ଏବେ ପୋଷ୍ଟ ଅଫିସ ଜରିଆରେ ବି ବଦଳାଇପାରିବେ ୨୦୦୦ ଟଙ୍କିଆ ନୋଟ୍‌, ଆର୍‌ବିଆଇ କଲା ଘୋଷଣା…

ନୂଆଦିଲ୍ଲୀ,୬।୧: ୨୦୦୦ ଟଙ୍କିଆ ନୋଟ୍‌ ବଦଳାଇବା ନେଇ ନୂଆ ଘୋଷଣା କରିଛି ଆର୍‌ବିଆଇ। ଏବେ ବ୍ୟାଙ୍କ ବ୍ୟତିତ ଗ୍ରାହକମାନେ ପୋଷ୍ଟଅଫିସ ଜରିଆରେ ଏହି ନୋଟ ବଦଳାଇପାରିବେ। ଏହାକୁ ନେଇ କିଛି ନିର୍ଦ୍ଦେଶନାମା ମାନିବାକୁ ପଡ଼ିବ। ପ୍ରଥମେ ଅନଲାଇନ୍‌ରେ ଉପଲବ୍ଧ ହେଉଥିବା ଏକ ଆବେଦନ ପତ୍ର ପୂରଣ କରିବାକୁ ହେବ। ପରେ ନୋଟଗୁଡ଼ିକୁ ଭାରତୀୟ ଡାକର ଯେକୌଣସି ସୁବିଧା ଜରିଆରେ ଆର୍‌ବିଆଇ କାର୍ଯ୍ୟାଳୟକୁ ପଠାଇବାକୁ ହେବ। ଏହାପରେ ଜମା ରାଶି ବ୍ୟାଙ୍କ ଖାତାକୁ ଆସିଯିବ।

ବାସ୍ତବରେ ୨୦୦୦ ଟଙ୍କା ବଦଳାଇବା ଲାଗି ଆର୍‌ବିଆଇର ବିଭିନ୍ନ ସହରରେ ଥିବା କାର୍ଯ୍ୟାଳୟ ସମ୍ମୁଖରେ ଲୋକଙ୍କ ଭିଡ଼ ଜମୁଛି। ଏଣୁ ନୂଆ ନିର୍ଦ୍ଦେଶନାମା ଜାରି କରାଯାଇଛି। ଥରକରେ ୨୦ହଜାର ଯାଏ ନୋଟ୍‌କୁ ଗ୍ରାହକ ବଦଳାଇପାରିବେ ନଚେତ ଜମା କରିପାରିବେ। ଏଥିଲାଗି କାର୍ଯ୍ୟାଳୟକୁ ଯିବାର ଆବଶ୍ୟକତା ନାହିଁ। ପୋଷ୍ଟ ଅଫିସର ସୁବିଧା ଜରିଆରେ ନୋଟ୍‌କୁ ଆର୍‌ବିଆଇ ଅଫିସ ପଠାଇ ହେବ। ଏଥିଲାଗି ଆର୍‌ବିଆଇର ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ଏକ ଆବେଦନପତ୍ର ପୂରଣ କରିବାକୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ:୨ ଲକ୍ଷ ନୂଆ ନିଯୁକ୍ତି ଆଶା

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ବେଦାନ୍ତ ଗତ ୨୦ ବର୍ଷ ମଧ୍ୟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରିବା ସହ ରାଜ୍ୟରେ ୧ ଲକ୍ଷରୁ ଅଧିକ ନିଯୁକ୍ତି...

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri