ପୂର୍ବାହ୍ନ ୧୧ଟା ସୁଦ୍ଧା ୨୩.୨୮% ମତଦାନ

ଭୁବନେଶ୍ୱର,୧୩ା୫: ରାଜ୍ୟରେ ସୋମବାର ପ୍ରଥମ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଚାଲିଛି। ତେବେ ପୂର୍ବାହ୍ନ ୧୧ଟା ସୁଦ୍ଧା ୨୩.୨୮% ମତଦାନ ହୋଇଥିବା ନିର୍ବାଚନ କମିଶନ ଆପ୍‌ରୁ ଜଣାପଡ଼ିଛି। ସେହିପରି। ମୋହନାରେ ୨୧.୪୭% ମତଦାନ ହୋଇଥିବା ବେଳେ ନବରଙ୍ଗପୁରରେ ୨୧.୫୦%, ନର୍ଲା ୨୬.୪୬%, ନୂଆପଡ଼ା ୨୭.୮୮%, ପାରଳାଖେମୁଣ୍ଡି ୨୨.୬୪%, ପଟାଙ୍ଗି ୨୪.୮୧%, ରାୟଗଡ଼ା ୨୧% ଓ ଉମରକୋଟରେ ୨୬.୨୦% ମତଦାନ ସାବ୍ୟସ୍ତ ହୋଇଛି।

Share