Posted inଜାତୀୟ

୨୦୧୯ ରୁ ୨୦୨୪: ଶାଢ଼ିର ରଙ୍ଗ ମାଧ୍ୟମରେ କେଉଁ ବାର୍ତ୍ତା ଦେଇଛନ୍ତି ଅର୍ଥମନ୍ତ୍ରୀ…

ନୂଆଦିଲ୍ଲୀ,୧।୨ : ବଜେଟ ଉପସ୍ଥାପନ ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ନିଜର ପ୍ରତ୍ୟେକ ଶାଢ଼ି ରଙ୍ଗରେ କିଛି ବାର୍ତ୍ତା ଦେଇଛନ୍ତି। ୨୦୧୯ ରୁ ୨୦୨୪ ସେ ବିଭିନ୍ନ ବାର୍ତ୍ତା ଦେଇଛନ୍ତି।

କ୍ରମାଗତ ଷଷ୍ଠ ଥର ପାଇଁ ନିର୍ମଳା ସୀତାରମଣଙ୍କ ଦ୍ୱାରା ବଜେଟ ଉପସ୍ଥାପିତ ହୋଇଛି। ଏଥର ତାଙ୍କୁ ଏକ ହାଲକା ନୀଳ ରଙ୍ଗର ଶାଢ଼ିରେ ଦେଖିବାକୁ ମିଳିଛି। ଏହା ପୂର୍ବରୁ ତାଙ୍କୁ ନାଲି, ହଳଦିଆ ଏବଂ ଗୋଲାପୀ ରଙ୍ଗର ଶାଢ଼ିରେ ମଧ୍ୟ ଦେଖିବାକୁ ମିଳିଥିଲା।

ଚଳିତ ୨୦୨୪ କାମଚଳା ବଜେଟ ନୂତନ ସରକାର ଗଠନ ନ ହେବା ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ। ଏହି ବଜେଟ ଉପସ୍ଥାପନ ସମୟରେ ହାଲକା ନୀଳ ରଙ୍ଗର ଶାଢ଼ି ପିନ୍ଧିଥିଲେ। ନୀଳ ରଙ୍ଗକୁ ଗତିଶୀଳ, ଚଞ୍ଚଳ ଏବଂ ଜୀବନ ପ୍ରଦାନକାରୀ ଶକ୍ତିର ପ୍ରତୀକ ଭାବରେ ବିବେଚନା କରାଯାଇଥାଏ।

ବଜେଟ ୨୦୨୩ରେ ସେ ଗାଢ଼ ଼ ନାଲି ଏବଂ କଳା ରଙ୍ଗର ଶାଢ଼ି ପିନ୍ଧିଥିଲେ। ଉଭୟ ରଙ୍ଗର ମିଶ୍ରଣ କୁସାହସିକତା ଏବଂ ଶକ୍ତିର ପ୍ରତୀକ ଭାବରେ ବିବେଚନା କରାଯାଇଥାଏ ।

ବଜେଟ ୨୦୨୨ରେ ସେ ବ୍ରାଉନ ଶାଢ଼ି ପିନ୍ଧିଥିଲେ। ଏହି ରଙ୍ଗ ହେଉଛି ନିରାପତ୍ତାର ପ୍ରତୀକ।

ବଜେଟ ୨୦୨୧ରେ ସେ ଲାଲ ରଙ୍ଗର ଶାଢ଼ି ପିନ୍ଧିଥିଲେ। ଏହା ଶକ୍ତି ଏବଂ ନିଷ୍ଠାର ପ୍ରତୀକ ।

ବଜେଟ ୨୦୨୦ରେ ଅର୍ଥମନ୍ତ୍ରୀ ହଳଦିଆ ରଙ୍ଗର ଶାଢ଼ି ପିନ୍ଧିଥିଲେ। ଏହା ଉତ୍ସାହ ଏବଂ ଶକ୍ତିର ପ୍ରତୀକ ।

ବଜେଟ ୨୦୧୯ରେ ଗାଢ଼ ଗୋଲାପୀ ରଙ୍ଗ ଶାଢ଼ି ପିନ୍ଧିଥିଲେ। ଏହି ରଙ୍ଗ ଗମ୍ଭୀରତା ଏବଂ ସ୍ଥାୟିତ୍ୱର ପ୍ରତୀକ ଭାବରେ ପରିଗଣିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପରମାଣୁ ବୋମା ଟେଷ୍ଟିଂରେ ବ୍ୟବହାର ହୁଏ ଲକ୍ଷ ଲକ୍ଷ ଟନ୍‌ ଆଳୁ-ପିଆଜ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୯।୧୦: ଦୁନିଆରେ କେବଳ ୯ଟି ଦେଶ ଅଛି ଯେଉଁମାନଙ୍କ ପାଖରେ ପରମାଣୁ ବୋମା ଅଛି। ଭାରତ ଏହି ଶକ୍ତଶାଳୀ ଦେଶ ମଧ୍ୟରୁ ଗୋଟିଏ। ଆପଣ ପରମାଣୁ...

ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି...

ଆଦିବାସୀଙ୍କୁ ପିଟି ମାରିଦେଲା ପୋଲିସ

ଅଗରତାଲା,୧୯ା୧୦:ତ୍ରିପୁରାରେ ହାଜତ ନିର୍ଯାତନାରେ ଜଣେ ୩୪ ବର୍ଷୀୟ ଆଦିବାସୀଙ୍କ ମୃତ୍ୟୁ ଘଟିଛି। ଏହି ମାମଲାରେ ୫ ପୋଲିସ ଅଧିକାରୀଙ୍କୁ ଗିରଫ କରାଯାଇଛି। ୨ ମାସ ମଧ୍ୟରେ...

ସଲମାନଙ୍କୁ ହତ୍ୟା ଧମକ ନେଇ ମୁହଁ ଖୋଲିଲେ ପିତା: କ୍ଷମା ମାଗିବା ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୧୯।୧୦: ଅଭିନେତା ସଲମାନ ଖାନଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗରୁ ଆସୁଥିବା ଧମକ ଉପରେ ମୁହଁ ଖୋଲିଛନ୍ତି ପିତା ସଲିମ ଖାନ। ସେ କହିଛନ୍ତି, ସଲମାନ କାହାକୁ...

ତାମିଲନାଡୁ ରାଜ୍ୟ ସଙ୍ଗୀତ ଗାନ ବେଳେ ବିଭ୍ରାଟ: ରାଜ୍ୟପାଳଙ୍କୁ ଦୋଷଦେଲେ ଷ୍ଟାଲିନ୍‌

ଚେନ୍ନାଇ,୧୯ା୧୦:ଚେନ୍ନାଇସ୍ଥିତ ଦୂରଦର୍ଶନ କେନ୍ଦ୍ରର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ବେଳେ କଣ୍ଠଶିଳ୍ପୀମାନେ ତାମିଲନାଡୁର ରାଜ୍ୟ ସଙ୍ଗୀତ ଗାନ ସମୟରେ ଏହାର କେତୋଟି ପଂକ୍ତି ଛାଡ଼ିଦେବାରୁ ବଡ଼...

‘ବୋରଲିନ’ ବ୍ୟବହାର କରୁଛନ୍ତି କି? ହୋଇଯାଆନ୍ତୁ ସାବଧାନ, ବୈଜ୍ଞାନିକ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୮।୧୦: ବୈଜ୍ଞାନିକଙ୍କ ବଡ଼ ଖୁଲାସା! ଆୟୁର୍ବେଦିକ କ୍ରିମ ଭାବରେ ଜଣାଶୁଣା ଓ ପ୍ରତିଟି ଘରେ ବ୍ୟହହୃତ ହେଉଥିବା ବୋରଲିନ ଆଣ୍ଟିସେପ୍ଟିକ କ୍ରିମ ଆୟୁର୍ବେଦିକ କ୍ରିମ୍‌ ନୁହେଁ।...

ରାଜସ୍ଥାନର ଲେଡି ସିଙ୍ଘମ ଆଇପିଏସ୍‌ଜଣଙ୍କ କିଏ? ଯାହାଙ୍କ ସ୍କାନର୍‌ରେ ୨୪ ଘଣ୍ଟା ରହୁଛନ୍ତି ଲରେନ୍ସ ବିଶ୍ନୋଇ…

ନୂଆଦିଲ୍ଲୀ,୧୮।୧୦: ମହାରାଷ୍ଟ୍ରର ମୁମ୍ବାଇର ବାନ୍ଦ୍ରାଠାରେ ଦଶହରା ଦିନ ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଲରେନ୍ସ ବିଶ୍ନୋଇ ଗ୍ୟାଙ୍ଗ ତାଙ୍କ ହତ୍ୟାର ଦାୟିତ୍ୱ ନେଇଛନ୍ତି।...

କଂଗ୍ରେସକୁ ଟାର୍ଗେଟ କଲେ ସଞ୍ଜୟ ରାଉତ, କହିଲେ ଅକ୍ଷମ ନେତା…

ମୁମ୍ବାଇ,୧୮।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ମହା ବିକାଶ ଆଗାଡିରେ ଆସନ ବୁଝାମଣାରେ ସମସ୍ୟା ଉପୁଜୁଛି। ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ଆସନ ବଣ୍ଟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri