ପୂର୍ବାହ୍ନ ୧୧ଟା ସୁଦ୍ଧା ୨୦.୩୮ ପ୍ରତିଶତ ମତଦାନ

ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ଉପନିର୍ବାଚନ ଲାଗି ସକାଳ ୭ଟାରୁ ଶାନ୍ତିଶୃଙ୍ଖଳାର ସହ ମତଦାନ ଚାଲିଛି। ତେବେ ପୂର୍ବାହ୍ନ ୧୧ଟା ସୁଦ୍ଧା ଝରସୁଗୁଡାରେ ୨୦.୩୮ ପ୍ରତିଶତ ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ସେହିପରି ସକାଳ ୯ଟା ସୁଦ୍ଧା ୯.୭୫ ପ୍ରତିଶତ ମତଦାନ ହୋଇଥିଲା।

 

Share