ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଗୁରୁବାର ୨୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୩୨ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୦୫ ଲୋକାଲ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ସୂଚନା ଦିଆଯାଇଛି। ଏହାଛଡ଼ା ୧୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
Update on newly detected & cured #COVID19 cases in the last 24 hrs under the BMC area on 13th Aug 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/3SY8OGhq4A— BMC (@bmcbbsr) August 13, 2020