ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨୨ ଅଫିସରଙ୍କୁ ବଦଳି

ଭୁବନେଶ୍ୱର,୧୯ା୬(ଅନିଲ ଦାସ):ସରକାର ବଦଳିବା ପରେ ନୂଆ ସରକାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି ଥିବା ଅଫିସରମାନଙ୍କୁ ଅନ୍ୟ ବିଭାଗକୁ ବଦଳି କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ମହଲା ଆବଣ୍ଟିତ ହେବା ପରେ ସେଠାରେ ଥିବା ସଚିବାଳୟ ସେବା କ୍ୟାଡରର ୨୨ ଜଣ ଅଫିସରଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସେମାନଙ୍କ ମଧ୍ୟରେ ରହିଛନ୍ତି ଜଣେ ଡେପୁଟି ସେକ୍ରେଟାରିଙ୍କ ସମେତ ୬ ଜଣ ସେକ୍ସନ ଅଫିସର, ୧୫ ଜଣ ଏଏସ୍‌ଓ। ଏହି ସମସ୍ତ ଅଫିସରଙ୍କୁ ସଂସଦୀୟ ବ୍ୟାପାର, ଯୋଜନା ଓ ସଂଯୋଜନ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ବଦଳି କରାଯାଇଛି। ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାବଣପୋଡ଼ିରେ ହେବନି ବାଣ ପ୍ରତିଯୋଗିତା, ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

କଟକ,୫ା୧୦: ରାବଣପୋଡ଼ିରେ ଏଥର ଆଉ ହେବନି ବାଣ ପ୍ରତିଯୋଗିତା। ଏନେଇ ହାଇକୋର୍ଟ ସିଏମ୍‌ସି ଏବଂ ଜିଲା ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। କେବଳ ରଙ୍ଗୀନ ବାଣ...

ଶିମିଳିପାଳ ଜଙ୍ଗଲରେ ପୁଣି କ୍ୟାମେରାରେ କଏଦ ହେଲା କଳାବାଘ

ଭୁବନେଶ୍ୱର,୫।୧୦: ଶିମିଳିପାଳ ଅଭୟାରଣ୍ୟର ଘଞ୍ଚ ଜଙ୍ଗଲରେ ବିଚରଣ କରୁଛି କଳାବାଘ। ଏହା ପୁଣି ଥରେ କ୍ୟାମେରାରେ କଏଦ ହୋଇଛି। ଶୁକ୍ରବାର ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ବାବଧାରକ (ପିସିସିଏଫ୍‌)...

ନବୀନଙ୍କୁ ଭେଟିଲେ ଅସନ୍ତୁଷ୍ଟ କର୍ପୋରେଟର

ଭୁବନେଶ୍ୱର,୫।୧୦(ବନ୍ଦନା ସେଠୀ):ଭୁବନେଶ୍ୱର ମଧ୍ୟ ଓ ଏକାମ୍ର ନିର୍ବାଚନ ମଣ୍ଡଳୀର ୨୯ ବିଜେଡି କର୍ପୋରେଟରଙ୍କ ସହ ପ୍ରାୟ ୫ଜଣ ପୂର୍ବତନ କର୍ପୋରେଟର ଶୁକ୍ରବାର ନବୀନ ନିବାସ ଯାଇ...

ଖାଇବା ଥାଳିରୁ ବାହାରିଲା ଝିଟିପିଟି ସହ ବିଛା, ଇଂଜିନିୟରିଂ ହଷ୍ଟେଲରେ ଉତ୍ତେଜନା

ଭୁବନେଶ୍ୱର, ୫।୧୦: ଖାଇବା ଥାଳିରୁ ବାହାରିଲା ଝିଟିପିଟି ସହ ବିଛା। ଏଭଳି ଘଟଣା ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଇଂଜିନିୟରିଂ ହଷ୍ଟେଲରେ ଘଟିଛି। ଯାହା ପରେ...

ଫେରୁଛି ମୌସୁମୀ: ପାର୍ବଣରେ ପାଗ ଶୁଖିଲା

ଭୁବନେଶ୍ୱର,୫ା୧୦(ଅନୁରାଧା ମହାରଣା):ଉତ୍ତର ବଙ୍ଗୋପସାଗର ଏବଂ ବାଲାଂଦେଶ ଓ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରେ ଶୁକ୍ରବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ...

ଖୁସି ଖବର:ଆଜି ନିଯୁକ୍ତି ପାଇବେ ୧୬ହଜାର କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୫ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):ରାଜ୍ୟର ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡିକରେ ୧୬ହଜାର ୯ଜଣ କନିଷ୍ଠ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଶନିବାର ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କଲେଜ ଛାତ୍ରୀଙ୍କୁ ଅସଦାଚରଣ: ଧନ୍ଦାମୂଳକ ତାଲିମଦାତା ଗିରଫ

ରାଉରକେଲା,୪।୧୦(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅଧୀନ ଏକ ପ୍ରତିଷ୍ଠିତ କଲେଜର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କଲେଜର ଧନ୍ଦାମୂଳକ ତାଲିମଦାତାଙ୍କୁ ପୋଲିସ ଗିରଫ କରିଛି। ଗିରଫ...

ପଢୁଥିଲେ ପାଠ, ମହମବତୀରୁ ନିଆଁ ଲାଗି ଜଳିଗଲା ଘର

ବ୍ରାହ୍ମଣୀଗାଁ,୪ା୧୦(ମନୋରଞ୍ଜନ ରଣା): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବୁଜୁଲି ଗ୍ରାମରେ ବି.ଫେର୍ନାନ୍ଦ ବଳିଆର ସିଂଙ୍କ ଘରେ ମହମବତୀରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri