ଜରୁରୀକାଳୀନ ପରିସ୍ଥିତିର ୨୧ ବନ୍ଦୀଙ୍କୁ ମିଳିବ ପେନ୍‌ସନ୍‌

ଭୁବନେଶ୍ୱର,୨୬ା୩(ସୁନିତ୍‌ ମିଶ୍ର): ଜରୁରୀକାଳୀନ ପରିସ୍ଥିତି ସମୟର ବନ୍ଦୀମାନଙ୍କୁ ପେନ୍‌ସନ୍‌ ଦେବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ବିଧାନସଭାରେ ବିବୃତ୍ତି ରଖିଛନ୍ତି। ୨୫ ଜୁନ୍‌ ୧୯୭୫ରୁ ୨୧ ମାର୍ଚ୍ଚ ୧୯୭୭ ମସିହା ପର୍ଯ୍ୟନ୍ତ ଜାତୀୟ ଜରୁରୀକାଳୀନ ପରିସ୍ଥିତି ସମୟରେ ଏମ୍‌ଆଇଏସ୍‌ଏ, ଡିଆଇଆର୍‌ ଏବଂ ଡିଆଇଏସ୍‌ଆଇଆର୍‌ ଆଇନ ବଳରେ ଗିରଫ ହୋଇଥିବା ବନ୍ଦୀମାନଙ୍କୁ ସରକାରଙ୍କ ଦ୍ୱାରା ମାସିକ ପେନ୍‌ସନ ଦେବା ପାଇଁ ଗତ ସ୍ବାଧୀନତା ଦିବସରେ ଘୋଷଣା କରାଯାଇଥିଲା। ଇତିମଧ୍ୟରେ ବିଭିନ୍ନ ଜିଲାରୁ ଆସିଥିବା ଜିଲାସ୍ତରୀୟ କମିଟିର ନିଷ୍ପତ୍ତିକୁ ବିଚାର କରି ପ୍ରଥମ ପର୍ଯ୍ୟାୟରେ ୨୧ଜଣଙ୍କୁ ଗତ ଜାନୁଆରୀ ୧ରୁ ମାସିକ ୨୦ ହଜାର ଟଙ୍କା ପେନସନ ଦେବା ପାଇଁ ରାଜ୍ୟସ୍ତରୀୟ କମିଟି ସୁପାରିଶ କରିଛନ୍ତି। ରାଜ୍ୟ ସରକାର ଇତି ମଧ୍ୟରେ ଏହାକୁ ଅନୁମୋଦନ କରିଛନ୍ତି। ଏମ୍‌ଆଇଏସ୍‌ଏ, ଡିଆଇଆର୍‌ ଏବଂ ଡିଆଇଏସ୍‌ଆଇଆର ବନ୍ଦୀଙ୍କଠାରୁ ଗ୍ରହଣ ହୋଇଥିବା ଅନ୍ୟ ଆବେଦନପତ୍ରଗୁଡିକୁ ବିଚାର କରାଯାଇ ପରବର୍ତ୍ତୀ ପର୍ଯ୍ୟାୟରେ ସେମାନଙ୍କୁ ମଧ୍ୟ ଏହି ସୁବିଧା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତଃବସ୍ତ୍ର ପିନ୍ଧି ନ ଥିଲେ ହେବ ଜେଲ୍‌ , ଗଣିବାକୁ ପଡିବ ଜରିମାନା

ପ୍ରତ୍ୟେକ ଦେଶର ଏକ ଭିନ୍ନ ଆଇନଗତ ବ୍ୟବସ୍ଥା ଅଛି ଏବଂ ଅନେକ ପ୍ରକାରର ଆଇନ ଅଛି। ଭାରତ ଅନୁସାରେ ଏପରି ଅନେକ ସହର ଅଛି ଯେଉଁଠାରେ...

ଥାର୍ଡ AC ଟିକେଟରେ ଫାଷ୍ଟ ACରେ କରନ୍ତୁ ଯାତ୍ରା! ରେଳବାଇର ଏହି ନିୟମ ଜାଣିନେଲେ ହେବେ ଉପକୃତ…

ନୂଆଦିଲ୍ଲୀ,୬।୪: ପ୍ରତିଦିନ ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ଅଧିକାଂଶ ଯାତ୍ରୀ ଏସି କିମ୍ବା ସ୍ଲିପର କୋଚରେ ଟିକେଟ ବୁକ୍‌ କରି ଯାତ୍ରା...

ଅଫିସ ନା ଜେଲ୍‌? ଏଠାରେ କର୍ମଚାରୀଙ୍କୁ ମିଳିଥାଏ ଏମିତି ଦଣ୍ଡ, ଜାଣିଲେ…

ଯେକୌଣସି କମ୍ପାନୀରେ କାମ କରିବା ପାଇଁ କର୍ମଚାରୀଙ୍କୁ ଏପରି ଏକ ପରିବେଶ ଆବଶ୍ୟକ, ଯେଉଁଥିରେ କର୍ମଚାରୀ ତାଙ୍କ କାର୍ଯ୍ୟକୁ ସକାରାତ୍ମକ ଶକ୍ତି ସହିତ ଶେଷ କରିପାରିବେ।...

ଜୟ ଶ୍ରୀରାମ ଧ୍ୱନିରେ କମ୍ପିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୬ା୪(ଅରୁଣ ସାହୁ): ଦାରିଙ୍ଗବାଡ଼ିରେ ରବିବାର ଶ୍ରୀରାମ ନବମୀ ପାଳିତ ହୋଇଯାଇଛି। ଏହି ଅବସରରେ ଶିବମନ୍ଦିର ପ୍ରାଙ୍ଗଣରେ ଏକତ୍ରିତ ହୋଇ ପ୍ରଥମେ ପୂଜାର୍ଚ୍ଚନା ସହ ସାମୁହିକ ହନୁମାନ...

ଗାଁରେ ମାଗଣା ସ୍ବାସ୍ଥ୍ୟ ଶିବିର ଆୟୋଜନ କରିଥିଲି

ନୟାଗଡ଼ ଜିଲା ଗଣିଆ ବ୍ଲକ ବେଲପଡ଼ା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଓ୍ବାଲିପୁର ଗାଁର କୌଶଲ୍ୟା ଜେନା ଓ ସ୍ବର୍ଗତ ନୀଳାମ୍ବର ଜେନାଙ୍କ ମୁଁ ହେଲି ସାନପୁଅ। ବାପା...

ରାମ ମନ୍ଦିରର ମୁଖ୍ୟ ପୂଜକଙ୍କ ଦରମା ଜାଣିଲେ ଉଡିବ ହୋସ୍‌, ପୂଜାରୀ ହୋଇ ବି ପ୍ରତି ମାସରେ ମିଳେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୪: ଆଜି ସାରା ଦେଶରେ ରାମ ନବମୀ ପାଳନ କରାଯାଉଛି। ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ସୂର୍ଯ୍ୟ ତିଳକ କରାଯାଇଛି। ଅଯୋଧ୍ୟାର ଭବ୍ୟ ଶ୍ରୀରାମ ଜନ୍ମଭୂମି ମନ୍ଦିର...

US Deportation Video: ପ୍ରବାସୀଙ୍କ ନିର୍ବାସନକୁ ମଜା ଉଡାଇଲା ହ୍ବାଇଟ୍‌ ହାଉସ! ଭିଡିଓକୁ ନେଇ ନୂଆ ବିବାଦ

ଓ୍ବାଶିଂଟନ,୬।୪: ହ୍ବାଇଟ ହାଉସ ଦ୍ୱାରା ଏହାର ଅଫିସିଆଲ X ଆକାଉଣ୍ଟରେ ପୋଷ୍ଟ କରାଯାଇଥିବା ଏକ ଭିଡିଓକୁ ନେଇ ବିବାଦ ସୃଷ୍ଟି ହୋଇଛି। ସମାଲୋଚକମାନେ ଟ୍ରମ୍ପ ପ୍ରଶାସନ...

ଭୂପିନ୍ଦରଙ୍କ ବିସ୍ଫୋରକ ବୟାନ: ବର୍ତ୍ତମାନ କାଳବୈଶାଖୀ ଚାଲିଛି, ପବନ ବେଗ ଅଧିକ ଅଛି, କାହିଁକି କହିଲେ ଏମିତି…

ଭୁବନେଶ୍ୱର,୬ା୪: ବିଜେଡିର ବରିଷ୍ଠ ନେତା ଭୂପିନ୍ଦର ସିଂ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହାକୁ ନେଇ ଏବେ ଖୁବ୍‌ ଚର୍ଚ୍ଚା। ଓକ୍‌ଫ ବିଲ୍‌କୁ ବିଜେଡି ଏମ୍‌ପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image