Posted inଜାତୀୟ

କାସଗଞ୍ଜରେ ଏକାଠି ଜଳିଲା ୨୩ଜୁଇ, ଗାଁରେ ଶୋକାକୁଳ ପରିବେଶ

କାସଗଞ୍ଜ,୨୫।୨: ଉତ୍ତରପ୍ରଦେଶ ଏଟା ଜିଲାର ନଗଲା କସା ଏବଂ ଏହାର ଆଖପାଖ ଗାଁରେ ଶିଶୁ ଓ ମହିଳାଙ୍କ ସମେତ ୨୩ ଜଣଙ୍କ ମୃତଦେହ ଏକାଠି ହେବା ପରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ରବିବାର ନଗଲା କସା ଏବଂ ନିକଟବର୍ତ୍ତୀ ଗ୍ରାମରେ ଏହି ମୃତଦେହଗୁଡ଼ିକର ଶେଷ ରୀତିନୀତି କରାଯାଇଥିଲା। ଶନିବାର କାସଗଞ୍ଜର ପାଟିଆଲି ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣାରେ ଶିଶୁ ଓ ମହିଳାଙ୍କ ସମେତ ୨୩ ଜଣଙ୍କର ମୃତ୍ୟୁ ଘଟିଥିଲା।
ସୂଚନାନୁସାରେ, ଜିଲାର ପାଟିଆଲି ପୋଲିସ ଷ୍ଟେଶନ ଅଞ୍ଚଳରେ ସକାଳେ ଗଙ୍ଗାରେ ଗାଧୋଇବାକୁ ଯାଉଥିବା ଭକ୍ତଙ୍କ ସହ ଭର୍ତ୍ତି ହୋଇଥିବା ଏକ ଟ୍ରାକ୍ଟର-ଟ୍ରଲି ପାଟିଆଲି-ଦରିଆଭଗଞ୍ଜ ରାସ୍ତାରେ ଥିବା ଏକ ପୋଖରୀରେ ଓଲଟି ପଡିଥିଲା। ଏହି ଦୁର୍ଘଟଣାରେ ୯ଜଣ ଶିଶୁ ଏବଂ ୧୩ ଜଣ ମହିଳାଙ୍କ ସମେତ ୨୩ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି। ଶବ ବ୍ୟବଚ୍ଛେଦ ପରେ ପରିବାର ସଦସ୍ୟ ମୃତଦେହ ନେଇ ଗାଁରେ ପହଞ୍ଚିଥିଲେ, ସେହି ସମୟରୁ ସମଗ୍ର ଅଞ୍ଚଳରେ ଶୋକର ଛାୟା ଦେଖିବାକୁ ମିଳୁଛି, ଯାହା ଅତ୍ୟନ୍ତ ହୃଦୟ ବିଦାରକ ଦୃଶ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସର ଦାବି ମାନିନେଲେ ମୋଦି ସରକାର

ନୂଆଦିଲ୍ଲୀ,୨୮।୧୨: କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଶୁକ୍ରବାର (ଡିସେମ୍ବର ୨୫) ରାତିରେ ଘୋଷଣା କରିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ସ୍ମୃତି ଉଦ୍ଦେଶ୍ୟରେ ସରକାର...

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଅଜିତ ପାଓ୍ବାରଙ୍କ ଦଳ

ନୂଆଦିଲ୍ଲୀ,୨୮।୧୨: ଅଜିତ ପାୱାରଙ୍କ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ଦିଲ୍ଲୀ ବିଧାନସଭା ନିର୍ବାଚନରେ ନିଜ ପ୍ରାର୍ଥୀଙ୍କୁ ସ୍ଥାନ ଦେଇଛି। ଏନସିପି ୧୧ଜଣ ପ୍ରାର୍ଥୀଙ୍କୁ ଟିକେଟ ଦେଇଛି...

୧୦୧ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା: ସକାଳୁ ସକାଳୁ ଛେଚିଲା

ନୂଆଦିଲ୍ଲୀ,୨୮।୧୨: ବର୍ଷା ପରେ ଶୀତ, ଶୀତ ମଧ୍ୟରେ ବର୍ଷା ଲାଗି ରହିଛି। ପ୍ରବଳ ଶୀତ ମଧ୍ୟରେ ଦଲ୍ଲୀରେ ପ୍ରବଳ ବର୍ଷା ହୋଇଛି । ଅନ୍ୟପକ୍ଷେ ୧୦୧...

ଭାଜପାକୁ ନେଇ ଚମକାଇବା ଭଳି ଭବଷ୍ୟବାଣୀ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୮।୧୨: ନୂଆ ବର୍ଷରେ ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ ଘୋଷଣା ହେବାକୁ ଯାଉଛି। ନିର୍ବାଚନ ପାଖେଇ ଆସୁଥିବାରୁ ଆମ ଆଦମୀ ପାର୍ଟି ଭାଜପା ଉପରେ ଆକ୍ରମଣ...

ପଞ୍ଚଭୂତରେ ବିଲୀନ ହେଲେ ମନମୋହନ ସିଂ: ଝିଅ ଦେଲେ ମୁଖାଗ୍ନି

ନୂଆଦିଲ୍ଲୀ,୨୮।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଅନ୍ତିମ ସଂସ୍କାର ଆଜି ଦିଲ୍ଲୀର ନିଗମବୋଧ ଘାଟରେ ରାଜକୀୟ ସମ୍ମାନ ସହ ଶେଷ ହୋଇଛି। ତାଙ୍କ ଝିଅ ପିତାଙ୍କୁ...

ଶିଖ୍‌ ଧର୍ମରେ କିପରି କରାଯାଏ ଅନ୍ତିମ ସଂସ୍କାର, ହିନ୍ଦୁ ଧର୍ମର ରୀତିନୀତି ଠାରୁ ଏହା କେତେ ଅଲଗା

ନୂଆଦିଲ୍ଲୀ,୨୮।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଡିସେମ୍ବର ୨୬ରେ ଦେହାନ୍ତ ହୋଇଛି। ତେବେ ଆଜି ତାଙ୍କର ଅନ୍ତିମ ସଂସ୍କାର କରାଯାଉଛି। ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ...

ଅନ୍ତିମ ଯାତ୍ରାରେ ବାହାରିଲେ ମନମୋହନ ସିଂ

ନୂଆଦିଲ୍ଲୀ,୨୮।୧୨: ଅନ୍ତିମ ଯାତ୍ରାରେ ବାହାରଛନ୍ତି ମନମୋହନ ସିଂ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆର୍ଥତ୍କ ସଂସ୍କାରର ଅଗ୍ରଦୂତ ଡ. ମନମୋହନ ସିଂ। ନିଗମବୋଧ ଘାଟକୁ ତାଙ୍କ ପାଥିବ...

ଆଜି ମନମୋହନଙ୍କ ଶେଷକୃତ୍ୟ

ନୂଆଦିଲ୍ଲୀ,୨୮ା୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆର୍ଥତ୍କ ସଂସ୍କାରର ଅଗ୍ରଦୂତ ଡ. ମନମୋହନ ସିଂଙ୍କର ଗୁରୁବାର ରାତିରେ ଦିଲ୍ଲୀ ଏମ୍ସରେ ପରଲୋକ ଘଟିଥିଲା। ତାଙ୍କ ବିୟୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri