ଚଳିତ ନିର୍ବାଚନରେ ଜବତ ହୋଇଛି ୨୭୫ କୋଟି ଟଙ୍କାର ସାମଗ୍ରୀ: ରହିଛି ୧୪ କୋଟିର ସୁନା, ଟଙ୍କା

ଭୁବନେଶ୍ୱର,୩୧ା୫(ଅନିଲ ଦାସ)-ନିର୍ବାଚନକୁ ସ୍ବଚ୍ଛ, ଅବାଧ, ନିରପେକ୍ଷ କରିବା ପାଇଁ ନିର୍ବାଚନ କମିଶନ ଯଥାସମ୍ଭବ ଉଦ୍ୟମ କରୁଥିଲେ ମଧ୍ୟ ଚୋରା କାରବାର ବହୁ ମାତ୍ରାରେ ବଢିଥିବା ସୂଚନା ମିଳିଛି। ଗତ ୨ ଲୋକ ସଭା ଓ ବିଧାନସଭା ନିର୍ବାଚନ ଅପେକ୍ଷା ଚଳିତ ନିର୍ବାଚନରେ ରେକର୍ଡ ମୂଲ୍ୟର ବିଭିନ୍ନ ସାମଗ୍ରୀ ଓ ଟଙ୍କା ଜବତ ହୋଇଛି। ୨୦୧୪ ସାଧାରଣ ନିର୍ବାଚନ ବେଳେ ମୋଟ ୨୦.୦୮ କୋଟି ଟଙ୍କାର ବିଭିନ୍ନ ସାମଗ୍ରୀ ଓ ଟଙ୍କା ଜବତ ହୋଇଥିବା ବେଳେ ୨୦୧୯ରେ ୪୦ କୋଟି ଏବଂ ୨୦୨୪ରେ ୨୭୫ କୋଟି ଟଙ୍କାର ବିଭିନ୍ନ ସାମଗ୍ରୀ ଓ ଟଙ୍କା ଜବତ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ନିକୁଞ୍ଜ ବିହାରୀ ଧଳ ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ ୨୦୨୪ରେ ୭୮ କୋଟି ଟଙ୍କାର ମାଦକ ଦ୍ରବ୍ୟ ଜବତ କରାଯାଇଛି। ସେହିପରି ଚଳିତ ନିର୍ବାଚନରେ ଏନ୍‌ଫୋର୍ସମେଣ୍ଟ କର୍ମଚାରୀଙ୍କ ଦ୍ୱାରା ୧୪.୭୪ କୋଟିର ସୁନା, ରୁପା ଭଳି ମୂଲ୍ୟବାନ ଧାତୁ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା, ହୋଇପାରୁନି ବିସର୍ଜନ

ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଦଶହରା ପରେ ବି ହୋଇନାହାଁନ୍ତି ବିସର୍ଜିତ। ଏଭଳି...

ବୃନ୍ଦାବତୀ ନିବାସ ଆଗରେ ଅଚେତ୍‌ ହୋଇପଡିଲେ ଜଣେ ହବିଷ୍ୟାଳୀ

ପୁରୀ,୧୮।୧୦: ବୃନ୍ଦାବତୀ ନିବାସ ଆଗରେ ଜଣେ ହବିଷ୍ୟାଳୀ ଅଚେତ୍‌ ହୋଇ ପଡିଛନ୍ତି। ତାଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ହବିଷ୍ୟାଳୀ ଜଣଙ୍କ ଯାଜପୁର ଜିଲା ବରୀ...

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri