟିତ୍ରୀଙ୍କ ବିରୋଧରେ ଛାତ୍ରୀଙ୍କ ଅଭିନବ ପ୍ରତିବାଦ: ପାଦରେ ୨୧ କିମି ଚାଲି ଚାଲି…

ଭବାନୀପାଟଣା/ଥୁଆମୂଳ ରାମପୁର,୧।୧୦ (ଉତ୍ତମ କୁମାର ଦାଶ/ଦୁର୍ଗା କିର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କିଆପଦରର କସ୍ତୁରବା ଗାନ୍ଧୀ ବିଦ୍ୟାଳୟରେ ମଙ୍ଗଳବାର ସ୍ଥାନୀୟ ଛାତ୍ରୀଙ୍କ ଅଭିନବ ପ୍ରତିବାଦ...

ଭିଜିଲାନ୍ସ ଜାଲରେ ଫୁଡ୍ ସେଫ୍ଟି ଅଫିସର: ଲାଞ୍ଚନେଇ ….

କେନ୍ଦ୍ରାପଡା,୧ା୧୦: କେନ୍ଦ୍ରାପଡାର ଫୁଡ୍ ସେଫ୍ଟି ଅଫିସର ବିଭାଷ ମଜୁମଦାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଲାଇସେନ୍ସ କରାଇ ଦେବା ପାଇଁ ଲାଞ୍ଚ ନେବାବେଳେ ଫୁଡ୍‌ ସେଫ୍ଟି...

ରାଜନୈତିକ ରୁଟି ସେକିବାକୁ ନବୀନଙ୍କ ସାମ୍ପ୍ରଦାୟିକ ବୟାନବାଜି, କାହିଁକି ଏମିତି କହିଲେ ଏହି ଭାଜପା ନେତା

ଭୁବନେଶ୍ୱର,୧ା୧୦: ନବୀନଙ୍କ ମନ୍ତବ୍ୟ ଉପରେ କଡ଼ା ଜବାବ ଦେଇଛି ଭାଜପା। ଦଳ କହିଛି, ନବୀନଙ୍କ ବକ୍ତବ୍ୟରୁ ଜଣାପଡୁଛି ସେ ନିଜେ ଓଡ଼ିଶାରେ ଅଶାନ୍ତି କରିବାକୁ ଚାହୁଁଛନ୍ତି।...

ଗାଦିମଡ଼ା ଅଧିକାରୀଙ୍କୁ ପୋଲିସ କମିଶନରଙ୍କ କଡ଼ା ଚେତାବନୀ, କହିଲେ ସମ୍ପୂର୍ଣ୍ଣ ତଥ୍ୟ ନେବାକୁ…

କଟକ,୧ା୧୦: ଡିସିପି ଅଫିସରେ ପହଞ୍ଚି କଟକ ଡିସିପି ଜଗମୋହନ ମୀନାଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ପ୍ରଥମ ବୈଠକ କରିଛନ୍ତି ନୂଆ ପୋଲିସ କମିଶନର...

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ପ୍ରତି ପରିବାରକୁ ମିଳିବ…

ଭୁବନେଶ୍ୱର,୧।୧୦: BSKYକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ଖୁବଶୀଘ୍ର ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri