ଆଜି ରାଜ୍ୟରୁ ୨୪୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ସୋମବାର ରାଜ୍ୟରେ ୨୪୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୧୦୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୪୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୦୨ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ସମ୍ବଲପୁରରୁ ସର୍ବାଧିକ ୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୨୩ ଏବଂ ସୁନ୍ଦରଗଡ଼ରୁ ୨୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୧୫, ବାଲେଶ୍ୱର ୯, ଭଦ୍ରକ ୩, ବଲାଙ୍ଗୀର ୧୯, କଟକ ୫, ଦେବଗଡ଼ ୧, ଗଜପତି ୧୯, ଜଗତସିଂହପୁର ୧, ଯାଜପୁର ୧୦, ଝାରସୁଗୁଡ଼ା ୧୯, କଳାହାଣ୍ଡି ୧, କନ୍ଧମାଳ ୭, କେନ୍ଦ୍ରାପଡ଼ା ୫, କେନ୍ଦୁଝର ୭, ଖୋର୍ଦ୍ଧା ୯, ମାଲକାନଗିରି ୧, ମୟୂରଭଞ୍ଜ ୫, ନୂଆପଡ଼ା ୮, ପୁରୀ ୮, ରାୟଗଡ଼ା ୮ ଏବଂ ସୋନପୁରରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୨। ଅନ୍ୟପକ୍ଷରେ ଆଜି ଖୋର୍ଦ୍ଧା ଜିଲାରୁ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୧୦୬ରେ ପହଞ୍ଚିଥିବା ବେଳେ ୩,୨୮,୦୪୩ଜଣ ସୁସ୍ଥ ହୋଇଛନ୍ତି। ୨୧୧୮ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆରେ ଆରମ୍ଭ ହେଲା କୁମ୍ଭୀର ଗଣନା

ଅନୁଗୋଳ,୬ା୧: ସୋମବାରଠାରୁ ୩ ଦିନ ପର୍ଯ୍ୟନ୍ତ ସାତକୋଶିଆରେ କୁମ୍ଭୀର ଗଣନା କରାଯିବ। କୁମ୍ଭୀର ଗଣନା ପାଇଁ ଆଜିଠୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ମହାନଦୀରେ...

ବର୍ଷାଙ୍କୁ ଚ୍ୟାଲେଞ୍ଜ ଦେଲେ ଅନୁଭବ, କହିଲେ ଆସ ଚ୍ୟାନେଲରେ ବସି ମୁହାଁମୁହିଁ ଆଲୋଚନା କରିବା

ଭୁବନେଶ୍ୱର,୬।୧: ଓଲିଉଡର ଚର୍ଚ୍ଚିତ ଯୋଡ଼ି ବର୍ଷା ପ୍ରିୟଦର୍ଶନୀ-ଅନୁଭବ ମହାନ୍ତି କୌଣସି ନା କୌଣସି କାରଣରୁ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି । ପ୍ରଥମେ ଅନୁଭବ ତାଙ୍କ ଅଟୋବାୟୋଗ୍ରାଫି...

୧୫ ସୁଦ୍ଧା ଜିଲା ସଭାପତି ତାଲିକା ଘୋଷଣା କରିବ ଭାଜପା

ଭୁବନେଶ୍ୱର, ୬ା୧(ସୁନିତ୍‌ ମିଶ୍ର): ଭାଜପାର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଖୁବ୍‌ଶୀଘ୍ର ଶେଷ ହୋଇଯିବ। ଆସନ୍ତା ୧୫ ତାରିଖ ଭିତରେ ସବୁ ଜିଲାର ସଭାପତି ପଦ ଘୋଷଣା...

ଏମ୍‌ପିଙ୍କ ନାଁ ନ ଥିବାରୁ ବିଧାୟକ ନାଁରେ କଳା ବୋଳିଲେ

ଭୁବନେଶ୍ୱର, ୬ା୧ (ବନ୍ଦନା ସେଠୀ): ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ରବିବାର ସହରର ୩ଟି ସ୍ଥାନରେ ଶୌଚାଳୟ ଉଦ୍‌ଘାଟିତ ହୋଇଛି। ଓ୍ବାର୍ଡ ନଂ. ୩୭...

ଓଡ଼ିଶା ଚାଷୀଙ୍କ ଧାନ କିଣୁଛି ଆନ୍ଧ୍ର

ପାରଳାଖେମୁଣ୍ଡି,୬ା୧(ଗିରିଧାରୀ ପରିଛା): ଓଡ଼ିଶା ସରକାର ବାହାର ରାଜ୍ୟକୁ ଧାନ ଚାଲାଣ ଓ ଅସାଧୁ ବ୍ୟବସାୟ ରୋକିବା ପାଇଁ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ସିସିଟିଭି କ୍ୟାମେରା ଲଗାଇ ନାକା...

ପୁଣି ଆଳୁ ଦେଲା ଟେନଶନ୍‌, କିଲୋ ପିଛା ୧୦ଟଙ୍କା ବଢିଲା

ଭୁବନେଶ୍ୱର, ୬।୧: ବଜାରରେ ପୁଣି ବଢିଛି ଆଳୁ ଦର। ମଝିରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାର୍ନାଜୀ ଆଳୁ ଅଟକାଇ ଦେଇଥିବାରୁ ଆଳୁ ଦର ୫୦ ଟଙ୍କା...

ଜେଜେ ମା’, ନାତୁଣୀଙ୍କୁ ଅପହରଣ କରି ସୁନା, ରୁପା ଲୁଟି ନେଲେ ଅଟୋ ଚାଳକ

ପୁରୁଷୋତ୍ତମପୁର,୫।୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରୁ ରବିବାର ଏକ ଅଭାବନୀୟ ଘଟଣା ଶନିବାର ସାମ୍‌ନାକୁ ଆସିଛି। ଏକ ଅଟୋ ଯୋଗେ ଘରକୁ ଫେରୁଥିବା ବେଳେ...

କରିଥିଲେ ପ୍ରେମ ବିବାହ: ୧୫ ବର୍ଷ ପରେ ପଥରରେ ଛେଚି ହତ୍ୟା କଲେ ସ୍ବାମୀ

ମୋହନା,୫।୧(ମନ୍ମଥ ମିଶ୍ର): ପରକ୍ରିୟା ପ୍ରୀତିରୁ ଘଟିଛି ଏକ ଅଭାବନୀୟ କାଣ୍ଡ। କାଲେମା ଗାଁ ପାଖ ଏକ ଜଙ୍ଗଲ ସ୍ତ୍ରୀଙ୍କୁ ପଥରରେ ଛେଚି ହତ୍ୟା କରିଛି ସ୍ବାମୀ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri