ମଦ ବିକ୍ରି ଅଭିଯୋଗରେ ଅବକାରୀ ଚଢ଼ାଉ: ମିଳିଲାନି ମଦ, ସାହିରେ ଉତ୍ତେଜନା

ଗଞ୍ଜାମ,୨୪ା୫(ଡି.ଏନ୍‌.ଏ.): କରୋନା ପାଇଁ ସବୁଆଡ଼େ ମଦ ଦୋକାନ ବନ୍ଦ ରହିଛି। ଚୋରା ଲୁଚାରେ ମଦ ବିକ୍ରି ହେଉଥିବା ନେଇ ଗଞ୍ଜାମ ସହରରେ ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ଶନିବାର ଅବକାରୀ ବିଭାଗ ପକ୍ଷରୁ ବ୍ରାହ୍ମଣଢମଣା ସାହିରେ ଜଣେ ବିଧବା ବୃଦ୍ଧାଙ୍କ ଘରେ ଚଢ଼ାଉ ହୋଇଥିଲା। ମଦ ମିଳି ନ ଥିବାରୁ ନିରାଶ ହୋଇ ଫେରିବାକୁ ପଡ଼ିଥିଲା ଅବକାରୀ କର୍ମଚାରୀଙ୍କୁ। ତେବେ ଏହାକୁ ନେଇ ସାହିରେ ଉତ୍ତେଜନା ଦେଖା ଦେଇଥିଲା । ସାହି ଯୁବକମାନେ ଅବକାରୀ ଗାଡ଼ି ସମ୍ମୁଖରେ ଛିଡ଼ା ହୋଇ ପ୍ରତିବାଦ କରିଥିଲେ। ଅବକାରୀ କର୍ମଚାରୀ ବୁଝାସୁଝା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଏଠାରେ ମଦ ବିକ୍ରି ହେଉଥିବା ସ୍ଥାନୀୟ ଅଞ୍ଚଳର ଜଣେ ଲୋକ ଫୋନ୍‌ ଯୋଗେ ବାରମ୍ବାର ଅଭିଯୋଗ କରୁଥିବା ଅବକାରୀ ବିଭାଗର କର୍ମଚାରୀମାନେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହୁମାଛି ଆକ୍ରମଣରେ ୩ ଗୁରୁତର

ଲାଞ୍ଜିଗଡ଼ ୨୬ା୩ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ରେ ମହୁମାଛିଙ୍କ ପ୍ରାଦୁର୍ଭାବ ଦେଖାଦେଇଛି। ସୂଚନାନୁଯାୟୀ, ଲାଞ୍ଜିଗଡ଼ ରୋଡ୍‌ ଶିବମନ୍ଦିର ନିକଟରେ ଏକ ଜଳଖିଆ...

ସିପାହୀ ନିର୍ଯାତନା ଅଭିଯୋଗକୁ ଖଣ୍ଡନ, ୮ମ ବାଟାଲିୟନ କମାଣ୍ଡାଣ୍ଟ କହିଲେ ସମସ୍ତ କର୍ମଚାରୀଙ୍କୁ…

ଗଞ୍ଜାମ,୨୬ା୩(ବିଦ୍ୟାଧର ସାହୁ): ଛତ୍ରପୁର ଅଷ୍ଟମ ବାଟାଲିୟନ କମାଣ୍ଡାଣ୍ଟଙ୍କ ସମେତ କିଛି କର୍ମଚାରୀଙ୍କ ନାମରେ ଅଭିଯୋଗ ଆଣିଛନ୍ତି ସିପାହୀ। ଏନେଇ ସେ ସୋସାଆଲ ମିଡିଆ ମାଧ୍ୟମରେ ନିଜର...

ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ହରିଶ ଟଣ୍ଡନ

କଟକ,୨୬ା୩: ବୁଧବାର ଓଡ଼ିଶା ହାଇକୋର୍ଟର ୩୫ତମ ମୁଖ୍ୟ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି ବରିଷ୍ଠ ବିଚାରପତି ଜଷ୍ଟିସ୍‌ ହରିଶ ଟଣ୍ଡନ। ଓଡ଼ିଶାର ରାଜ୍ୟପାଳ ଡକ୍ଟର...

୨ ନାବାଳକ ଭାଇଙ୍କୁ ହତ୍ୟା କରିବାର ଡେମୋ ଦେଖାଉଛନ୍ତି ହତ୍ୟାକାରୀ ବାପା

ନୟାଗଡ଼,୨୬।୩(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଫତେଗଡ଼ ଥାନା ଧାନଚାଙ୍ଗଡା ଗାଁର ୨ ନାବାଳକ ଭାଇ ଆକାଶ (୧୪) ଓ ସାନ ଭାଇ ବିକାଶ ମହାନ୍ତି (୯)...

ମକା-ଟମାଟୋ ଚାଷ କରି ଲକ୍ଷପତି ହେଲେ ପୂର୍ବତନ ବ୍ଲକ ଉପାଧ୍ୟକ୍ଷା

ଦାରିଙ୍ଗବାଡି, ୨୬।୩ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ର ବାସିନ୍ଦା ଜଣେ ମହିଳା ଚାଷୀ ଆଜି ମକା ଓ ଟମାଟୋ ଚାଷ କରି...

ଦାରିଙ୍ଗବାଡି-କଟକ ସରକାରୀ ବସକୁ ନେଇ ବଢୁଛି କ୍ରେଜ: ଓକିଲ ସଙ୍ଘ ସେଲ୍ଫି ନେବା ଭିଡିଓ ଭାଇରାଲ

ଦାରିଙ୍ଗବାଡି, ୨୪ ।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଦୀର୍ଘ ଦିନର ଅଭାବକୁ ପୁରଣ କରିଛନ୍ତି ରାଜ୍ୟ ସରକାର। ଏହାକୁ ନେଇ ଅଞ୍ଚଳବାସୀଙ୍କ...

ଟ୍ରକ୍‌ ଧକ୍କାରେ ବାଇକ୍‌ ଆରୋହୀ ମୃତ

ନୂଆପଡ଼ା,୨୫ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଆଗ୍ରେନ ପଞ୍ଚାୟତ ସନବାହାଲି ଗାଁ ନିକଟ ବିଜୁ ଏକ୍ସପ୍ରେସ ୱେରେ ଟ୍ରକ୍‌ ଧକ୍କାରେ ବାଇକ୍‌ ଆରୋହୀଙ୍କ...

ଗଞ୍ଜେଇ ଚାଲାଣ ବେଳେ ପୋଲିସକୁ ଗୁଳି, ୮ ଗିରଫ

ଜୟପୁର,୨୬।୩(ପବନ ପାଣିଗ୍ରାହୀ): ଗଞ୍ଜେଇ ଚାଲାଣ ବେଳେ ଜୟପୁର ସଦର ପୋଲିସ କଞ୍ଜେଇ ମାଳିଗୁଡା ରାସ୍ତାରେ ମଙ୍ଗଳବାର ଚଢ଼ାଉକରି ୮ ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image