କରୋନା ପାଇଁ ଘୁଞ୍ଚିଲା: ଏପ୍ରିଲ ୨୫ରେ ବାର୍‌ ଆସୋସିଏଶନ ନିର୍ବାଚନ

ଭୁବନେଶ୍ୱର, ୧୮।୩(ବ୍ୟୁରୋ): କରୋନା ପାଇଁ ସମସ୍ତ ବାର୍‌ ଆସୋସିଏଶନ ନିର୍ବାଚନକୁ ଘୁଞ୍ଚାଇ ଦିଆଯାଇଛି। ପୂର୍ବରୁ ମାାର୍ଚ୍ଚ ୨୮ ତାରିଖରେ ନିର୍ବାଚନ ହେବାର ରହିଥିଲା। ମାତ୍ର ଏବେ ତାହା ଘୁଞ୍ଚାଯାଇ ଏପ୍ରିଲ ୨୫କୁ ଦିନ ଧାର୍ଯ୍ୟ ହୋଇଛି। ଏ ନେଇ ଓଡ଼ିଶା ବାର୍‌ କାଉନ୍‌ସିଲ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି।

Share