ଭୁବନେଶ୍ୱର,୨୭।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ୧୪୬ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୧୦୫ ଲୋକାଲ କେସ୍ ରହିଛି। ଏହାଛଡ଼ା ୮୩ଜଣ ଶିଶୁ ରହିଛନ୍ତି। ଏନେଇ ରବିବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି।
ଦେଖନ୍ତୁ କେଉଁ ଜିଲାରୁ କେତେ?