ଜି୨୦ ଘୋଷଣାନାମାକୁ ଚାଇନାର ପ୍ରଶଂସା

ବେଜିଂ,୧୧ା୯: ଜି୨୦ ସମିଟ୍‌ ଅବସରରେ ନୂଆଦିଲ୍ଲୀ ଘୋଷଣାନାମାକୁ ଚାଇନା ପ୍ରଶଂସା କରିଛି। ସଦସ୍ୟ ରାଷ୍ଟ୍ରଗୁଡ଼ିକ ବୈଶ୍ୱିକ ଚ୍ୟାଲେଞ୍ଜର ମୁକାବିଲା କରିବା ଏବଂ ଅର୍ଥନୀତିରେ ସୁଧାର ପାଇଁ ହାତ ମିଳାଇଥିବାରୁ ଏହା ଏକ ସକାରାତ୍ମକ ସଙ୍କେତ ଦେଉଛି ବୋଲି ସୋମବାର ବେଜିଂ କହିଛି। ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ନେଇ ଲାଗି ରହିଥିବା ମତଭେଦକୁ ଏଡ଼ାଇଯାଇ ଅଧ୍ୟକ୍ଷତା କରୁଥିବା ଭାରତ ସମସ୍ତଙ୍କ ସହମତିରେ ଘୋଷଣାନାମା ଗୃହୀତ କରାଇବାରେ ବଡ଼ କୂଟନୈତିକ ବିଜୟ ହାସଲ କରିଛି। ‘ବୈଶ୍ୱିକ ବିଶ୍ୱାସ ହ୍ରାସ’ର ଅବସାନ ଘଟିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ। ନୂଆଦିଲ୍ଲୀ ଘୋଷଣାନାମାକୁ ନେଇ ପ୍ରଶ୍ନ ହେବାରୁ ଚାଇନା ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ମାଓ ନିଙ୍ଗ ଏହାକୁ ଏକ ଭଲ ସଙ୍କେତ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁ ସାଧୁଙ୍କ ଗିରଫକୁ ନେଇ ବାଂଲାଦେଶରେ ବଢୁଛି ହିଂସା, ଭାରତ ସରକାରଙ୍କୁ ସାହାଯ୍ୟ ମାଗିଲା ଇସ୍କନ

ଢାକା,୨୬।୧୧: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାର ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଚିନ୍ମୟ ପ୍ରଭୁଙ୍କୁ ଗିରଫ କରିବା ପରେ ଉତ୍ତେଜନା ବୃଦ୍ଧି ପାଉଛି। ଚିନ୍ମୟ...

ଇଣ୍ଡୋନେସିଆରେ ବନ୍ୟା ଓ ଭୂସ୍ଖଳନ, ୧୬ ମୃତ

ଜାକର୍ତ୍ତା, ୨୬।୧୧: ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପରେ ଗତ କିଛି ଦିନ ଧରି ଲଗାଣ ବର୍ଷା ଲାଗି ରହିଥିବାରୁ ବନ୍ୟାସ୍ଥିତି ସୃଷ୍ଟି ହୋଇଛି। ସୋମବାର ସୁଦ୍ଧା ବନ୍ୟା ଓ...

ପୃଥିବୀର ଅକ୍ଷ ୩୧.୫ ଇଞ୍ଚ ପୂର୍ବକୁ ଢଳିଛି

ସିଓଲ, ୨୬ା୧୧:ଅତ୍ୟଧିକ ଭୂତଳ ଜଳ ନିଷ୍କାସନ ଯୋଗୁ ୧୯୯୩ରୁ ୨୦୧୦ ମଧ୍ୟରେ ପୃଥିବୀର ଅକ୍ଷ ପ୍ରାୟ ୮୦ ସେଣ୍ଟିମିଟର(୩୧.୫ ଇଞ୍ଚ) ପର୍ଯ୍ୟନ୍ତ ପୂର୍ବ ଆଡ଼କୁ ଢଳିଛି।...

ଆଦାନୀ ସହ ବିଦ୍ୟୁତ୍‌ ଚୁକ୍ତିର ସମୀକ୍ଷା କରିବ ବାଂଲାଦେଶ

ଢାକା,୨୪ା୧୧: ଆଦାନୀ ଗ୍ରୁପ୍‌ ସହ ବାଂଲାଦେଶ ସରକାର ପୂର୍ବରୁ କରିଥିବା ବିଦ୍ୟୁତ୍‌ ଚୁକ୍ତିର ସମୀକ୍ଷା କରାଯାଉଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ସମୟରେ ୨୦୦୯ରୁ ୨୦୨୪...

ଖୁବ୍‌ଶୀଘ୍ର ଦେବାଳିଆ ହେବାକୁ ଯାଉଛି ଆମେରିକା, ଏହାର ସମାଧାନ ପାଇଁ ଏମିତି କହିଲେ ଏଲନ ମସ୍କ

ଓ୍ବାଶିଂଟନ,୨୪ା୧୧: ଆମେରିକାର ଅର୍ଥନୀତିକୁ ନେଇ ଟେସ୍‌ଲା ତଥା ସ୍ପେସ୍‌ ଏକ୍ସ ମାଲିକ ଏଲନ ମସ୍କ ନିକଟରେ ଚିନ୍ତିତ ହୋଇଛନ୍ତି। ଆମେରିକାର ଅର୍ଥନୀତି ବିଷୟରେ ମସ୍କ ତାଙ୍କ...

ବଡ଼ ଘୋଷଣା: ମୋଦିଙ୍କୁ ଗ୍ଲୋବାଲ ଶାନ୍ତି ପୁରସ୍କାର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩।୧୧: ଆମେରିକାରେ ଭାରତୀୟ-ଆମେରିକୀୟମାନେ ଏକଜୁଟ ହୋଇ ଏକ ନୂତନ ସଂଖ୍ୟାଲଘୁ ସଂଗଠନ ଆରମ୍ଭ କରିଛନ୍ତି। ମେରିଲାଣ୍ଡର ଚର୍ଚ୍ଚରେ ଏକ କାର୍ଯ୍ୟକ୍ରମରେ ଆସୋସିଏସନ ଅଫ ଇଣ୍ଡିଆନ-ଆମେରିକୀୟ ମାଇନର୍‌ରିଟିଜ୍‌(ଏଆଇଏଏମ୍‌)...

ନେତାନ୍ୟାହୁଙ୍କ ନାଁରେ ଓ୍ବାରଣ୍ଟ ଜାରି କରିଥିବା ଓକିଲ ଯୌନ ଶୋଷଣ ଅଭିଯୁକ୍ତ

ଜେରୁଜେଲମ,୨୨।୧୧: ଗାଜାରେ ଯୁଦ୍ଧ ଅପରାଧ ଅଭିଯୋଗରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ବିରୋଧରେ ଅନ୍ତର୍ଜାତୀୟ ଅପରାଧିକ କୋର୍ଟ (ଆଇସିସି) ଗିରଫ ପରୱାନା ଜାରି କରିଛି। ଏହା...

ଉତ୍ତର କୋରିଆ ରୁଷିଆକୁ ପଠାଇଲା ସେନା, ରିଟର୍ନ ଗିପ୍ଟରେ ମିଳିଲା ବାଘ, ଭାଲୁ

ମସ୍କୋ,୨୨।୧୧: ଉତ୍ତର କୋରିଆ ସହ ବନ୍ଧୁତାକୁ ମଜବୁତ କରିବାକୁ ରୁଷିଆ ଚେଷ୍ଟା କରୁଛି। ରୁଷିଆ ବର୍ତ୍ତମାନ ପଶୁମାନଙ୍କୁ ଏକ ମାଧ୍ୟମ ଭାବରେ ବ୍ୟବହାର କରି ଉତ୍ତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri